Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 02, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆମୱେର ନୁ୍ୟଟ୍ରିଲାଇଟ ଏନ୍‌ଏଫଏସୟୁ ...

  • ପ୍ରଥମ ଭାରତୀୟ ଏନ୍‌ଜିଓ ଭାବେ ‘ଏଜୁକେଟ୍‌ ...

  • ଶିକ୍ଷକମାନେ TET ପାସ୍‌ କରିବାକୁ ପଡ଼ିବ

  • ସାଂଘାଇରେ ଆତଙ୍କବାଦ ବିରୁଦ୍ଧରେ ବର୍ଷିଲେ ...

  • ଆଫଗାନିସ୍ତାନରେ ପ୍ରଚଣ୍ଡ ଭୂକମ୍ପ : ୮୦୦ ...

  • ଏକଘରିକିଆ ହେଲା ପାକିସ୍ତାନ, ଶେହବାଜ ...

  • ଏଲପିଜି ସିଲିଣ୍ଡର ଠାରୁ ଆରମ୍ଭ କରି ...

  • ଦ୍ୱିପାକ୍ଷିକ ଆଲୋଚନା ପରେ ଏହା କହିଲେ ...

  • ସରିଲା ନିର୍ବନ୍ଧ, ଖୁବ୍‌ଶୀଘ୍ର ବିବାହ ...

  • ଅଭିନେତ୍ରୀଙ୍କ ଅଣ୍ଟାରେ ହାତ ମାରିଲେ ...

ରାଜ୍ୟ
Home ›› ରାଜ୍ୟ ››୩ଦିନ ପାଇଁ ଅନ୍ତରୀଣ ଜାମିନ ପାଇଲେ ପ୍ରଶାନ୍ତ ଜଗଦ୍ଦେବ

୩ଦିନ ପାଇଁ ଅନ୍ତରୀଣ ଜାମିନ ପାଇଲେ ପ୍ରଶାନ୍ତ ଜଗଦ୍ଦେବ

2024-06-07 11:06:52
14590
Share:
Facebook
Twitter
E-Mail
WhatsApp
Telegram
୩ଦିନ ପାଇଁ ଅନ୍ତରୀଣ ଜାମିନ ପାଇଲେ ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ୱର: ଶେଷର ମିଳିଲା ଜାମିନ । ୩ଦିନ ପାଇଁ ଅନ୍ତରୀଣ ଜାମିନ ପାଇଛନ୍ତି ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ବୁଥରେ ଇଭିଏମ ଭଙ୍ଗରୁଜା ଅଭିଯୋଗରେ ପୁଲିସ ପ୍ରଶାନ୍ତଙ୍କୁ ଗିରଫ କରିଥିଲା । ଏପରିକି ତାଙ୍କୁ ଜେଲ ଯିବାକୁ ପଡ଼ିଥିଲା । ତେବେ ସେଠାରେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ କଟକ ଏସସିବିରେ ଭର୍ତ୍ତି କରାଯାଇଥିଲା ।  ତେବେ ଏବେ ତାଙ୍କୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି । ୯, ୧୦ ଓ ୧୧ ତାରିଖ ତିନି ଦିନ ପାଇଁ ତାଙ୍କୁ କୋର୍ଟ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି । 

ବୋଲଗଡ କାଉଁରିପାଟଣା ବୁଥରେ ଇଭିଏମ ଭଙ୍ଗା ଘଟଣାରେ ଜେଲରେ ଅଛନ୍ତି ପ୍ରଶାନ୍ତ ଜଗଦ୍ଦେବ । ୨୦୨୪ ନିର୍ବାଚନରେ ଖୋର୍ଦ୍ଧାରୁ ବିଜେପି ଟିକେଟରେ ନିର୍ବାଚନ ଲଢି ବିଜୟୀ ହୋଇଛନ୍ତି ପ୍ରଶାନ୍ତ ଜଗଦ୍ଦେବ । ସେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର କୁମାର ସାହୁଙ୍କୁ ୮,୫୯୮ ଭୋଟରେ ପରାଜିତ କରିଥିଲେ ।

Powered by Froala Editor

Tags PRASANTA JAGDEV GOT BAIL

Related articles Odisha News Lens 4.1

  • ଅଭିନେତ୍ରୀଙ୍କ ଅଣ୍ଟାରେ ହାତ ମାରିଲେ ଅଭିନେତା, ୟୁଜର୍ସ ଦେଲେ ଏମିତି ପ୍ରତିକ୍ରିୟା
    ମନୋରଞ୍ଜନ

