Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ...

  • ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ...

  • ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ...

  • ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ...

  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ...

  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ...

  • ସାମରିକ ଘାଟିରେ ବିସ୍ଫୋରଣ; ଚାଲିଗଲା ୧୦ ...

  • ଜଣେ ଉତ୍ସର୍ଗୀକୃତ ଓ ଯତ୍ନଶୀଳ ଶିକ୍ଷକ ...

  • ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ...

  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ରକ୍‌ ମେମୋରିଆଲ୍‌ରେ ୪୮ ଘଣ୍ଟା ଧ୍ୟାନ କରିବେ ମୋଦି

ରକ୍‌ ମେମୋରିଆଲ୍‌ରେ ୪୮ ଘଣ୍ଟା ଧ୍ୟାନ କରିବେ ମୋଦି

2024-05-30 10:34:15
15483
Share:
Facebook
Twitter
E-Mail
WhatsApp
Telegram
ରକ୍‌ ମେମୋରିଆଲ୍‌ରେ ୪୮ ଘଣ୍ଟା ଧ୍ୟାନ କରିବେ ମୋଦି

ନୂଆଦିଲ୍ଲୀ: ଜୁନ୍‌ ୧ ତାରିଖରେ ଅନ୍ତିମ ପର୍ୟ୍ୟାୟ ଲୋକସଭା ନିର୍ବାଚନ ହେବା ଏଥିପାଇଁ ଆଜି ସରୁଛି ପ୍ରଚାର। ପ୍ରଚାର ଶେଷ ହେବା ପରେ ଆଜିଠୁ ଧ୍ୟାନରେ ବସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାମିଲନାଡୁର କନ୍ୟାକୁମାରୀ ସ୍ଥିତ ବିବେକାନନ୍ଦ ରକ୍‌ ମେମୋରିଆଲ୍‌ରେ ଦୀର୍ଘ ୪୮ ଘଣ୍ଟା ଧରି ଧ୍ୟାନ କରିବେ ମୋଦି।

ମୋଦିଙ୍କ ଏହି କାର୍ୟ୍ୟକ୍ରମ ପାଇଁ କଡା ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ମୋଦି ଧ୍ୟାନସ୍ଥ ଥିବା ବେଳେ ଏହି ସମୟରେ ତାଙ୍କୁ ୨୦୦୦ର ପୁଲିସକର୍ମୀ ଜଗିବେ। ସେହିପରି ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟକ୍ରମ ସମୟରେ ବିଭିନ୍ନ ସୁରକ୍ଷା ଏଜେନ୍ସି କଡା ନଜର ରଖିବେ। ସୁରକ୍ଷା ଦୃଷ୍ଟିରୁ ଗୁରୁବାର ଠାରୁ ଶନିବାର ପର୍ୟ୍ୟନ୍ତ ପର୍ୟ୍ୟଟକଙ୍କ ପାଇଁ ସମୁଦ୍ରକୂଳ ବନ୍ଦ ରହିବ। ଏହା ସହିତ ବ୍ୟକ୍ତିଗତ ଡଙ୍ଗାଗୁଡ଼ିକୁ ମଧ୍ୟ ଚଳାଇବାକୁ ଅନୁମତି ଦିଆଯିବ ନାହିଁ। ସେପଟେ ମୋଦିଙ୍କ ଏହି ଆଧ୍ୟାତ୍ମିକ ଯାତ୍ରାକୁ ନେଇ ବିରୋଧୀ ଟାର୍ଗେଟ୍‌ କରିଛନ୍ତି। ମୋଦିଙ୍କ ଧ୍ୟାନମୁଦ୍ରାର ଦୃଶ୍ୟ ଟିଭି ଚ୍ୟାନେଲଗୁଡ଼ିକରେ ଯେପରି ପ୍ରସାରଣ କରା ନ ଯିବ, ତାହା ସୁନିଶ୍ଚିତ କରିବା ପାଇଁ କଂଗ୍ରେସ ବୁଧବାର ନିର୍ବାଚନ କମିଶନ(ଇସି)ଙ୍କ ଦ୍ୱାରସ୍ଥ ହୋଇଛି।

Powered by Froala Editor

Tags Modi

Related articles Odisha News Lens 4.1

  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮  ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ

    14430
    Sep 05, 2026
  • ସାମରିକ ଘାଟିରେ ବିସ୍ଫୋରଣ;  ଚାଲିଗଲା ୧୦ ଜୀବନ
    ଦେଶ-ଦେଶାନ୍ତର

    ସାମରିକ ଘାଟିରେ ବିସ୍ଫୋରଣ; ଚାଲିଗଲା ୧୦ ଜୀବନ

    13684
    Sep 05, 2026
  • ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ପ୍ରଣାଳୀ କ୍ରୟ କରିବ ଭାରତ
    ଦେଶ-ଦେଶାନ୍ତର

    ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ପ୍ରଣାଳୀ କ୍ରୟ କରିବ ଭାରତ

    13723
    Sep 06, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର
    ବିଶେଷ

    ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    13966
    Sep 06, 2026
  • ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’
    ଦେଶ-ଦେଶାନ୍ତର

    ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’

    15704
    Sep 05, 2026
  • ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ଦୃଶ୍ୟ
    ଦେଶ-ଦେଶାନ୍ତର

    ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ଦୃଶ୍ୟ

    14532
    Sep 06, 2026
  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ
    ଦେଶ-ଦେଶାନ୍ତର

    ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ

    15267
    Sep 05, 2026
  • ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ମିଳିଲା ବିଦେଶ ଚାକିରି ଅଫର୍
    ଦେଶ-ଦେଶାନ୍ତର

    ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ମିଳିଲା ବିଦେଶ ଚାକିରି ଅଫର୍

    14832
    Sep 06, 2026
  • ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ୨୦୨୬ ମୁକୁଟ
    ଦେଶ-ଦେଶାନ୍ତର

    ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ୨୦୨୬ ମୁକୁଟ

    14159
    Sep 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସାମରିକ ଘାଟିରେ ବିସ୍ଫୋରଣ; ଚାଲିଗଲା ୧୦ ଜୀବନ

    13684
    Sep 05, 2026
  • ଦେଶ-ଦେଶାନ୍ତର

    ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ମିଳିଲା ବିଦେଶ ଚାକିରି ଅଫର୍

    14832
    Sep 06, 2026
  • ଦେଶ-ଦେଶାନ୍ତର

    ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’

    15704
    Sep 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17076
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17735
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17744
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18148
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    13966
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13741
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14545
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14850
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14802
    Aug 27, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    14066
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14590
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15458
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14806
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ୨୦୨୬ ମୁକୁଟ

    14159
    Sep 06, 2026
  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ

    15267
    Sep 05, 2026
  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ

    14430
    Sep 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In