Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ...

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ...

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ...

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ...

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ ...

  • ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ...

  • ରଶ୍ମିକାଙ୍କୁ ଶାଢ଼ୀ ଉପହାର

  • ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ ...

  • ଦୁବାଇରେ ଫସିଛନ୍ତି ଷ୍ଟାର ପିଭି ସିନ୍ଧୁ

ରାଜ୍ୟ
Home ›› ରାଜ୍ୟ ››ଅପରାଜିତାଙ୍କୁ କେତେ ଭୋଟ ମିଳିଛି ଜାଣନ୍ତୁ....

ଅପରାଜିତାଙ୍କୁ କେତେ ଭୋଟ ମିଳିଛି ଜାଣନ୍ତୁ....

2024-06-04 08:43:27
14492
Share:
Facebook
Twitter
E-Mail
WhatsApp
Telegram
ଅପରାଜିତାଙ୍କୁ କେତେ ଭୋଟ ମିଳିଛି ଜାଣନ୍ତୁ....

ଭୁବନେଶ୍ୱର: ୨୦୨୪ ଲୋକସଭା ନିର୍ବାଚନ ଶେଷ ପରେ ଆଜି ଭୋଟ ଗଣତି ଜାରି ରହିଛି । ତେବେ ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ ବିଜେପି ଆଗକୁ ଆଗକୁ ମାଡ଼ି ଚାଲିଛି । ସିଟ ସଂଖ୍ୟା ତୁଳନାରେ ବିଜେଡି ବହୁ ପଛରେ ଚାଲିଛି । ବର୍ତ୍ତମାନର ଟ୍ରେଣ୍ଡ ଅନୁଯାୟୀ ବିଜେପି ୧୮ଟି ଆସନରେ ଆଗୁଆ ଥିବାବେଳେ ବିଜେଡି ୨ ଓ କଂଗ୍ରେସ ୧ଟି ଆସନରେ ଆଗୁଆ ରହିଛି । ତେବେ ଭୁବନେଶ୍ୱର ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ଆଗୁଆ ଅଛନ୍ତି । 

ବର୍ତ୍ତମାନର ଟ୍ରେଣ୍ଡ ଅନୁଯାୟୀ ବିଜେପି ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀଙ୍କୁ ୧୭୯୦୭୦ ଖଣ୍ଡ ଭୋଟ ମିଳିଥିବାବେଳେ ବିଜେଡି ପ୍ରାର୍ଥୀ ମନ୍ମଥ କୁମାର ରାଉତରାୟଙ୍କୁ ୧୬୮୩୬୬ଖଣ୍ଡ ଭୋଟ ମିଳିଛି । ଅନ୍ୟପକ୍ଷରେ କଂଗ୍ରେସ ପ୍ରାର୍ଥୀ ୟାସିର ନୱାଜଙ୍କୁ ୨୧୭୪୦ଖଣ୍ଡ ଭୋଟ ମିଳିଛି ।  

Powered by Froala Editor

Tags Aparajita sadangi

Related articles Odisha News Lens 4.1

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ
    ଦେଶ-ଦେଶାନ୍ତର

    ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    13981
    Mar 03, 2026
  • ରଶ୍ମିକାଙ୍କୁ ଶାଢ଼ୀ ଉପହାର
    ମନୋରଞ୍ଜନ

    ରଶ୍ମିକାଙ୍କୁ ଶାଢ଼ୀ ଉପହାର

    15394
    Mar 01, 2026
  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି
    ଦେଶ-ଦେଶାନ୍ତର

    ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14522
    Mar 02, 2026
  • ଦୁବାଇରେ ଫସିଛନ୍ତି ଷ୍ଟାର ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ଦୁବାଇରେ ଫସିଛନ୍ତି ଷ୍ଟାର ପିଭି ସିନ୍ଧୁ

    14536
    Mar 01, 2026
  • ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ମୋଦୀ
    ଦେଶ-ଦେଶାନ୍ତର

    ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ମୋଦୀ

    15657
    Mar 02, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ
    ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13583
    Mar 02, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14345
    Mar 03, 2026
  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା
    ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14100
    Mar 02, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି
    ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14377
    Mar 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14100
    Mar 02, 2026
  • ମନୋରଞ୍ଜନ

    ରଶ୍ମିକାଙ୍କୁ ଶାଢ଼ୀ ଉପହାର

    15394
    Mar 01, 2026
  • ମନୋରଞ୍ଜନ

    ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ "ରୈନା" ରିଲିଜ୍

    15121
    Mar 01, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17358
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17426
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17772
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16245
    Apr 03, 2021

ବିଶେଷ

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14377
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13583
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14822
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14600
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14402
    Feb 26, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15123
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14974
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14487
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16104
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରଶ୍ମିକାଙ୍କୁ ଶାଢ଼ୀ ଉପହାର

    15394
    Mar 01, 2026
  • ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ "ରୈନା" ରିଲିଜ୍

    15121
    Mar 01, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14377
    Mar 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In