Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ ...

  • ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ...

  • ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ...

  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ...

  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ...

  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

  • ଦୁଇ ଦିନରେ ଦୁଇ ଘରୁ ଚୋରି

  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ...

Home ›› ››ପଦ୍ମ ଧରିଲେ ପାଟଶାଣୀ

ପଦ୍ମ ଧରିଲେ ପାଟଶାଣୀ

2024-06-08 19:58:41
16329
Share:
Facebook
Twitter
E-Mail
WhatsApp
Telegram
ପଦ୍ମ ଧରିଲେ ପାଟଶାଣୀ

ଦୁଇ ମାସ ପୂର୍ବରୁ ଯେଉଁ ଚର୍ଚ୍ଚା ହେଉଥିଲା, ଏଥିରେ ଯବନିକା ପଡ଼ିଛି। ଦିଲ୍ଲୀରେ ପଦ୍ମ ଧରିଛନ୍ତି ପ୍ରସନ୍ନ ପାଟ୍ଟଶାଣୀ। ବିଜେଡି ଟିକେଟ ନ ଦେବାରୁ ଅସନ୍ତୁଷ୍ଟ ଥିଲେ ବୋଲି ସେ କହିଛନ୍ତି। କାନ୍ଧରେ ବିଜେପି ଉତ୍ତରୀୟ ପକାଇଥିବା ପ୍ରସନ୍ନ ପାଟ୍ଟଶାଣୀଙ୍କ ଫଟୋ ସାମ୍ନାକୁ ଆସିଛି। ଦିଲ୍ଲୀରେ ଥିବା ନବ ନିର୍ବାଚିତ ସାଂସଦ ଓ ବରିଷ୍ଠ ବିଜେପି ନେତାଙ୍କ ସହ ଥିବା ଫଟୋ ଏବେ ସୋସିଆଲ ମିିଡିଆରେ ଘୁରି ବୁଲୁଛି।ଏହି ଅବସରରେ ସମ୍ବିତ ପାତ୍ର, ଜୟନାରାୟଣ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

ପାଟ୍ଟଶାଣୀ ୧୯୯୮ରୁ ୨୦୧୯ ପର୍ଯ୍ୟନ୍ତ ଭୁବନେଶ୍ୱର ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରିଥିଲେ। ସେ ପାଞ୍ଚ ଥର ପାଇଁ ଏମ୍‌ପି ଭାବରେ ନିର୍ବାଚିତ ହୋଇଥିଲେ। କିନ୍ତୁ ୫ ଥର ବିଜୟୀ ହେବା ପରେ ବି ୨୦୧୯ରେ ଦଳ ତାଙ୍କ ଉପରେ ଭରସା ନକରି ଅରୂପ ପଟନାୟଙ୍କୁ ଭରସା କରି ତାଙ୍କୁ ଟିକେଟ୍ ଦେଇଥିଲା। ୨୦୨୪ରେ ମଧ୍ୟ ପ୍ରସନ୍ନଙ୍କୁ ଦଳରୁ ଟିକେଟ୍ ମିଳିନାହିଁ। ଏହାବ୍ୟତୀତ ରାଜ୍ୟସଭା ପାଇଁ ତାଙ୍କ ମନରେ ଆଶା ଥିବାବେଳେ ଏଥିପାଇଁ ମଧ୍ୟ ତାଙ୍କୁ ସୁଯୋଗ ଦିଆଯାଇନଥିଲା। 

ଓଡ଼ିଶା ରାଜନୀତିର ଅନ୍ୟତମ ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀ ବିଜେପିରେ ଯୋଗ ଦେବେ‌ ବୋଲି ଗତ ଏପ୍ରିଲ ମାସ ଠାରୁ ଚର୍ଚ୍ଚା ହେଉଥିଲା। ଚଳିତ ନିର୍ବାଚନରେ ପାଟ୍ଟଶାଣୀ ଲଢ଼ିବା ପାଇଁ ବିଜେଟିରୁ ଟିକେଟ୍‌ ଚାହୁଁଥିଲେ। କିନ୍ତୁ ବିଜେଡି ତାଙ୍କୁ ଟିକେଟ୍‌ ଦେଇ ନଥିଲା। ଟିକେଟ୍ ନଦେଇ ଦଳ ତାଙ୍କ ଉପରେ ଭରସା କରିନଥିବାରୁ ଅସନ୍ତୁଷ୍ଟ ସେ ବିଜେଡି ସହ ଥିବା ଦୀର୍ଘ ଦିନର ସମ୍ପର୍କକୁ ତୁଟାଇ ପାରନ୍ତି ବୋଲି ଆଲୋଚନା ହେଉଥିଲା।

