Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 04, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଧାରୁଆ ଛୁରୀରେ ପ୍ରେମିକାକୁ ଆକ୍ରମଣ କଲା ...

ରାଜ୍ୟ
Home ›› ରାଜ୍ୟ ››ପୂର୍ବତନ ସାଂସଦଙ୍କୁ ଜୋରଦାର ଟାର୍ଗେଟ କରି ଏହା କହିଲେ ନବୀନ

ପୂର୍ବତନ ସାଂସଦଙ୍କୁ ଜୋରଦାର ଟାର୍ଗେଟ କରି ଏହା କହିଲେ ନବୀନ

2024-05-27 09:09:48
14430
Share:
Facebook
Twitter
E-Mail
WhatsApp
Telegram
ପୂର୍ବତନ ସାଂସଦଙ୍କୁ ଜୋରଦାର ଟାର୍ଗେଟ କରି ଏହା କହିଲେ ନବୀନ

କେନ୍ଦ୍ରାପଡା: କେନ୍ଦ୍ରାପଡାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର ବେଳେ  ନାଁ ନ ନେଇ ପୂର୍ବତନ ସାଂସଦଙ୍କୁ ଜୋରଦାର ଟାର୍ଗେଟ କରିଛନ୍ତି । । ସେ କହିଛନ୍ତି ଯେ କେନ୍ଦ୍ରାପଡାର ଜଣଙ୍କୁ ୧୦ ବର୍ଷ ସାଂସଦ କଲି । ସେ ନିଜ କମ୍ପାନୀକୁ ଲାଭ ଦେଇ ମୋ ସହ ଓ କେନ୍ଦ୍ରାପଡାବାସୀଙ୍କ ସହ ବିଶ୍ବାସଘାତକତା କରିଥିବା ପ୍ରଚାର ବେଳେ କହିଲେ ନବୀନ । ଏଥର ଯୋଡି ଶଙ୍ଖରେ ଭୋଟ ଦେଇ ଉପଯୁକ୍ତ ପ୍ରାର୍ଥୀ ବାଛିବାକୁ ନିର୍ବାଚନୀ ସଭାରେ ନିବେଦନ କଲେ ନବୀନ ।

 ସେହିପରି କେନ୍ଦ୍ରାପଡା ପ୍ରତି ଥିବା ମୁଖ୍ୟମନ୍ତ୍ରୀଙ୍କ ସମର୍ପଣ ଭାବକୁ ଦର୍ଶାଇଛନ୍ତି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ  । କେନ୍ଦ୍ରାପଡାରେ ବିଶ୍ବର ବୃହତ ଇଣ୍ଡଷ୍ଟ୍ରି ନିପନ ଷ୍ଟିଲ ପ୍ରତିଷ୍ଠା ପାଇଁ ନବୀନଙ୍କ ପ୍ରଚେଷ୍ଟାକୁ ବର୍ଣ୍ଣନା କରିଛନ୍ତି ପାଣ୍ଡିଆନ  । ୮ ଘଣ୍ଟା ଧରି କିଭଳି ନବୀନ ବିମାନରେ ଯାତ୍ରା କରି ଜାପାନରେ ପହଞ୍ଚିଥିଲେ ସେ ନେଇ ମଧ୍ୟ କେନ୍ଦ୍ରାପଡାରେ କହିଛନ୍ତି ପାଣ୍ଡଆନ । ସେ ଆହୁରି କହିଛନ୍ତି ଯେ ସାଂସଦ ହେବା ପରେ ତାଙ୍କ ଘରୋଇ କମ୍ପାନୀର କେତେ ପରିମାଣର ଲାଭ ହୋଇଛି ? ପାର୍ଲାମେଣ୍ଟ ଫାଇନାନ୍ସ କମିଟିରେ ସଦସ୍ୟ ଥିବାବେଳେ ନିଜ କମ୍ପାନୀର ହଜାର ହଜାର ଟଙ୍କାର ଲୋନ୍‌ ଛାଡ କରିଥିଲେ । ନିଜ ପାଇଁ ରେଲୱେ ସାଇଡିଂ ଆଣି ପୂର୍ବତନ ସାଂସଦ କେନ୍ଦ୍ରାପଡାକୁ ଭୁଲିଗଲେ।

