Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, June 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ମସଲା ଖାଇଲେ ହେବନି ପେଟ ଗରମ

  • ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ...

  • କେରଳରେ ପ୍ରବେଶ କଲା ମୌସୁମୀ

  • ତୃତୀୟ ବିବାହ କରିବେ ଅମିର ଖାନ୍

  • ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ...

  • ମାଲବିୟ ନଗର ଅଗ୍ନିକାଣ୍ଡ : ହସ୍ପିଟାଲରେ ...

  • ମାନବିକତା ଭୁଲିଗଲେ ଡାକ୍ତର, ଅପରେସନ ବାକି ...

  • କେରଳମ୍ ଛୁଇଁଲା ମୌସୁମୀ ବାୟୁ, ଓଡ଼ିଶା ...

  • କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ...

  • ଦିଲ୍ଲୀ ମାଲବ୍ୟ ନଗର ଅଗ୍ନିକାଣ୍ଡରେ ୨୧ ...

ବିଶେଷ
Home ›› ବିଶେଷ ››କ୍ଷୀରରେ ତୁଳସୀପତ୍ର ମିଶାଇ ପିଅନ୍ତୁ, ଚମତ୍କାର ଦେଖନ୍ତୁ...

କ୍ଷୀରରେ ତୁଳସୀପତ୍ର ମିଶାଇ ପିଅନ୍ତୁ, ଚମତ୍କାର ଦେଖନ୍ତୁ...

2024-06-07 03:43:03
16433
Share:
Facebook
Twitter
E-Mail
WhatsApp
Telegram
କ୍ଷୀରରେ ତୁଳସୀପତ୍ର ମିଶାଇ ପିଅନ୍ତୁ, ଚମତ୍କାର ଦେଖନ୍ତୁ...

କ୍ଷୀର ଶରୀର ପାଇଁ ବହୁ ଲାଭଦାୟକ। କ୍ଷୀରରେ ଅନେକ ଭିଟାମିନ ଥାଏ। କ୍ଷୀର ସହ ଯଦି ଆଉ କୌଣସି ପୁଷ୍ଟିକର ଖାଦ୍ୟ ମିଶାଇ ପିଅନ୍ତି ତେବେ ଏହା ଶରୀର ପାଇଁ ଆହୁରି ଲାଭ ହୋଇଥାଏ। ଆମେ କହୁଛୁ ପ୍ରାକୃତିକ ଔଷଧିୟ ଗୁଣରେ ପରିପୂର୍ଣ୍ଣ ତୁଳସୀ ପତ୍ର ବିଷୟରେ। ଆସନ୍ତୁ ଜାଣିବା କ୍ଷୀରରେ ମହୁ ମିଶାଇ ପିଇଲେ କେଉଁ ରୋଗରୁ ମୁକ୍ତି ମିଳିଥାଏ।

ଭାଇରାଲ ଫ୍ଲୁ: ପାଣିପାଗ ବଦଳୁଥିବାରୁ ଅନେକ ଭାଇରାଲ ଫ୍ଲୁ  ଆକ୍ରାନ୍ତ କରିନ୍ତି। ତେଣୁ ଏହି ସବୁ ରୋଗରୁ ମୁକ୍ତି ପାଇବାକୁ ହେଲେ କ୍ଷୀରରେ ତୁଳସୀ ମିଶାନ୍ତୁ ଓ ସେଥିରେ ଲବଙ୍ଗ ଓ ଗୋଲ ମରିଚ ମିଶାଇ ଗରମ କରି ଦିଅନ୍ତୁ। ଥଣ୍ଡା ହେବା ପରେ ତାକୁ ପିଅନ୍ତୁ। ସକାଳେ ଖାଲି ପେଟରେ ଏହାକୁ ପିଇଲେ ଭାଇରାଲ ଫ୍ଲୁ ହୋଇ ନଥାଏ। ଏହା ରୋଗ ପ୍ରତିରୋଧର ଶକ୍ତିକୁ ବୃଦ୍ଧି କରିଥାଏ।
ମାଇଗ୍ରେନରୁ ମୁକ୍ତି: ମାଇଗ୍ରେନ ପରି ସମସ୍ୟା ଦେଖାଗଲେ ଅଧିକାଂଶ ସମୟରେ ମୁଣ୍ଡ ବିନ୍ଧା ହୋଇଥାଏ। ତେଣୁ ଏହି ସମସ୍ୟାରୁ ମୁକ୍ତି ପାଇବା ପାଇଁ ସଖାଳେ ଓ ସନ୍ଧ୍ୟାରେ କ୍ଷୀରରେ  ତୁଳସୀ ପତ୍ର ମିଶାଇ ପିଅନ୍ତୁ ଏହି ସମସ୍ୟାରୁ ମୁକ୍ତି ମିଳିବ।

ହାର୍ଟକୁ ସୁସ୍ଥ ରଖିଥାଏ: ତୁଳସୀ ସହ କ୍ଷୀର ମିଶାଇ ପିଇବା ହୃଦ ରୋଗୀଙ୍କ ପାଇଁ ଖୁବ୍ ଲାଭ ଦାୟକ ହୋଇଥାଏ।

ଷ୍ଟୋନ: ପେଟରେ ଷ୍ଟୋନ ହୋଇଥିଲେ, ସେଥିରୁ ମୁକ୍ତି ପାଇବା ପାଇଁ କିଛିଦିନ କ୍ଷୀର ସହ ତୁଳସୀ ପତ୍ର ମିଶାଇ ପିଅନ୍ତୁ। ଏମିତି କରିବା ଦ୍ଵାରା ଷ୍ଟୋନ ଖସିଯାଇଥାଏ। ବିନା ଅପରେସନରେ ମଧ୍ୟ ଉପଶମ ମିଳି ପାରିବ।

