‘ଭୂମି ପୁନରୁଦ୍ଧାର କର, ପୃଥିବୀକୁ ପୁନର୍ଜୀବିତ କର’

ଭୁବନେଶ୍ୱର: ଆଜି ହେଉଛି ବିଶ୍ୱ ପରିବେଶ ଦିବସ। ପରିବେଶକୁ ସୁରକ୍ଷିତ ରଖିବା ପାଇଁ ଏହି ଦିନ ପାଳନ କରାଯାଉଛି। ପରିବେଶକୁ ପ୍ରଦୂଷଣରୁ କିପରି ରୋକାଯାଇ ପାରିବ ସେନେଇ ସଚେତନତା ସୃଷ୍ଟି କରାଯାଉଛି। ଚଳିତ ବର୍ଷର ଥିମ୍ ‘ଭୂମି ପୁନରୁଦ୍ଧାର କର, ପୃଥିବୀକୁ ପୁନର୍ଜୀବିତ କର’ ରଖାଯାଇଛି।
Powered by Froala Editor