Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ ...

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ...

  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ...

  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ...

  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ...

  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ...

  • ବନ୍ଦେ ମାତରମ୍’ର ଅପମାନ କଲେ କଠୋର ...

  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

ରାଜ୍ୟ
Home ›› ରାଜ୍ୟ ›› ବାତ୍ୟା: ଉପକୂଳବର୍ତ୍ତୀ ଜିଲା ପାଇଁ ରେଡ୍‌ ଆଲର୍ଟ ଜାରି

ବାତ୍ୟା: ଉପକୂଳବର୍ତ୍ତୀ ଜିଲା ପାଇଁ ରେଡ୍‌ ଆଲର୍ଟ ଜାରି

2024-05-26 09:31:52
14608
Share:
Facebook
Twitter
E-Mail
WhatsApp
Telegram
 ବାତ୍ୟା: ଉପକୂଳବର୍ତ୍ତୀ ଜିଲା ପାଇଁ ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଶନିବାର ସକାଳ ୫ଟା ୩୦ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହୋଇଥିଲା। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ସନ୍ଧ୍ୟାରେ ପୂର୍ବ କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରରେ ବାତ୍ୟା ‘ରେମାଲ’ ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନାନୁସାରେ, ବାତ୍ୟା ପଶ୍ଚିମବଙ୍ଗ ମୁହାଁ ହୋଇଥିବାବେଳେ ଓଡ଼ିଶା ପ୍ରତି କୌଣସି ବିପଦ ନାହିଁ।
ତେବେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହିତ ଅଧିକ ତୀବ୍ର ହେବ। ରବିବାର ସକାଳ ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହୋଇଛି। ରବିବାର ମଧ୍ୟରାତ୍ରି ସୁଦ୍ଧା ସାଗର ଦ୍ୱୀପ ଏବଂ ବାଂଲାଦେଶର ଖେପୁପରା ମଝିରେ ବାଂଲାଦେଶ ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଦେଇ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଘଣ୍ଟା ପ୍ରତି ୧୧୦ରୁ ୧୨୦ କି.ମି. ବେଗରେ ପବନ ବହିବା ସହ ମଝିରେ ମଝିରେ ୧୩୫ କି.ମି. ବେଗରେ ଝଟ୍‌କା ପବନ ହେବ। ଏଥିପାଇଁ ସମସ୍ତ ବନ୍ଦରକୁ ସତର୍କ ଜାରି କରାଯାଇଛି। ଆସନ୍ତା ୨୬ ଓ ୨୭ ତାରିଖରେ ପଶ୍ଚିମବଙ୍ଗ ଏବଂ ଉତ୍ତର ଓ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆକଳନ କରାଯାଇଛି। ୧.୫ ମିଟର ପର୍ୟ୍ୟନ୍ତ ସାମୁଦ୍ରିକ ଜୁଆର ଉଠି ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ତଳିଆ ଅଞ୍ଚଳକୁ ଜଳମଗ୍ନ କରିବାର ଆଶଙ୍କା ରହିଛି। ୨୭ ତାରିଖ ସକାଳ ପର୍ୟ୍ୟନ୍ତ ଉତ୍ତର ବଙ୍ଗୋପସାଗରରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପାଣିପାଗ ବିଭାଗ ସତର୍କ କରାଇଦେଇଛି।