    ଅଭିନେତ୍ରୀଙ୍କ ଅଣ୍ଟାରେ ହାତ ମାରିଲେ ଅଭିନେତା, ୟୁଜର୍ସ ଦେଲେ ଏମିତି ପ୍ରତିକ୍ରିୟା

    15498
    Aug 31, 2025
  • ସାଂଘାଇରେ ଆତଙ୍କବାଦ ବିରୁଦ୍ଧରେ ବର୍ଷିଲେ ମୋଦୀ
    ଦେଶ-ଦେଶାନ୍ତର

    ସାଂଘାଇରେ ଆତଙ୍କବାଦ ବିରୁଦ୍ଧରେ ବର୍ଷିଲେ ମୋଦୀ

    14610
    Sep 01, 2025
  • ଆମୱେର ନୁ୍ୟଟ୍ରିଲାଇଟ ଏନ୍‌ଏଫଏସୟୁ ଦ୍ୱାରା ବିଶ୍ୱାସଭାଜନ: ନିରାପଦ ପୋଷଣ କ୍ଷେତ୍ରରେ ...
    ବାଣିଜ୍ୟ

    ଆମୱେର ନୁ୍ୟଟ୍ରିଲାଇଟ ଏନ୍‌ଏଫଏସୟୁ ଦ୍ୱାରା ବିଶ୍ୱାସଭାଜନ: ନିରାପଦ ପୋଷଣ କ୍ଷେତ୍ରରେ ...

    13867
    Sep 02, 2025
  • ଏକଘରିକିଆ ହେଲା ପାକିସ୍ତାନ, ଶେହବାଜ ସରିଫଙ୍କୁ  ଆଡ ଆଖିରେ ଚାହିଁଲେନି ମୋଦୀ
    ଦେଶ-ଦେଶାନ୍ତର

    ଏକଘରିକିଆ ହେଲା ପାକିସ୍ତାନ, ଶେହବାଜ ସରିଫଙ୍କୁ ଆଡ ଆଖିରେ ଚାହିଁଲେନି ମୋଦୀ

    13807
    Sep 01, 2025
  • ଦ୍ୱିପାକ୍ଷିକ ଆଲୋଚନା ପରେ ଏହା କହିଲେ ପୁଟିନ୍
    ଦେଶ-ଦେଶାନ୍ତର

    ଦ୍ୱିପାକ୍ଷିକ ଆଲୋଚନା ପରେ ଏହା କହିଲେ ପୁଟିନ୍

    15050
    Sep 01, 2025
  • ପ୍ରଥମ ଭାରତୀୟ ଏନ୍‌ଜିଓ ଭାବେ ‘ଏଜୁକେଟ୍‌ ଗାର୍ଲସ୍‌’କୁ ମାଗାସେସ୍ ପୁରସ୍କାର
    ଦେଶ-ଦେଶାନ୍ତର

    ପ୍ରଥମ ଭାରତୀୟ ଏନ୍‌ଜିଓ ଭାବେ ‘ଏଜୁକେଟ୍‌ ଗାର୍ଲସ୍‌’କୁ ମାଗାସେସ୍ ପୁରସ୍କାର

    13430
    Sep 01, 2025
  • ସରିଲା ନିର୍ବନ୍ଧ, ଖୁବ୍‌ଶୀଘ୍ର ବିବାହ କରିବେ ସାଇ ଧନଶିକା ଓ ବିଶାଲ
    ମନୋରଞ୍ଜନ

    ସରିଲା ନିର୍ବନ୍ଧ, ଖୁବ୍‌ଶୀଘ୍ର ବିବାହ କରିବେ ସାଇ ଧନଶିକା ଓ ବିଶାଲ

    13742
    Aug 31, 2025
  • ଆଫଗାନିସ୍ତାନରେ ପ୍ରଚଣ୍ଡ ଭୂକମ୍ପ : ୮୦୦ ଲୋକଙ୍କ ମୃତ୍ୟୁ ସୂଚନା
    ଦେଶ-ଦେଶାନ୍ତର

    ଆଫଗାନିସ୍ତାନରେ ପ୍ରଚଣ୍ଡ ଭୂକମ୍ପ : ୮୦୦ ଲୋକଙ୍କ ମୃତ୍ୟୁ ସୂଚନା

    15113
    Sep 01, 2025
  • ଶିକ୍ଷକମାନେ TET  ପାସ୍‌ କରିବାକୁ ପଡ଼ିବ
    ଦେଶ-ଦେଶାନ୍ତର

    ଶିକ୍ଷକମାନେ TET ପାସ୍‌ କରିବାକୁ ପଡ଼ିବ

    14189
    Sep 01, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରଥମ ଭାରତୀୟ ଏନ୍‌ଜିଓ ଭାବେ ‘ଏଜୁକେଟ୍‌ ଗାର୍ଲସ୍‌’କୁ ମାଗାସେସ୍ ପୁରସ୍କାର