Powered by Froala Editor

Tags patsani

Related articles Odisha News Lens 4.1

  •  ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା
    ବିଶେଷ

    ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14595
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ
    ବିଶେଷ

    ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15307
    Mar 19, 2026
  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା
    ଦେଶ-ଦେଶାନ୍ତର

    ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

    15359
    Mar 20, 2026
  • ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ
    ଦେଶ-ଦେଶାନ୍ତର

    ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ

    15302
    Mar 20, 2026
  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ

    15141
    Mar 20, 2026
  • ଦୁଇ ଦିନରେ ଦୁଇ ଘରୁ ଚୋରି
    ଜିଲ୍ଲା ପରିକ୍ରମା

    ଦୁଇ ଦିନରେ ଦୁଇ ଘରୁ ଚୋରି

    13905
    Mar 20, 2026
  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ
    ଦେଶ-ଦେଶାନ୍ତର

    କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

    13979
    Mar 20, 2026
  • ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ସାମିଲ ହେବାକୁ ଉସ୍‌କାଉଛି: ସାଉଦି ଆରବ
    ଦେଶ-ଦେଶାନ୍ତର

    ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ସାମିଲ ହେବାକୁ ଉସ୍‌କାଉଛି: ସାଉଦି ଆରବ

    14605
    Mar 20, 2026
  • ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ କେବୁଲକୁ କାଟିବାକୁ ଚିନ୍ତା କରୁଛି ଇରାନ
    ଦେଶ-ଦେଶାନ୍ତର

    ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ କେବୁଲକୁ କାଟିବାକୁ ଚିନ୍ତା କରୁଛି ଇରାନ

    14204
    Mar 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଜିଲ୍ଲା ପରିକ୍ରମା

    ଦୁଇ ଦିନରେ ଦୁଇ ଘରୁ ଚୋରି

    13905
    Mar 20, 2026
  • ବିଶେଷ

    ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15307
    Mar 19, 2026
  • ବାଣିଜ୍ୟ

    ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13530
    Mar 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17380
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17444
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17791
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16264
    Apr 03, 2021

ବିଶେଷ

  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14595
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15307
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15403
    Mar 18, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14153
    Mar 17, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    14051
    Mar 15, 2026

ବାଣିଜ୍ୟ

୨୭୮୦ ଟଙ୍କା ଶସ୍ତା ହେଲା ସୁନା

ମଧ୍ୟପ୍ରାଚ୍ୟ ଯୁଦ୍ଧ ଘନଘଟାରେ ଶସ୍ତା ହୋଇଛି ସୁନା-ରୂପା । ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୨୭୮୦ ଟଙ୍କା କିମି ୧ ଲକ୍ଷ ୫୪ ହଜାର ୬୪୦ ଟଙ୍କା ହୋଇଛି । ଅନ୍ୟପଟେ ରୂପା ଦର ମଧ୍ୟ କମିଛି । ଭୁବନେଶ୍ୱରରେ ରୁପା ମୂଲ୍ୟ କିଲୋ ପ୍ରତି ୧୦ ହଜାର ଟଙ୍କା କମି ୨ ଲକ୍ଷ ୬୫ ହଜାର ଟଙ୍କା ରହିଛି । ବୁଧବ ...

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14259
    Mar 05, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15694
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15155
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    15003
    Feb 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ କେବୁଲକୁ କାଟିବାକୁ ଚିନ୍ତା କରୁଛି ଇରାନ

    14204
    Mar 20, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13530
    Mar 20, 2026
  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ

    15141
    Mar 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In