ତେବେ ପାର୍ଲାମେଣ୍ଟ ଫାଇନାନ୍ସର କମିଟିର ସଭାପତି ଦାୟିତ୍ବ ନ ମିଳିବା ପରେ  ସେଥିପାଇଁ ସେ ରାଗ ରଖି ନବୀନଙ୍କୁ ନେଇ ଗୁଜବ ସୃଷ୍ଟି କଲେ  । ନିଜ ଘରୋଇ ଟିଭି ଚ୍ୟାନେଲରେ ନବୀନ ଅସୁସ୍ଥତା ଥିବା ନେଇ ଖବର ପ୍ରସାରଣ କଲେ । ୨୦୧୫ ମସିହାରୁ ନବୀନ ଅସୁସ୍ଥ ଥିବା ନେଇ ଦିଲ୍ଲୀରେ କେନ୍ଦ୍ରୀୟ ନେତାଙ୍କୁ ପୂର୍ବତନ ସାଂସଦ ବୁଲି ବୁଲି କହିଥିବା କହିଛନ୍ତି ପାଣ୍ଡିଆନ୍‌  ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • କୋଲେଷ୍ଟରଲ କମାଏ ଅଁଳାରସ
    ବିଶେଷ

    କୋଲେଷ୍ଟରଲ କମାଏ ଅଁଳାରସ

    13528
    Jun 03, 2025
  • ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାରକୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାରକୁ ଗୁଳି କରି ହତ୍ୟା

    14232
    Jun 03, 2025
  • ଅଧା କପ୍‌ ବିଟ୍‌ ରସର କରାମତି
    ବିଶେଷ

    ଅଧା କପ୍‌ ବିଟ୍‌ ରସର କରାମତି

    13646
    Jun 04, 2025
  • ଧାରୁଆ ଛୁରୀରେ ପ୍ରେମିକାକୁ ଆକ୍ରମଣ କଲା ପ୍ରେମିକ
    ଦେଶ-ଦେଶାନ୍ତର

    ଧାରୁଆ ଛୁରୀରେ ପ୍ରେମିକାକୁ ଆକ୍ରମଣ କଲା ପ୍ରେମିକ

    15463
    Jun 04, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ
    ବିଶେଷ

    ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15129
    Jun 03, 2025
  • ବିଜୟ ଉତ୍ସବ ପାଳନ ବେଳେ ଦଳାଚକଟା: ୧୧ ମୃତ, ୧୫୦ ଆହତ
    ଦେଶ-ଦେଶାନ୍ତର

    ବିଜୟ ଉତ୍ସବ ପାଳନ ବେଳେ ଦଳାଚକଟା: ୧୧ ମୃତ, ୧୫୦ ଆହତ

    13716
    Jun 04, 2025
  • ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା
    ଦେଶ-ଦେଶାନ୍ତର

    ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା

    14270
    Jun 03, 2025
  • ୨୧ରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ
    ଦେଶ-ଦେଶାନ୍ତର

    ୨୧ରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ

    13463
    Jun 04, 2025
  • ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ
    ଦେଶ-ଦେଶାନ୍ତର

    ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ

    13674
    Jun 03, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15129
    Jun 03, 2025
  • ଦେଶ-ଦେଶାନ୍ତର

    ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା

    14270
    Jun 03, 2025
  • ବିଶେଷ

    କୋଲେଷ୍ଟରଲ କମାଏ ଅଁଳାରସ

    13528
    Jun 03, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16641
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16934
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15469
    Apr 03, 2021

ବିଶେଷ

  • ଅଧା କପ୍‌ ବିଟ୍‌ ରସର କରାମତି

    13646
    Jun 04, 2025
  • ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13481
    Jun 04, 2025
  • କୋଲେଷ୍ଟରଲ କମାଏ ଅଁଳାରସ

    13528
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15129
    Jun 03, 2025
  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    15272
    Jun 02, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15687
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16303
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14012
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14809
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ

    13674
    Jun 03, 2025
  • ବିଜୟ ଉତ୍ସବ ପାଳନ ବେଳେ ଦଳାଚକଟା: ୧୧ ମୃତ, ୧୫୦ ଆହତ

    13716
    Jun 04, 2025
  • ଧାରୁଆ ଛୁରୀରେ ପ୍ରେମିକାକୁ ଆକ୍ରମଣ କଲା ପ୍ରେମିକ

    15463
    Jun 04, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In