Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ...

  • ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ...

  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ...

  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ...

  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ...

  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ...

  • ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ...

  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ...

ରାଜ୍ୟ
Home ›› ରାଜ୍ୟ ››ରାଜନୀତିରେ ବି ସଫଳ ହେଲେ ଏହି ହିଟ୍ ଯୋଡି

ରାଜନୀତିରେ ବି ସଫଳ ହେଲେ ଏହି ହିଟ୍ ଯୋଡି

2024-06-06 05:50:56
13513
Share:
Facebook
Twitter
E-Mail
WhatsApp
Telegram
ରାଜନୀତିରେ ବି ସଫଳ ହେଲେ ଏହି ହିଟ୍ ଯୋଡି

ଭୁବନେଶ୍ବର: ଏକଦା ପରଦାରେ ଓଲିଉଡର ସଫଳ ଅଭିନେତା ସିଦ୍ଧାନ୍ତ ମହାପାତ୍ର ଏବଂ ଅଭିନେତ୍ରୀ ରଚନା ବାନାର୍ଜୀଙ୍କ  ଯୋଡ଼ି ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଥିଲା। ଅନେକ ହିଟ୍‌ ଚଳଚ୍ଚିତ୍ର ଭେଟି ଦେଇଥିବାବେଳେ ଏବେ ରାଜନୀତିରେ ଉଭୟ ସଫଳ ହୋଇଛନ୍ତି। ଯଦିଓ ପୂର୍ବରୁ ସିଦ୍ଧାନ୍ତ ରାଜନୀତିରେ ପାଦ ଦେଇଥିଲେ ମାତ୍ର ନିକଟରେ ରଚନା ରାଜନୀତିରେ ପ୍ରବେଶ କରିଥିଲେ।  ପରଦାରେ ଉଭୟ ସଫଳ ହୋଇଥିବାବେଳେ ରାଜନୀତିରେ ମଧ୍ୟ ସଫଳ ହୋଇଛନ୍ତି।  ୨୦୨୪ ନିର୍ବାଚନରେ ବିଜେତା ମୁକୁଟ ପିନ୍ଧିଛନ୍ତି ଓଲିଉଡର ବିଗତ ଦିନର ହିଟ୍‌ ଯୋଡ଼ି ସିଦ୍ଧାନ୍ତ-ରଚନା। ସିଦ୍ଧାନ୍ତ ବିଜେପି ପକ୍ଷରୁ ଦିଗପହଣ୍ଡି ଆସନରେ ଲଢ଼ି ବିଜୟ ଲାଭ କରିଛନ୍ତି। ସେହିପରି ରଚନା ତୃଣମୂଳ କଂଗ୍ରେସ ପକ୍ଷରୁ ପଶ୍ଚିମବଙ୍ଗ ହୁଗୁଳି ଲୋକସଭାରେ ନିର୍ବାଚନ ଲଢ଼ି ସାଂସଦ ହୋଇଛନ୍ତି।  ଅଭିନୟରେ ସଫଳତା ପାଇବା ପରେ ଦୁହେଁ ରାଜନୀତିକୁ ଓହ୍ଲାଇଥିଲେ। ୨୦୦୯ରେ ସିଦ୍ଧାନ୍ତ ବିଜେଡିରେ ଯୋଗ ଦେଇଥିଲେ। ପରେ ସେ ବ୍ରହ୍ମପୁର ଲୋକସଭା ଆସନରୁ ଜିତି ବିଜେଡି ସାଂସଦ ହୋଇଥିଲେ। ଦୁଇ ଦୁଇ ଥର ସାଂସଦ ହେବା ପରେ ଗତ ନିର୍ବାଚନରେ ତାଙ୍କୁ ଟିକଟ ମିଳି ନ ଥିଲା। ତେଣୁ ଚଳିତ ବର୍ଷ  ବିଜେପିରେ ଯୋଗଦେଇ ବିଧାୟକଭାବେ ନିର୍ବାଚିତ ହୋଇଛନ୍ତି। ସେହିଭଳି ରଚନାଙ୍କୁ ହୁଗୁଳି ଆସନରୁ ସାଂସଦ ଭାବେ ଟିଏମ୍‌ସି ପ୍ରାର୍ଥୀ କରିଥିଲା। ଉଭୟଙ୍କ ବିଜୟ ପରେ ଏବେ ଶୁଭେଚ୍ଛୁୂ ଖୁସିପ୍ରକାଶ କରିଛନ୍ତି।

Powered by Froala Editor

Tags Sidharth and rachana

Related articles Odisha News Lens 4.1

  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା
    ଦେଶ-ଦେଶାନ୍ତର

    ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା

    14003
    Mar 30, 2026
  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....
    ଦେଶ-ଦେଶାନ୍ତର

    ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....

    13988
    Mar 31, 2026
  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ

    14664
    Mar 30, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ
    ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    14998
    Mar 30, 2026
  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ,  କଡ଼ା ଭାଷାରେ ନିନ୍ଦା ...
    ଦେଶ-ଦେଶାନ୍ତର

    ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ, କଡ଼ା ଭାଷାରେ ନିନ୍ଦା ...

    14437
    Mar 30, 2026
  • ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ
    ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ

    15480
    Mar 30, 2026
  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ
    ଦେଶ-ଦେଶାନ୍ତର

    ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

    13818
    Mar 31, 2026
  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌
    ଦେଶ-ଦେଶାନ୍ତର

    ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌

    13457
    Mar 30, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ
    ବିଶେଷ

    ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15307
    Mar 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ

    14664
    Mar 30, 2026
  • ଦେଶ-ଦେଶାନ୍ତର

    ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌

    13457
    Mar 30, 2026
  • ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    14998
    Mar 30, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17389
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17454
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17803
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16273
    Apr 03, 2021

ବିଶେଷ

  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15307
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    14998
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16099
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15367
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15478
    Mar 25, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15031
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15537
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13832
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14272
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି

    15344
    Mar 31, 2026
  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

    13818
    Mar 31, 2026
  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ, କଡ଼ା ଭାଷାରେ ନିନ୍ଦା କଲେ ସାଂସଦ ସସ୍ମିତ ପାତ୍ର

    14437
    Mar 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In