Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ...

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ...

  • ମନ କି ବାତ୍ କାର୍ୟ୍ୟକ୍ରମରେ ...

ବିଶେଷ
Home ›› ବିଶେଷ ››କାର୍‌ରେ ରଖନ୍ତୁ ଛୋଟ ଛୋଟ ଜିନିଷ, ଟଳିଯିବ ବିପଦ

କାର୍‌ରେ ରଖନ୍ତୁ ଛୋଟ ଛୋଟ ଜିନିଷ, ଟଳିଯିବ ବିପଦ

2024-06-05 10:40:50
15547
Share:
Facebook
Twitter
E-Mail
WhatsApp
Telegram
କାର୍‌ରେ ରଖନ୍ତୁ ଛୋଟ ଛୋଟ ଜିନିଷ, ଟଳିଯିବ ବିପଦ

କାର୍‌ କିଣିବା ସମୟରେ ସମସ୍ତେ ଏହାର ରଙ୍ଗ, ନମ୍ବର, ଧାର୍ୟ୍ୟ ଦିନ ତଥା ସମୟ ଉପରେ ଅଧିକାଂଶ ଲୋକ ଗୁରୁତ୍ୱ ଦେଇଥାନ୍ତି। ମାତ୍ର କାର୍‌ କିଣିବା ପରେ ଛୋଟ ଛୋଟ କଥାକୁ ବି ଗୁରୁତ୍ୱ ଦେଇ ନ ଥାନ୍ତି।

ବାସ୍ତୁଶାସ୍ତ୍ର ଅନୁଯାୟୀ, କାର୍‌ରେ କିଛି ଛୋଟ ଛୋଟ କଥା ପ୍ରତି ଧ୍ୟାନ ଦିଅନ୍ତୁ। ଏହାଦ୍ୱାରା ନକରାତ୍ମକ ଉର୍ଜା ସାଙ୍ଗକୁ ମାଡ଼ି ଆସୁଥିବା ସଙ୍କଟ ଟଳି ଯାଇଥାଏ। ଆସନ୍ତୁ ଜାଣିବା ଏପରି କିଛି ଜିନିଷ ବିଷୟରେ ଯାହାକୁ କାର୍‌ରେ ରଖିବା ଦ୍ୱାରା ଆମ ଉପରୁ ବିପଦ ଟଳିଯିବାର ବିଶ୍ୱାସ ରହିଛି।

ଗଣେଶଙ୍କ ମୂର୍ତ୍ତି- ଅଧିକାଂଶ ଲୋକ ନିଜ କାର୍‌ରେ ଭିନ୍ନ ଭିନ୍ନ ଦେବାଦେବୀଙ୍କ ପ୍ରତିମୂର୍ତ୍ତି ରଖିଥାନ୍ତି। କିନ୍ତୁ ଭଗବାନ ଗଣେଶଙ୍କ ପ୍ରତିମୂର୍ତ୍ତିକୁ ପ୍ରାଥମିକତା ଦିଅନ୍ତୁ। କାରଣ ଏହାର ସମ୍ବନ୍ଧ କେତୁ ଗ୍ରହ ସହ ଥିବାର ବିଶ୍ୱାସ ରହିଛି। ତେଣୁ ଭଗବାନ ଗଣେଶ ଦୁର୍ଘଟଣାକୁ ରକ୍ଷା କରନ୍ତି ବୋଲି ବିଶ୍ୱାସ ରହିଛି ଓ ଆସୁଥିବା ସମସ୍ତ ବିଘ୍ନକୁ ବି ଟାଳି ଦିଅନ୍ତି । ଏଥିସହ କାର୍‌ରେ ଝୁଲୁଥିବା ଅବସ୍ଥାରେ ହନୁମାନଙ୍କ ଏକ ପ୍ରତିମୂର୍ତ୍ତି ବି ରଖିବା ଉଚିତ । କାରଣ ହନୁମାନ ସବୁବେଳେ ଭକ୍ତଙ୍କୁ ବିପଦରୁ ରକ୍ଷା କରିଥାନ୍ତି।
କଳା କଇଁଛ- ନିଜ କାର୍‌ରେ ସବୁବେଳେ ଏକ କଳା କଇଁଛ ରଖନ୍ତୁ। ବାସ୍ତୁ ଅନୁଯାୟୀ, ଏହାର କାର୍‌ ଭିତରୁ ନକରାତ୍ମକ ଶକ୍ତିକୁ ଦୂର କରି ସକରାତ୍ମକ ଏନର୍ଜୀ ପ୍ରବେଶ କରାଇଥାଏ।

