Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 17, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ...

  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ...

  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ...

  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

  • ପେରୁରେ ଭୂକମ୍ପ ଝଟକା, ଜଣେ ମୃତ

  • ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ...

  • ବିମାନ ଅବତରଣ ବେଳେ ବାହାରିଲା ଧୂଆଁ, ...

  • ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ

  • ଆଜି ରାଜକୋଟରେ ବିଜୟ ରୁପାଣୀଙ୍କ ...

ବିଶେଷ
Home ›› ବିଶେଷ ››ଆଜି ହିଁ ପ୍ରସ୍ତୁତ କରନ୍ତୁ ସ୍ପେସିଆଲ କ୍ରିମି ଚିକେନ

ଆଜି ହିଁ ପ୍ରସ୍ତୁତ କରନ୍ତୁ ସ୍ପେସିଆଲ କ୍ରିମି ଚିକେନ

2024-05-26 03:51:00
14447
Share:
Facebook
Twitter
E-Mail
WhatsApp
Telegram
ଆଜି ହିଁ ପ୍ରସ୍ତୁତ କରନ୍ତୁ ସ୍ପେସିଆଲ କ୍ରିମି ଚିକେନ

ଆବଶ୍ୟକ ସାମଗ୍ରୀ: ଚିକେନ, ବସାଦହି, ଲଙ୍କାଗୁଣ୍ଡ, ରିଫାଇନ୍‌ ତେଲ, ପିଆଜ ବଟା, ଅଦା ରସୁଣ ବଟା, ଟମାଟୋ ପ୍ୟୁରି, ଧନିଆ ପାଉଡର, ଜୀରା ପାଉଡ଼ର, ଗରମ ମସଲା, ଲୁଣ, କ୍ଷୀର, କ୍ରିମ୍‌, ଚାଟ ମସଲା ଓ ଗୋଟା କଞ୍ଚାଲଙ୍କା

ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଚିକେନରେ ବସାଦହି, ଲଙ୍କାଗୁଣ୍ଡ ଓ ଲୁଣ ପକାଇ ଭଲ ଭାବେ ମ୍ୟାରିନେଟ କରନ୍ତୁ। କରେଇରେ ତେଲ ଗରମ କରି ମ୍ୟାରିନେଟ ଚିକେନ୍‌କୁ ଭାଜି ରଖନ୍ତୁ। ପୁଣି କରେଇରେ ତେଲ ଗରମ କରି ପିଆଜ ବଟା, ଅଦା ରସୁଣ ବଟା ପକାଇ ଭଲ ଭାବେ କଷନ୍ତୁ।
ମସଲା ଅଳ୍ପ କଷି ହେବା ପରେ ଟମାଟୋ ପ୍ୟୁରି, ଧନିଆ ପାଉଡର, ଜୀରା ପାଉଡ଼ର, ଗରମ ମସଲା, ଲୁଣ ଓ କ୍ଷୀର ପକାଇ ଭଲ ଭାବେ ଗୋଳାନ୍ତୁ। ମସଲା ଭଲ ଭାବେ କଷି ହେବା ପରେ ପାଣି ଓ ଭାଜି ରଖିଥିବା ଚିକେନକୁ ପକାଇ ଗୋଳାଇ ଦିଅନ୍ତୁ। ଏହାପରେ ଚିକେନରେ କ୍ରିମ୍‌, ଚାଟ ମସାଲା ଓ ଗୋଟା କଞ୍ଚାଲଙ୍କା  ପକାଇ ଗୋଳାଇ ଦିଅନ୍ତୁ  ଓ ଏହାକୁ ୫ ମିନିଟ୍‌ ଘୋଡ଼ାଇ ରଖନ୍ତୁ।

ଏବେ ପ୍ରସ୍ତୁତ ହୋଇଯିବ ଗରମାଗରମ କ୍ରିମି ଚିକେନ। ଏହାକୁ ଗରମାଗରମ ରୁଟି, ନାନ କିମ୍ବା ଭାତ ସହ ଖାଇପାରିବେ।

Powered by Froala Editor

Tags Creamy chiken

Related articles Odisha News Lens 4.1

  • ବିମାନ ଅବତରଣ ବେଳେ ବାହାରିଲା ଧୂଆଁ,  ବର୍ତ୍ତିଗଲେ ୨୫୦ ଯାତ୍ରୀ
    ଦେଶ-ଦେଶାନ୍ତର

    ବିମାନ ଅବତରଣ ବେଳେ ବାହାରିଲା ଧୂଆଁ, ବର୍ତ୍ତିଗଲେ ୨୫୦ ଯାତ୍ରୀ

    14600
    Jun 16, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ...
    ବାଣିଜ୍ୟ

    ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ...

    13367
    Jun 17, 2025
  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ
    ବିଶେଷ

    ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14399
    Jun 16, 2025
  • ପେରୁରେ ଭୂକମ୍ପ ଝଟକା, ଜଣେ ମୃତ
    ଦେଶ-ଦେଶାନ୍ତର

    ପେରୁରେ ଭୂକମ୍ପ ଝଟକା, ଜଣେ ମୃତ

    14718
    Jun 16, 2025
  •  ଆଜି ରାଜକୋଟରେ ବିଜୟ ରୁପାଣୀଙ୍କ ଶେଷକୃତ୍ୟ
    ଦେଶ-ଦେଶାନ୍ତର

    ଆଜି ରାଜକୋଟରେ ବିଜୟ ରୁପାଣୀଙ୍କ ଶେଷକୃତ୍ୟ

    14708
    Jun 16, 2025
  • ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ
    ଦେଶ-ଦେଶାନ୍ତର

    ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ

    13654
    Jun 16, 2025
  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି
    ବିଶେଷ

    ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15355
    Jun 17, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ
    ବିଶେଷ

    ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15728
    Jun 16, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ
    ବିଶେଷ

    ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14172
    Jun 17, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ

    13654
    Jun 16, 2025
  • ବିଶେଷ

    ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15728
    Jun 16, 2025
  • ଦେଶ-ଦେଶାନ୍ତର

    ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ

    14534
    Jun 16, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16663
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16966
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15494
    Apr 03, 2021

ବିଶେଷ

  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14172
    Jun 17, 2025
  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15355
    Jun 17, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15728
    Jun 16, 2025
  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14399
    Jun 16, 2025
  • କେଶ ଝଡ଼ିବା କମାଇବ ଯୋଗ

    14723
    Jun 13, 2025

ବାଣିଜ୍ୟ

ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

ଭୁବନେଶ୍ୱର: ଅଜିମ ପ୍ରେମଜୀ ଫାଉଣ୍ଡେସନ ସ୍ନାତକୋତର ଡାକ୍ତର (ପିଜି) ମାନଙ୍କ ନିମନ୍ତେ  ୧୮ ମାସର ନିମଗ୍ନକାରୀ ଶିକ୍ଷଣ ଅଭିଜ୍ଞତା ହାସଲ କରିବାକୁ ‘ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ’ ପ୍ର ...

  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15370
    Jun 14, 2025
  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14482
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15703
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16333
    Feb 21, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15355
    Jun 17, 2025
  • ବିମାନ ଅବତରଣ ବେଳେ ବାହାରିଲା ଧୂଆଁ, ବର୍ତ୍ତିଗଲେ ୨୫୦ ଯାତ୍ରୀ

    14600
    Jun 16, 2025
  • ଆଜି ରାଜକୋଟରେ ବିଜୟ ରୁପାଣୀଙ୍କ ଶେଷକୃତ୍ୟ

    14708
    Jun 16, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In