Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, June 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ମସଲା ଖାଇଲେ ହେବନି ପେଟ ଗରମ

  • ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ...

  • କେରଳରେ ପ୍ରବେଶ କଲା ମୌସୁମୀ

  • ତୃତୀୟ ବିବାହ କରିବେ ଅମିର ଖାନ୍

  • ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ...

  • ମାଲବିୟ ନଗର ଅଗ୍ନିକାଣ୍ଡ : ହସ୍ପିଟାଲରେ ...

  • ମାନବିକତା ଭୁଲିଗଲେ ଡାକ୍ତର, ଅପରେସନ ବାକି ...

  • କେରଳମ୍ ଛୁଇଁଲା ମୌସୁମୀ ବାୟୁ, ଓଡ଼ିଶା ...

  • କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ...

  • ଦିଲ୍ଲୀ ମାଲବ୍ୟ ନଗର ଅଗ୍ନିକାଣ୍ଡରେ ୨୧ ...

ବିଶେଷ
Home ›› ବିଶେଷ ››ଜଣ୍ଡିସ୍ ରୋଗର ନିରାକାରଣ ପାଇଁ ଉପକାରୀ କଞ୍ଚା ଭଣ୍ଡା

ଜଣ୍ଡିସ୍ ରୋଗର ନିରାକାରଣ ପାଇଁ ଉପକାରୀ କଞ୍ଚା ଭଣ୍ଡା

2024-06-02 07:46:59
14295
Share:
Facebook
Twitter
E-Mail
WhatsApp
Telegram
ଜଣ୍ଡିସ୍ ରୋଗର ନିରାକାରଣ ପାଇଁ ଉପକାରୀ କଞ୍ଚା ଭଣ୍ଡା

ଅମୃତଭଣ୍ଡା ଆମ ଶରୀର ପାଇଁ ଅତ୍ୟନ୍ତ ଉପଯୋଗୀ। ଏହାକୁ ଖାଇବା ଦ୍ୱାରା କିଛି ମାରାତ୍ମକ ରୋଗରୁ ବି ରକ୍ଷା ମିଳିଥାଏ। ପାଚିଲା ଅମୃତଭଣ୍ଡା ପରି କଞ୍ଚା ଅମୃତଭଣ୍ଡାରେ  ମଧ୍ୟ ଅନେକ ଫାଇଦା ରହିଛି। କଞ୍ଚା ଭଣ୍ଡାରେ ଭିଟାମିନ୍,  ଏନଜାଇମ୍ ଓ ନ୍ୟୁଟ୍ରିଏଣ୍ଟ୍ ରହିଥାଏ,  ଯାହା ହଜମ ପକ୍ରିୟାକୁ ସାହାଯ୍ୟ କରିଥାଏ। ଆସନ୍ତୁ ଜାଣିବା ମ୍ୟାଗ୍ନେସିୟମ୍, ପୋଟାସିୟମ୍, ଭିଟାମିନ-ଏ,ଭିଟାମିନ୍-ସି, ଓ ଭିଟାମିନ୍-ଇରେ ଭରପୂର ଥିବା କଞ୍ଚା ଅମୃତଭଣ୍ଡା ଖାଇଲେ କଣ ସବୁ ଫାଇଦା ମିଳେ।

୧.ଲିଭରକୁ ମଜଭୁତ କରିଥାଏ: କଞ୍ଚା ଅମୃତଭଣ୍ଡା ଆପଣଙ୍କ ଲିଭର ବା ଯକୃତକୁ  ମଜଭୁତ କରିଥାଏ। ଜଣ୍ଡିସ୍ ବା କାମଳ ରୋଗର ନିରାକାରଣ ପାଇଁ କଞ୍ଚା ଭଣ୍ଡା ବହୁତ ଉପକାରୀ।

୨.ରୋଗ ସଂକ୍ରମଣରୁ ରକ୍ଷା କରିଥାଏ: କଞ୍ଚା ଭଣ୍ଡାରେ ଭିଟାମିନ ମାତ୍ରା ଭରପୂର ଭାବେ ରହିଥିବାରୁ ଏହା ଆମ ଶରୀରକୁ ବ୍ୟାକ୍ଟେରିଆ ଆକ୍ରମଣରୁ ସୁରକ୍ଷା ଦେଇଥାଏ।

୩.ରୋଗ ପ୍ରତିରୋଧକ ଶକ୍ତି ବଢାଇ ଥାଏ: କଞ୍ଚା ଭଣ୍ଡା ଖାଇବା ଦ୍ୱାରା ଶର୍ଦ୍ଦି ଓ ଜ୍ୱର ଭଳି ରୋଗ ହୋଇନଥାଏ।

୪.ମଧୁମେହ ପାଇଁ  ଉପକାରୀ: ଏହାକୁ ଖାଇବା ଦ୍ୱାରା ରକ୍ତରେ ଶର୍କରା ନିୟନ୍ତ୍ରଣ ହୋଇଥାଏ ଓ ଶରୀରରେ ଇନ୍ସୁଲିନ୍ ମାତ୍ରାକୁ ବଢାଇଥାଏ।

୫.ପେଟ ସମସ୍ୟା ଦୂର କରେ: କଞ୍ଚା ଭଣ୍ଡାରେ ପେପିନ୍ ମାତ୍ରା ଅଧତ୍କ ଥିବାରୁ ଏହା ପେଟ ଜନିତ ସମସ୍ୟା ଦୂର କରିଥାଏ।

