Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ...

  • ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ...

  • ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ...

  • ୧୧ ଦିନ ପାଇଁ ବନ୍ଦ ରହିବ ବ୍ୟାଙ୍କ, ...

  • ସିକ୍କିମରେ ଭୂସ୍ଖଳନ, ୩୦ରୁ ଅଧିକ ଘର ...

  • ୫ ଦିନିଆ ବ୍ୟାଙ୍କ କାର୍ଯ୍ୟ ଦିବସକୁ ...

  • ସଂସ୍କୃତ ଜ୍ଞାନ ସହ ଆଧୁନିକ ପ୍ରଯୁକ୍ତିର ...

  • ବିଜୁଳି ବିଲ୍ ଭରିବାକୁ ଭିକ ମାଗୁଛି ରୋବଟ

  • ବିଧାନସଭା ନିର୍ବାଚନ: ୨୮୬.୯୯ କୋଟି ଟଙ୍କା ...

ରାଜ୍ୟ
Home ›› ରାଜ୍ୟ ››ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଆସାମ ମୁଖ୍ୟମନ୍ତ୍ରୀ

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଆସାମ ମୁଖ୍ୟମନ୍ତ୍ରୀ

2024-05-27 07:28:02
14712
Share:
Facebook
Twitter
E-Mail
WhatsApp
Telegram
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଆସାମ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ଏହି ୨ ଦିନରେ ସେ ୮ଟି ସ୍ଥାନରେ ପ୍ରଚାର କରିବେ। ଆଜି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ କାକଟପୁରରେ ପ୍ରଚାର କରିବେ ବିଶ୍ୱଶର୍ମା। ଆସନ୍ତାକାଲି ରାଇରଙ୍ଗପୁର, ମୋରଡ଼ା, ସୋର ଓ ଜଗତସିଂହପୁରରେ ହିମନ୍ତଙ୍କ ଜନସଭା କାର୍ୟ୍ୟକ୍ରମ ରହିଛି। କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଆଜି ବାସୁଦେବପୁର, ବାହାନଗାଠାରେ ଅନୁଷ୍ଠିତ ବିଶାଳ ରୋଡ ଶୋ’ରେ ସାମିଲ ହେବେ।।ଆଜି ଏବଂ ଆସନ୍ତାକାଲି କେନ୍ଦ୍ରାପଡ଼ା ଓ ଭଦ୍ରକରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସଭା ରହିଛି।

ଓଡ଼ିଶାରେ ପୁଣି ମାରାଥନ୍ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ ମୋଦି। ଆସନ୍ତା ୨୯ ତାରିଖରେ ବାରିପଦା, ବାଲେଶ୍ୱର ଓ କେନ୍ଦ୍ରାପଡ଼ାରେ ଜନସଭାକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ। ୨୯ ତାରିଖ ଦିନ ୧୨ଟାରେ ବାରିପଦା ଛଉ ପଡ଼ିଆରେ ମୋଦିଙ୍କ ପ୍ରଥମ ସଭା ରହିଛି। ଏହାପରେ ସାଢ଼େ ଗୋଟାଏରେ ବାଲେଶ୍ୱରରେ ଏବଂ ସାଢେ ୩ଟାରେ କେନ୍ଦ୍ରାପଡ଼ାରେ ବିଶାଳ ଜନସଭାକୁ ମୋଦି ସମ୍ବୋଧନ କରିବା କାର୍ୟ୍ୟକ୍ରମ ରହିଛି।

ମୋଦି ଆସିବା ପୂର୍ବଦିନ ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଆସିବେ। ଅର୍ଥାତ ଆସନ୍ତାକାଲି ଓଡ଼ିଶା ଆସିବେ ଅମିତ ଶାହ। କାଲି ଗୃହମନ୍ତ୍ରୀଙ୍କ ୩ଟି ସଭା ରହିଛି। କାଲି ଦିନ ୧୦ଟାରେ ଚାନ୍ଦବାଲିରେ କରିବେ ପ୍ରଥମ ସଭା। ପରେ କୋରେଇ ଓ ନିମାପଡାରେ ଜନସଭାକୁ ସମ୍ବୋଧନ କରିବେ ଶାହ।

Powered by Froala Editor

Tags Himanta biswasharma

Related articles Odisha News Lens 4.1

  •  ବିଧାନସଭା ନିର୍ବାଚନ: ୨୮୬.୯୯ କୋଟି ଟଙ୍କା ପଶ୍ଚିମବଙ୍ଗରେ ବ୍ୟୟ କରିଛି ବିଜେପି
    ଦେଶ-ଦେଶାନ୍ତର

    ବିଧାନସଭା ନିର୍ବାଚନ: ୨୮୬.୯୯ କୋଟି ଟଙ୍କା ପଶ୍ଚିମବଙ୍ଗରେ ବ୍ୟୟ କରିଛି ବିଜେପି

    14893
    Sep 25, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......
    ବିଶେଷ

    ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13286
    Sep 27, 2026
  • ୧୧ ଦିନ ପାଇଁ ବନ୍ଦ ରହିବ ବ୍ୟାଙ୍କ, ଜାଣନ୍ତୁ କାହିଁକି ?
    ଦେଶ-ଦେଶାନ୍ତର

    ୧୧ ଦିନ ପାଇଁ ବନ୍ଦ ରହିବ ବ୍ୟାଙ୍କ, ଜାଣନ୍ତୁ କାହିଁକି ?

