Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

  • ୭ ହଜାର କଲେଜ୍ ଛାତ୍ରଛାତ୍ରୀ HIV ପଜିଟିଭ୍

  • ସରକାରୀ ସ୍କୁଲରେ ପୁଅର ନାଁ ଲେଖାଇଲେ ...

  • ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ ...

  • ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୭୮କୁ ବୃଦ୍ଧି

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ...

  • ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ...

  • ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ

  • ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଓଡ଼ିଶାର ଫଳାଫଳ ବିକଶିତ ଭାରତର ସ୍ୱପ୍ନକୁ ନୂଆ ଗତି ଦେବ: ମୋଦୀ

ଓଡ଼ିଶାର ଫଳାଫଳ ବିକଶିତ ଭାରତର ସ୍ୱପ୍ନକୁ ନୂଆ ଗତି ଦେବ: ମୋଦୀ

2024-06-07 11:01:53
15830
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶାର ଫଳାଫଳ ବିକଶିତ ଭାରତର ସ୍ୱପ୍ନକୁ ନୂଆ ଗତି ଦେବ: ମୋଦୀ

ନୂଆଦିଲ୍ଲୀ: ଆଜି ଅନୁଷ୍ଠିତ ଏନଡିର ସଂସଦୀୟ ବୈଠକରେ ନରେନ୍ଦ୍ର ମୋଦୀ ସଂସଦୀୟ ଦଳର ନେତାଭାବେ ନିର୍ବାଚିତ ହୋଇଛନ୍ତି । ରାଜନାଥ ସିଂହ ପ୍ରଥମେ ମୋଦୀଙ୍କ ନାମ ପ୍ରସ୍ତାବ କରିଥିବାବେଳେ ଅମିତ ଶାହ ଓ ନୀତିନ ଗଡ଼କରୀ ଉକ୍ତ ପ୍ରସ୍ତାବକୁ ସମର୍ଥନ କରିଥିଲେ ।
ଏନଡିଏ ନେତା ନିର୍ବାଚିତ ହେବା ପରେ ନରେନ୍ଦ୍ର ମୋଦୀ ନିଜ ବକ୍ତବ୍ୟ ରଖିବା ବେଳେ ଓଡ଼ିଶା ସମ୍ପର୍କରେ ବଡ଼ ମନ୍ତବ୍ୟ ଦେଇଛନ୍ତି ।
ସେ କହିଛନ୍ତି ଯେ ମହାପ୍ରଭୁ ଜଗନ୍ନାଥ ହେଉଛନ୍ତି ଗରିବଙ୍କ ଦେବତା । ଓଡ଼ିଶାର ଫଳାଫଳ ବିକଶିତ ଭାରତର ସ୍ୱପ୍ନକୁ ନୂଆ ଗତି ଦେବ । ଆଗାମୀ ୨୫ ବର୍ଷ ପର୍ଯ୍ୟନ୍ତ ଦେଶର ବିକାଶ ଇଞ୍ଜିନରେ ଓଡ଼ିଶା ପ୍ରମୁଖ ସ୍ଥାନ ନେବ । ଓଡ଼ିଶା ଦେଶର ବିକଶିତ ଇଞ୍ଜିନ ହେବ ବୋଲି ମୋଦୀ କହିଛନ୍ତି ।

ଏହାଛଡ଼ା ସେ କହିଛନ୍ତି ଯେ ସର୍ବସମ୍ମତି କ୍ରମେ ମୋତେ ବାଛି ନୂଆ ଦାୟିତ୍ୱ ଦେଇଛନ୍ତି । ଏଥିପାଇଁ ମୁଁ ଆପଣଙ୍କ ପାଖରେ କୃତଜ୍ଞ । ଏନଡିଏ ଆଜି ୨୨ ରାଜ୍ୟରେ ସରକାର କରିବାର ମୌକା ପାଇଛି । ଆମ ମହାମେଣ୍ଡ ଭାରତର ଆତ୍ମାର ପ୍ରତିବିମ୍ବ । ଆଦିବାସୀ ବହୁଳ ୧୦ ରାଜ୍ୟ ମଧ୍ୟରୁ ୭ଟି ରାଜ୍ୟରେ ଏନଡିଏ ସରକାର । ଏନଡିଏ ଭଳି ଅନ୍ୟ କୌଣସି ପ୍ରି-ପୋଲ ଆଲାଏନ୍ସ ସଫଳ ହୋଇନାହିଁ । ଏନଡିଏ ହେଉଛି ସବୁଠୁ ସଫଳ ଆଲାଏନ୍ସ । 