୬.ଭିଟାମିନ୍‌ରେ ଭରପୂର: ନିୟମିତ କଞ୍ଚାଭଣ୍ଡା ଖାଇବା ଦ୍ୱାରା ଶରୀରରେ ଭିଟାମିନ୍ ପରିମାଣ ବୃଦ୍ଧି ପାଇଥାଏ।

Powered by Froala Editor

Tags Papeya

Related articles Odisha News Lens 4.1

  • କେରଳରେ ପ୍ରବେଶ କଲା ମୌସୁମୀ
    ଦେଶ-ଦେଶାନ୍ତର

    କେରଳରେ ପ୍ରବେଶ କଲା ମୌସୁମୀ

    14494
    Jun 04, 2026
  • ମାନବିକତା ଭୁଲିଗଲେ ଡାକ୍ତର, ଅପରେସନ ବାକି ଟଙ୍କା ନମିଳିବାରୁ ଝିଅର ଗୋଡ଼ ଭାଙ୍ଗିଦେଲେ
    ଦେଶ-ଦେଶାନ୍ତର

    ମାନବିକତା ଭୁଲିଗଲେ ଡାକ୍ତର, ଅପରେସନ ବାକି ଟଙ୍କା ନମିଳିବାରୁ ଝିଅର ଗୋଡ଼ ଭାଙ୍ଗିଦେଲେ

    14535
    Jun 04, 2026
  • କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଡିକେ ଶିବକୁମାର
    ଦେଶ-ଦେଶାନ୍ତର

    କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଡିକେ ଶିବକୁମାର

    15729
    Jun 03, 2026
  • ଦିଲ୍ଲୀ ମାଲବ୍ୟ ନଗର ଅଗ୍ନିକାଣ୍ଡରେ ୨୧ ମୃତକଙ୍କ ମଧ୍ୟରୁ ୧୮ ଜଣ ବିଦେଶୀ
    ଦେଶ-ଦେଶାନ୍ତର

    ଦିଲ୍ଲୀ ମାଲବ୍ୟ ନଗର ଅଗ୍ନିକାଣ୍ଡରେ ୨୧ ମୃତକଙ୍କ ମଧ୍ୟରୁ ୧୮ ଜଣ ବିଦେଶୀ

    13765
    Jun 03, 2026
  • କେରଳମ୍ ଛୁଇଁଲା ମୌସୁମୀ ବାୟୁ, ଓଡ଼ିଶା ସମେତ ୨୪ଟି ରାଜ୍ୟରେ ବର୍ଷା ସତର୍କତା
    ଦେଶ-ଦେଶାନ୍ତର

    କେରଳମ୍ ଛୁଇଁଲା ମୌସୁମୀ ବାୟୁ, ଓଡ଼ିଶା ସମେତ ୨୪ଟି ରାଜ୍ୟରେ ବର୍ଷା ସତର୍କତା

    13853
    Jun 04, 2026
  • ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ

    15623
    Jun 04, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ
    ବିଶେଷ

    ଏହି ମସଲା ଖାଇଲେ ହେବନି ପେଟ ଗରମ

    13327
    Jun 05, 2026
  • ତୃତୀୟ ବିବାହ କରିବେ ଅମିର ଖାନ୍
    ଦେଶ-ଦେଶାନ୍ତର

    ତୃତୀୟ ବିବାହ କରିବେ ଅମିର ଖାନ୍

    13455
    Jun 04, 2026
  • ମାଲବିୟ ନଗର ଅଗ୍ନିକାଣ୍ଡ : ହସ୍ପିଟାଲରେ ବୁଢ଼ା ବାପାକୁ ଛାଡି ଜଳିଗଲେ ପୂରା ପରିବାର
    ଦେଶ-ଦେଶାନ୍ତର

    ମାଲବିୟ ନଗର ଅଗ୍ନିକାଣ୍ଡ : ହସ୍ପିଟାଲରେ ବୁଢ଼ା ବାପାକୁ ଛାଡି ଜଳିଗଲେ ପୂରା ପରିବାର

    14762
    Jun 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେରଳରେ ପ୍ରବେଶ କଲା ମୌସୁମୀ

    14494
    Jun 04, 2026
  • ଦେଶ-ଦେଶାନ୍ତର

    ତୃତୀୟ ବିବାହ କରିବେ ଅମିର ଖାନ୍

    13455
    Jun 04, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀ ମାଲବ୍ୟ ନଗର ଅଗ୍ନିକାଣ୍ଡରେ ୨୧ ମୃତକଙ୍କ ମଧ୍ୟରୁ ୧୮ ଜଣ ବିଦେଶୀ

    13765
    Jun 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16906
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17524
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17573
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17961
    Sep 06, 2023

ବିଶେଷ

  • ଏହି ମସଲା ଖାଇଲେ ହେବନି ପେଟ ଗରମ

    13327
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14783
    Jun 03, 2026
  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14689
    Jun 02, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    15231
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    15300
    May 30, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15449
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15193
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15679
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14017
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମାଲବିୟ ନଗର ଅଗ୍ନିକାଣ୍ଡ : ହସ୍ପିଟାଲରେ ବୁଢ଼ା ବାପାକୁ ଛାଡି ଜଳିଗଲେ ପୂରା ପରିବାର

    14762
    Jun 04, 2026
  • ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ ?

    13656
    Jun 04, 2026
  • କେରଳରେ ପ୍ରବେଶ କଲା ମୌସୁମୀ

    14494
    Jun 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In