    13430
    Sep 01, 2025
  • ଦେଶ-ଦେଶାନ୍ତର

    ଏକଘରିକିଆ ହେଲା ପାକିସ୍ତାନ, ଶେହବାଜ ସରିଫଙ୍କୁ ଆଡ ଆଖିରେ ଚାହିଁଲେନି ମୋଦୀ

    13807
    Sep 01, 2025
  • ଦେଶ-ଦେଶାନ୍ତର

    ଶିକ୍ଷକମାନେ TET ପାସ୍‌ କରିବାକୁ ପଡ଼ିବ

    14189
    Sep 01, 2025

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16710
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16812
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17163
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15628
    Apr 03, 2021

ବିଶେଷ

  • ଏତିକି ମାତ୍ରା ଅଲମଣ୍ଡ ଖାଇବା ଶରୀର ପାଇଁ ଭଲ

    15606
    Aug 31, 2025
  • ପାର୍ଟନରଙ୍କ ସହ ଏମିତି କଲେ ହୁଏ ସମ୍ପର୍କ ନଷ୍ଟ

    14357
    Aug 30, 2025
  • ଦୈନିକ ପିଅନ୍ତୁ ଏହି ଜୁସ୍‌

    15054
    Aug 28, 2025
  • ଧରାପୃଷ୍ଠରେ ବିରାଜିଛନ୍ତି ପ୍ରଭୁ ଶ୍ରୀଗଣେଶ

    16234
    Aug 27, 2025
  • ରୋଷେଇ ଘର କୋଣରେ ତମ୍ବା ପାତ୍ରରେ ରଖନ୍ତୁ ଗଙ୍ଗାଜଳ, ସୁଧୁରିଥାଏ ଆର୍ଥିକ ପରିସ୍ଥିତି

    14392
    Aug 26, 2025

ବାଣିଜ୍ୟ

ଆମୱେର ନୁ୍ୟଟ୍ରିଲାଇଟ ଏନ୍‌ଏଫଏସୟୁ ଦ୍ୱାରା ବିଶ୍ୱାସଭାଜନ: ନିରାପଦ ପୋଷଣ କ୍ଷେତ୍ରରେ ଏକ ମାଇଲଖୁଣ୍ଟ

-    ନୁ୍ୟଟ୍ରିଲାଇଟ ଅଲ୍‌ ପ୍ଲାଣ୍ଟ ପ୍ରୋଟିନ,  ନୁ୍ୟଟ୍ରିଲାଇଟ ଡେଲି ପ୍ଲସ୍‌ ଏବଂ ନୁ୍ୟଟ୍ରିଲାଇଟ ସାଲମନ୍‌ ଓମେଗା-୩ ସଫ୍ଟଜେଲ୍‌ସ୍‌ ସମେତ ପାଞ୍ଚଟି ଅଗ୍ରଣୀ ନୁ ...

  • ଗ୍ରାମବାସୀଙ୍କ ଜୀବନଶୈଳୀରେ ପରିବର୍ତ୍ତନ ଆଣିଲା ଉତ୍କଳ ଆଲୁମିନା ସିଏସଆର

    15551
    Aug 28, 2025
  • ହିଣ୍ଡାଲ୍କୋ ମିନାକ୍ଷୀ କୋଇଲା ଖଣି ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଦନ୍ତ ସଚେତନତା ଶିବିର ଅନୁଷ୍ଠିତ

    15201
    Aug 19, 2025
  • ଭାସମଲ ବିଦ୍ୟା ବାଲାନ୍ଙ୍କ ସହିତ ନୂଆ ହେନ୍ନା କ୍ରିମେ ହେୟାର କଲର ଟିଭିସିର ଶୁଭାରମ୍ଭ କରିଛି

    15686
    Aug 10, 2025
  • ହିମାଳୟ ବେବିକେୟାର ବିଶ୍ୱ ସ୍ତନ୍ୟପାନ ସପ୍ତାହ ନିମନ୍ତେ ଶୁଭାରମ୍ଭ କଲା #ହରକଦମହରମାକେସାଥ୍ ଅଭିଯାନ

    14783
    Aug 06, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଥମ ଭାରତୀୟ ଏନ୍‌ଜିଓ ଭାବେ ‘ଏଜୁକେଟ୍‌ ଗାର୍ଲସ୍‌’କୁ ମାଗାସେସ୍ ପୁରସ୍କାର

    13430
    Sep 01, 2025
  • ଏଲପିଜି ସିଲିଣ୍ଡର ଠାରୁ ଆରମ୍ଭ କରି କ୍ରେଡିଟ୍‌ କାର୍ଡ ପର୍ଯ୍ୟନ୍ତ ସବୁ ନିୟମରେ ହେଲା ପରିବର୍ତ୍ତନ ଜାଣନ୍ତୁ..

    15404
    Sep 01, 2025
  • ଶିକ୍ଷକମାନେ TET ପାସ୍‌ କରିବାକୁ ପଡ଼ିବ

    14189
    Sep 01, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In