    14535
    Sep 26, 2026
  • ସଂସ୍କୃତ ଜ୍ଞାନ ସହ ଆଧୁନିକ ପ୍ରଯୁକ୍ତିର ଅନନ୍ୟ ମିଶ୍ରଣ, ୯ ବର୍ଷରେ ୪ ହଜାର ପାଣିନି ...
    ଦେଶ-ଦେଶାନ୍ତର

    ସଂସ୍କୃତ ଜ୍ଞାନ ସହ ଆଧୁନିକ ପ୍ରଯୁକ୍ତିର ଅନନ୍ୟ ମିଶ୍ରଣ, ୯ ବର୍ଷରେ ୪ ହଜାର ପାଣିନି ...

    15162
    Sep 26, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ ...
    ବାଣିଜ୍ୟ

    ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ ...

    13745
    Sep 26, 2026
  • ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ମାମଲା: ଟଙ୍କା ନେଇ ଜାଲ ପ୍ରମାଣପତ୍ର ...
    ଦେଶ-ଦେଶାନ୍ତର

    ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ମାମଲା: ଟଙ୍କା ନେଇ ଜାଲ ପ୍ରମାଣପତ୍ର ...

    13508
    Sep 26, 2026
  • ସିକ୍କିମରେ ଭୂସ୍ଖଳନ, ୩୦ରୁ ଅଧିକ ଘର ଛାରଖାର
    ଦେଶ-ଦେଶାନ୍ତର

    ସିକ୍କିମରେ ଭୂସ୍ଖଳନ, ୩୦ରୁ ଅଧିକ ଘର ଛାରଖାର

    15657
    Sep 26, 2026
  • ୫ ଦିନିଆ ବ୍ୟାଙ୍କ କାର୍ଯ୍ୟ ଦିବସକୁ ମିଳିଲାନି ସହମତି
    ଦେଶ-ଦେଶାନ୍ତର

    ୫ ଦିନିଆ ବ୍ୟାଙ୍କ କାର୍ଯ୍ୟ ଦିବସକୁ ମିଳିଲାନି ସହମତି

    13754
    Sep 26, 2026
  • ବିଜୁଳି ବିଲ୍ ଭରିବାକୁ ଭିକ ମାଗୁଛି ରୋବଟ
    ଦେଶ-ଦେଶାନ୍ତର

    ବିଜୁଳି ବିଲ୍ ଭରିବାକୁ ଭିକ ମାଗୁଛି ରୋବଟ

    14340
    Sep 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସିକ୍କିମରେ ଭୂସ୍ଖଳନ, ୩୦ରୁ ଅଧିକ ଘର ଛାରଖାର

    15657
    Sep 26, 2026
  • ଦେଶ-ଦେଶାନ୍ତର

    ୧୧ ଦିନ ପାଇଁ ବନ୍ଦ ରହିବ ବ୍ୟାଙ୍କ, ଜାଣନ୍ତୁ କାହିଁକି ?

    14535
    Sep 26, 2026
  • ବାଣିଜ୍ୟ

    ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    13745
    Sep 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17128
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17816
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17786
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18198
    Sep 06, 2023

ବିଶେଷ

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13286
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15643
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15205
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14581
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14819
    Sep 11, 2026

ବାଣିଜ୍ୟ

ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

ନୂଆଦିଲ୍ଲୀ: ଆକ୍ସନ ଗ୍ରୁପ୍‌ର ଏକ ଅଂଶ ତଥା କାଷ୍ଠ ଭିତ୍ତିକ ପାନେଲ୍‌ ଉତ୍ପାଦଗୁଡିକର ଏକ ଅଗ୍ରଣୀ ଉତ୍ପାଦନକାରୀ ଆକ୍ସନ ଟେସା ୨୪ ସେପ୍ଟେମ୍ବର ୨୦୨୬ ଦିନ ଭାରତର ୫୦ରୁ ଅଧିକ ସ୍ଥାନରେ ଜାତୀୟ ବଢେଇ ଦିବସ ପ ...

  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15936
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14423
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15618
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15383
    Sep 16, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜୁଳି ବିଲ୍ ଭରିବାକୁ ଭିକ ମାଗୁଛି ରୋବଟ

    14340
    Sep 26, 2026
  • ୧୧ ଦିନ ପାଇଁ ବନ୍ଦ ରହିବ ବ୍ୟାଙ୍କ, ଜାଣନ୍ତୁ କାହିଁକି ?

    14535
    Sep 26, 2026
  • ବିଧାନସଭା ନିର୍ବାଚନ: ୨୮୬.୯୯ କୋଟି ଟଙ୍କା ପଶ୍ଚିମବଙ୍ଗରେ ବ୍ୟୟ କରିଛି ବିଜେପି

    14893
    Sep 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In