୩୦ ବର୍ଷ ହେଲାଣି ଏକ ଅର୍ଗାନିକ ଆଲାଏନ୍ସ ପାଲଟିଛି ଏନଡିଏ ।
ଏନଡିଏ କଥା କହିଲା କ୍ଷଣି ଛାଁକୁ ଛାଁ ଗୁଡଗଭର୍ଣ୍ଣାନ୍ସ କଥା ମନକୁ ଆସିଯାଇଥାଏ । ଗରିବ କଲ୍ୟାଣ ଏନଡିଏ ଶାସନର କେନ୍ଦ୍ରସ୍ଥଳ ପାଲଟିଛି । ଆଗାମୀ ୧୦ ବର୍ଷରେ  ଗୁଡଗଭର୍ଣ୍ଣାନ୍ସ, ବିକାଶର ନୂଆ ଅଧ୍ୟାୟ ଖୋଲାଯିବ । ସମସ୍ତେ ମିଶି ବିକଶିତ ଭାରତ ସ୍ୱପ୍ନକୁ ସାକାର କରିକି ହିଁ ରହିବା । ସଂସଦରେ ଯେକୌଣସି ଦଳର ସାଂସଦ ମୋ ପାଇଁ ସମାନ । ମୋ ପାଖରେ ନିଜ ପର ଭେଦଭାବ ନାହିଁ । ସମସ୍ତେ ସମାନ ।

Powered by Froala Editor

Tags Modi

Related articles Odisha News Lens 4.1

  • ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ

    14597
    Jul 29, 2026
  • ୭ ହଜାର କଲେଜ୍ ଛାତ୍ରଛାତ୍ରୀ HIV ପଜିଟିଭ୍
    ଦେଶ-ଦେଶାନ୍ତର

    ୭ ହଜାର କଲେଜ୍ ଛାତ୍ରଛାତ୍ରୀ HIV ପଜିଟିଭ୍

    14230
    Jul 30, 2026
  • ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍
    ଦେଶ-ଦେଶାନ୍ତର

    ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍

    14006
    Jul 29, 2026
  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ
    ଦେଶ-ଦେଶାନ୍ତର

    ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

    14986
    Jul 30, 2026
  • ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍
    ଦେଶ-ଦେଶାନ୍ତର

    ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍

    15340
    Jul 29, 2026
  • ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୭୮କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୭୮କୁ ବୃଦ୍ଧି

    15050
    Jul 30, 2026
  • ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ କୋଟିରୁ ଅଧିକ ନଗଦ ଜବତ
    ଅପରାଧ

    ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ କୋଟିରୁ ଅଧିକ ନଗଦ ଜବତ

    13603
    Jul 30, 2026
  • ସରକାରୀ ସ୍କୁଲରେ ପୁଅର ନାଁ ଲେଖାଇଲେ ଜିଲ୍ଲାପାଳ
    ଦେଶ-ଦେଶାନ୍ତର

    ସରକାରୀ ସ୍କୁଲରେ ପୁଅର ନାଁ ଲେଖାଇଲେ ଜିଲ୍ଲାପାଳ

    14294
    Jul 30, 2026
  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର
    ଦେଶ-ଦେଶାନ୍ତର

    ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

    13696
    Jul 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୭୮କୁ ବୃଦ୍ଧି

    15050
    Jul 30, 2026
  • ଦେଶ-ଦେଶାନ୍ତର

    ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍

    14006
    Jul 29, 2026
  • ଦେଶ-ଦେଶାନ୍ତର

    ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍

    15340
    Jul 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17006
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17610
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17663
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18062
    Sep 06, 2023

ବିଶେଷ

  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14077
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15732
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15794
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15446
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16105
    Jul 21, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

ଭୁବନେଶ୍ୱର, ୨୮/୦୭/୨୦୨୬ : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ଏହାର ସହାୟତା ପଦକ୍ଷେପକୁ ବ୍ୟାପକ କରିଛି, ଯାହା ସମାବେଶୀ ...

  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    14820
    Jul 28, 2026
  • ଫିକା ପଡିବ ସୁନାର ଚମକ

    14125
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15759
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15939
    Jul 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍

    15340
    Jul 29, 2026
  • ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ କୋଟିରୁ ଅଧିକ ନଗଦ ଜବତ

    13603
    Jul 30, 2026
  • ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍

    14006
    Jul 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In