ଚାଇନିଜ ମୁଦ୍ରା।- କାର୍‌ ଭିତରେ ଗୋଲଡେନ ରଙ୍ଗର ମୁଦ୍ରା ଓହଳାଇବାକୁ ଶୁଭ ବୋଲି ବିବେଚନା କରାଯାଇଥାଏ। କାରଣ ଏହା କାର୍‌ର ଡିଜାଇନ, ରଙ୍ଗ, ଇଣ୍ଟେରିଅର ଓ ସାଇଜ ମଧ୍ୟରେ ଏକ ସନ୍ତୁଳନ ରକ୍ଷା କରିଥାଏ।

ନାଚୁରାଲ ଷ୍ଟୋନ- କାର୍‌ର ଡ୍ୟାସ୍‌ବୋର୍ଡରେ କିଛି ନାଚୁରାଲ ଷ୍ଟୋନ ବା କ୍ରିଷ୍ଟଲ ରଖିବାକୁ ଶୁଭ ବିବେଚନା କରାଯାଇଥାଏ। ବାସ୍ତୁ ଅନୁଯାୟୀ, ଏହା ପୃଥ୍ୱୀ ତତ୍ତ୍ୱ ସହ ଏକ ଗଭୀର ସମ୍ପର୍କ ସ୍ଥାପନ କରିବା ସହ କାର୍‌କୁ ସର୍ବଦା ସୁରକ୍ଷିତ ରଖିଥାଏ।

ପାଣି ବୋତଲ - କାର୍‌ରେ ସବୁବେଳେ ଫୁଲ୍‌ ଥିବା ପାଣି ବୋତଲ ରଖନ୍ତୁ। ବାସ୍ତୁ ଅନୁଯାୟୀ, ଜଳ ତତ୍ତ୍ୱ ସବୁବେଳେ ଆପଣଙ୍କ ବିଚାରଧାରାରେ ସ୍ପଷ୍ଟତା ଆଣିଥାଏ। ଏହା କାର୍‌ରେ ଥିବା ବୈଦ୍ୟୁତିକ ଉପକରଣ ଦ୍ୱାରା କାର୍‌ ଭିତରେ ପ୍ରବେଶ କରୁଥିବା ନକରାତ୍ମକ ଉର୍ଜାରୁ ମୁକ୍ତି ଦେଇଥାଏ।

Powered by Froala Editor

Tags Bastu tips

Related articles Odisha News Lens 4.1

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ  ଶ୍ରେଣୀ ପିଲାଙ୍କୁ ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ ଶ୍ରେଣୀ ପିଲାଙ୍କୁ ...

    14446
    Sep 29, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15634
    Sep 27, 2026
  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    14014
    Sep 28, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....
    ବିଶେଷ

    ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14888
    Sep 29, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର
    ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14815
    Sep 28, 2026
  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା
    ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14797
    Sep 28, 2026
  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?

    15625
    Sep 29, 2026
  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    14113
    Sep 28, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍
    ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14150
    Sep 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14350
    Sep 29, 2026
  • ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14150
    Sep 28, 2026
  • ଦେଶ-ଦେଶାନ୍ତର

    ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?

    15625
    Sep 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17136
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17826
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17793
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18205
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14888
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13952
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15718
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15284
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14658
    Sep 18, 2026

ବାଣିଜ୍ୟ

ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ଏଣିକି ଗ୍ରାହକଙ୍କୁ ଆଉ ୨୮ ଦିନ ନୁହେଁ, ବରଂ ପୂରା ୩୦ ଦିନର ରିଚାର୍ଜ ପ୍ଲାନ୍ ମିଳିବ । ଏହା ସହ ଶସ୍ତା ଭଏସ୍ ପ୍ଲାନ୍ ବି ଉପଲବ୍ଧ ହେବ । ରବିବାର କେନ୍ଦ୍ର ସରକାର ଟେଲିକମ୍ ଗ୍ରାହକ ସୁରକ୍ଷା (ତ୍ରୟୋଦଶ ସଂଶୋଧନ) ନିୟମାବଳୀ ୨୦୨୬ କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଗ୍ରାହକଙ୍କୁ ଏବେ ବର୍ଷକୁ ୧୩ଟି ରିଚାର୍ଜରୁ ମ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14313
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15945
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14434
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15626
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14150
    Sep 28, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ମୋଦୀ

    15634
    Sep 27, 2026
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14350
    Sep 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In