Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, June 13, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ...

  • ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ...

  • ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ...

  • କେଶ ଝଡ଼ିବା କମାଇବ ଯୋଗ

  • କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ...

  • ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ ...

  • ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ

  • ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ...

  • ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ ...

  • ଭାଇର ମୃତ୍ୟୁ ପରେ କଣ୍ଟେଣ୍ଟ ସେୟାର କଲେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସୀତାଗଞ୍ଜରେ ମର୍ମନ୍ତୁଦ ଦୁର୍ଘଟଣା: ଖାଇରେ ଗାଡ଼ି ଖସିପଡିବାରୁ ୭ ମୃତ

ସୀତାଗଞ୍ଜରେ ମର୍ମନ୍ତୁଦ ଦୁର୍ଘଟଣା: ଖାଇରେ ଗାଡ଼ି ଖସିପଡିବାରୁ ୭ ମୃତ

2024-06-06 20:06:20
14070
Share:
Facebook
Twitter
E-Mail
WhatsApp
Telegram
ସୀତାଗଞ୍ଜରେ ମର୍ମନ୍ତୁଦ ଦୁର୍ଘଟଣା: ଖାଇରେ ଗାଡ଼ି ଖସିପଡିବାରୁ ୭ ମୃତ

ଉତ୍ତରାଖଣ୍ଡର ସୀତାଗଞ୍ଜରେ ଏକ ମ୍ୟାକ୍ସ ଗାଡି ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟ ଘଟିଛି । ଗାଡିଟି ଖାଇରେ ଖସି ପଡିବାରୁ ଘଟଣାସ୍ଥଳରେ ହିଁ ୭ ଜଣଙ୍କ ମୃତ୍ୟୁ ହୋଇଥିଲା । ଆଉ ୭ ଜଣ ଆହତ ହୋଇଥିବା ସୂଚନା ମିଳିଛି ।

ସୂଚନା ଅନୁସାରେ ଭଦକୋଟ ବାସିନ୍ଦା ମହେଶ ଚନ୍ଦ୍ର ପରଗାଇ (୪୦),ସିଡ୍‌କୁଲରେ ଚାକିରୀ କରନ୍ତି। ପରିବାରର ୬ଜଣଙ୍କ ସହ ସେଠାରେ ରହୁନ୍ତି। ପିଲାମାନଙ୍କର ସ୍କୁଲ ଛୁଟିଥିବାରୁ ପିଲାଙ୍କୁ ନେଇ ନିଜ ଗ୍ରାମ ଭଦକୋଟକୁ ଯିବାକୁ ତାଙ୍କ ସ୍ତ୍ରୀ ପାର୍ବତୀ କହିଥିଲେ। ବୁଧବାର ଦିନ ଏହି ଦମ୍ପତି ଚାରି ସନ୍ତାନଙ୍କ ସହ ସୀତାରଗଞ୍ଜରୁ ବସ ଯୋଗେ ହାଲଡୱାନି ଆସିଥିଲେ। ସେଠାରୁ, ଏକ ମ୍ୟାକ୍ସ ଗାଡିରେ ଭଦକୋଟ ଅଭିମୁଖେ ଯାଉଥିଲେ । କିନ୍ତୁ ଏହି ଗାଡ଼ିଟି ଖନ୍‌ସ୍ୟୁ ନାମକ ସ୍ଥାନରେ ଭାରସାମ୍ୟ ହରାଇ ଏକ ଖାଇକୁ ଖସିପଡ଼ିଥିଲା।

ଫଳରେ ମହେଶ ଚନ୍ଦ୍ର ପରଗାଇ (୪୦), ପାର୍ବତୀ ପରଗାଇ (୩୪) ଏବଂ ଝିଅ କବିତା ପରଗାଇ (୧୦)ଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ସେହିପରି ଗାଡ଼ିରେ ଥିବା ଭୁବନ ଚନ୍ଦ୍ର ଭଟ୍ଟ(୩୦), ଉମେଶ ପରଗାଇ, ମମତା ଭଟ୍ଟ ଏବଂ ମହେଶ ଚନ୍ଦ୍ର ରେଖାଡ଼ିଙ୍କ ମୃତ୍ୟୁ ହୋଇଛି। ଅନ୍ୟପକ୍ଷରେ ମହେଶ ଚନ୍ଦ୍ର ପରଗାଇଙ୍କ ତିନି ପୁଅ ପଙ୍କଜ ପରଗାଇ (୧୨), ମନୋଜ ପରଗାଇ (୧୦) ଏବଂ ଲୋକେଶ ପରଗାଇଙ୍କ ସମେତ ୭ ଜଣ ଆହତ ହୋଇଛନ୍ତି। ତେବେ ଖରାଛୁଟି କଟାଇବାକୁ ବାହାରିଥିବା ପରିବାରର ୩ ଜଣଙ୍କ ଶୋଚନୀୟ ମୃତ୍ୟୁ ଯୋଗୁଁ ସମସ୍ତେ ଭାଙ୍ଗି ପଡିଛନ୍ତି ।



Powered by Froala Editor

Tags accident

Related articles Odisha News Lens 4.1

  • ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ
    ଦେଶ-ଦେଶାନ୍ତର

    ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ

    15314
    Jun 13, 2025
  • କେଶ ଝଡ଼ିବା କମାଇବ ଯୋଗ
    ବିଶେଷ

    କେଶ ଝଡ଼ିବା କମାଇବ ଯୋଗ

    13901
    Jun 13, 2025
  •  କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…
    ବିଶେଷ

    କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    13948
    Jun 13, 2025
  • ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ
    ଦେଶ-ଦେଶାନ୍ତର

    ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ

    13739
    Jun 12, 2025
  • ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ
    ଦେଶ-ଦେଶାନ୍ତର

    ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ

    13809
    Jun 12, 2025
  • ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ
    ଦେଶ-ଦେଶାନ୍ତର

    ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ

    13385
    Jun 13, 2025
  • ଭାଇର ମୃତ୍ୟୁ ପରେ କଣ୍ଟେଣ୍ଟ ସେୟାର କଲେ ସୃଷ୍ଟି, ୟୁଜର୍ସ ଦେଲେ ଏମିତି ମନ୍ତବ୍ୟ...
    ଅପରାଧ

    ଭାଇର ମୃତ୍ୟୁ ପରେ କଣ୍ଟେଣ୍ଟ ସେୟାର କଲେ ସୃଷ୍ଟି, ୟୁଜର୍ସ ଦେଲେ ଏମିତି ମନ୍ତବ୍ୟ...

    14439
    Jun 12, 2025
  • ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା
    ଦେଶ-ଦେଶାନ୍ତର

    ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା

    14162
    Jun 13, 2025
  • ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ

    14895
    Jun 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ

    13739
    Jun 12, 2025
  • ବିଶେଷ

    କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    13948
    Jun 13, 2025
  • ବିଶେଷ

    କେଶ ଝଡ଼ିବା କମାଇବ ଯୋଗ

    13901
    Jun 13, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16658
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16958
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15486
    Apr 03, 2021

ବିଶେଷ

  • କେଶ ଝଡ଼ିବା କମାଇବ ଯୋଗ

    13901
    Jun 13, 2025
  • କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    13948
    Jun 13, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    15137
    Jun 11, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    14666
    Jun 11, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    14157
    Jun 10, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15700
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16326
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14029
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14826
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ

    13385
    Jun 13, 2025
  • କେଶ ଝଡ଼ିବା କମାଇବ ଯୋଗ

    13901
    Jun 13, 2025
  • ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍

    14298
    Jun 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In