୫୩ ଆସନରେ ଆଗୁଆ ବିଜେପି
ଭୁବନେଶ୍ୱର:ଆସୁଛି ନିର୍ବାଚନ ଫଳାଫଳ । ପ୍ରାରମ୍ଭିକ ଟ୍ରେଣ୍ଡରେ ବିଜେପି ଆଗୁଆ, ବିଜେଡି ପଛରେ । ବର୍ତ୍ତମାନ ସୁଦ୍ଧା ୫୩ଟି ଆସନରେ ଆଗୁଆ ରହିଛନ୍ତି ବିଜେପି ପ୍ରାର୍ଥୀ । ଅନ୍ୟପଟେ ବିଜେଡି ପ୍ରାର୍ଥୀ ୩୨ଟି ଆସନରେ ଆଗୁଆ ରହିଛନ୍ତି । ସେହିପରି ୬ ଆସନରେ କଂଗ୍ରେସ ପ୍ରାର୍ଥୀ ଆଗରେ ରହିଛନ୍ତି ।
Powered by Froala Editor