ସେହିଭଳି ୨୬ ଓ ୨୭ ତାରିଖ ପାଇଁ ପଶ୍ଚିମବଙ୍ଗର ଉପକୂଳବର୍ତ୍ତୀ ଜିଲା ପାଇଁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ପଶ୍ଚିମବଙ୍ଗର ଦକ୍ଷିଣ ଏବଂ ଉତ୍ତର ୨୪ ପ୍ରଗଣା ଜିଲାରେ ବନ୍ୟା ଆଶଙ୍କା ଥିବାରୁ ନିର୍ମାଣ, ବିଦ୍ୟୁତ୍‌ ଓ ଯୋଗାଯୋଗ ଲାଇନ, କଚ୍ଚା ରାସ୍ତା, ଫସଲ ଏବଂ ବଗିଚାରେ ବ୍ୟାପକ କ୍ଷୟକ୍ଷତି ହେବ ବୋଲି ପାଣିପାଗ ବିଭାଗ ସତର୍କ କରାଇଦେଇଛି।
ଅନ୍ୟପକ୍ଷରେ ଓଡ଼ିଶାରେ ବାତ୍ୟାର ପ୍ରଭାବ ରହିବ ନାହିଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୨୬ ଓ ୨୭ ତାରିଖ ଦୁଇଦିନ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏଥିସହିତ ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଜଗତ୍‌ସିଂହପୁର, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ରବିବାର ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାକୁ ଥିବାବେଳେ ବାଲେଶ୍ୱର ଏବଂ ଭଦ୍ରକର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିସହିତ ଉପକୂଳରେ ପବନର ବେଗ ୪୦ରୁ ୫୦ କି.ମି. ମଧ୍ୟରେ ରହିବ ବୋଲି ମହାନ୍ତି ସୂଚନା ଦେଇଛନ୍ତି।

Powered by Froala Editor

Tags Cyclone

Related articles Odisha News Lens 4.1

  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା
    ଦେଶ-ଦେଶାନ୍ତର

    ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14153
    Jul 31, 2026
  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...
    ଦେଶ-ଦେଶାନ୍ତର

    ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...

    14159
    Jul 30, 2026
  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି

    15414
    Jul 30, 2026
  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ
    ଦେଶ-ଦେଶାନ୍ତର

    ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

    15401
    Jul 30, 2026
  • ବନ୍ଦେ ମାତରମ୍’ର ଅପମାନ କଲେ କଠୋର ଦଣ୍ଡବିଧାନର ବ୍ୟବସ୍ଥା
    ଦେଶ-ଦେଶାନ୍ତର

    ବନ୍ଦେ ମାତରମ୍’ର ଅପମାନ କଲେ କଠୋର ଦଣ୍ଡବିଧାନର ବ୍ୟବସ୍ଥା

    15068
    Jul 30, 2026
  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର
    ଦେଶ-ଦେଶାନ୍ତର

    ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

    14121
    Jul 30, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...
    ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...

    13908
    Jul 31, 2026
  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...
    ରାଜନୀତି

    ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...

    15369
    Jul 31, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ
    ବିଶେଷ

    ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14146
    Jul 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ନିତିନ୍ ଗଡ଼କରୀ

    14159
    Jul 30, 2026
  • ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15544
    Jul 31, 2026
  • ଦେଶ-ଦେଶାନ୍ତର

    ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14153
    Jul 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17009
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17614
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17667
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18068
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14146
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14335
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15957
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15843
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15497
    Jul 22, 2026

ବାଣିଜ୍ୟ

ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

ଭୁବନେଶ୍ୱରରେ ରପ୍ତାନି ଆଉଟରିଚ୍ ଆଲୋଚନାଚକ୍ର ଆୟୋଜନ କରିବାକୁ ଏଫଆଇଇଓ ସହିତ ସହଭାଗୀତା କଲା ଏକ୍ଜିମ ବ୍ୟାଙ୍କ, ଓଡ଼ିଶାର ବାଣିଜ୍ୟ ଓ ପୁଞ୍ଜିନିବେଶ ସାମର୍ଥ୍ୟ ଉପରେ ଗବେଷଣା ଅଧ୍ୟୟନ ରିପୋର୍ଟ ପ୍ରକାଶ କଲା

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    13981
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15028
    Jul 28, 2026
  • ଫିକା ପଡିବ ସୁନାର ଚମକ

    14129
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15763
    Jul 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି

    15414
    Jul 30, 2026
  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

    15401
    Jul 30, 2026
  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15544
    Jul 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In