କ୍ୟାନସର ସହ ଲଢିବାରେ ସାହାଯ୍ୟ କରିଥାଏ: କ୍ଷୀରରେ ‘ଭିଟାମିନ ସି’ ଛଡ଼ା ଅନେକ ପୁଷ୍ଟିକର ଖଣିଜ ତତ୍ତ୍ୱ ମିଳିଥାଏ। ତୁଳସୀ ପତ୍ରରେ ଆଣ୍ଟି ବାୟଟିକ ଗୁଣଥାଏ। ଯାହାକି କ୍ୟାନସର ସହ ଲଢିବାର ସକ୍ଷମ ରଖିଥାଏ।  ପ୍ରିତିଦିନ କ୍ଷୀରରେ ତୁଳସୀ ପତ୍ର ମିଶାଇ ପିଇଲେ କ୍ୟାନ୍‌ସର ଭଳି ରୋଗ ହେବାର ଆଶଙ୍କା କମିଯାଇଥାଏ।

Powered by Froala Editor

Tags Milk and tulsi leaf

Related articles Odisha News Lens 4.1

  • ତୃତୀୟ ବିବାହ କରିବେ ଅମିର ଖାନ୍
    ଦେଶ-ଦେଶାନ୍ତର

    ତୃତୀୟ ବିବାହ କରିବେ ଅମିର ଖାନ୍

    13456
    Jun 04, 2026
  • ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ ?

    13657
    Jun 04, 2026
  • ଦିଲ୍ଲୀ ମାଲବ୍ୟ ନଗର ଅଗ୍ନିକାଣ୍ଡରେ ୨୧ ମୃତକଙ୍କ ମଧ୍ୟରୁ ୧୮ ଜଣ ବିଦେଶୀ
    ଦେଶ-ଦେଶାନ୍ତର

    ଦିଲ୍ଲୀ ମାଲବ୍ୟ ନଗର ଅଗ୍ନିକାଣ୍ଡରେ ୨୧ ମୃତକଙ୍କ ମଧ୍ୟରୁ ୧୮ ଜଣ ବିଦେଶୀ

    13766
    Jun 03, 2026
  • କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଡିକେ ଶିବକୁମାର
    ଦେଶ-ଦେଶାନ୍ତର

    କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଡିକେ ଶିବକୁମାର

    15730
    Jun 03, 2026
  • କେରଳରେ ପ୍ରବେଶ କଲା ମୌସୁମୀ
    ଦେଶ-ଦେଶାନ୍ତର

    କେରଳରେ ପ୍ରବେଶ କଲା ମୌସୁମୀ

    14495
    Jun 04, 2026
  • ମାଲବିୟ ନଗର ଅଗ୍ନିକାଣ୍ଡ : ହସ୍ପିଟାଲରେ ବୁଢ଼ା ବାପାକୁ ଛାଡି ଜଳିଗଲେ ପୂରା ପରିବାର
    ଦେଶ-ଦେଶାନ୍ତର

    ମାଲବିୟ ନଗର ଅଗ୍ନିକାଣ୍ଡ : ହସ୍ପିଟାଲରେ ବୁଢ଼ା ବାପାକୁ ଛାଡି ଜଳିଗଲେ ପୂରା ପରିବାର

    14763
    Jun 04, 2026
  • ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ

    15624
    Jun 04, 2026
  • ମାନବିକତା ଭୁଲିଗଲେ ଡାକ୍ତର, ଅପରେସନ ବାକି ଟଙ୍କା ନମିଳିବାରୁ ଝିଅର ଗୋଡ଼ ଭାଙ୍ଗିଦେଲେ
    ଦେଶ-ଦେଶାନ୍ତର

    ମାନବିକତା ଭୁଲିଗଲେ ଡାକ୍ତର, ଅପରେସନ ବାକି ଟଙ୍କା ନମିଳିବାରୁ ଝିଅର ଗୋଡ଼ ଭାଙ୍ଗିଦେଲେ

    14536
    Jun 04, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ
    ବିଶେଷ

    ଏହି ମସଲା ଖାଇଲେ ହେବନି ପେଟ ଗରମ

    13328
    Jun 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମାନବିକତା ଭୁଲିଗଲେ ଡାକ୍ତର, ଅପରେସନ ବାକି ଟଙ୍କା ନମିଳିବାରୁ ଝିଅର ଗୋଡ଼ ଭାଙ୍ଗିଦେଲେ

    14536
    Jun 04, 2026
  • ଦେଶ-ଦେଶାନ୍ତର

    ତୃତୀୟ ବିବାହ କରିବେ ଅମିର ଖାନ୍

    13456
    Jun 04, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀ ମାଲବ୍ୟ ନଗର ଅଗ୍ନିକାଣ୍ଡରେ ୨୧ ମୃତକଙ୍କ ମଧ୍ୟରୁ ୧୮ ଜଣ ବିଦେଶୀ

    13766
    Jun 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16906
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17524
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17573
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17961
    Sep 06, 2023

ବିଶେଷ

  • ଏହି ମସଲା ଖାଇଲେ ହେବନି ପେଟ ଗରମ

    13328
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14784
    Jun 03, 2026
  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14689
    Jun 02, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    15231
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    15300
    May 30, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15449
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15193
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15679
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14017
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ

    15624
    Jun 04, 2026
  • କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଡିକେ ଶିବକୁମାର

    15730
    Jun 03, 2026
  • ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ ?

    13657
    Jun 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In