Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ...

  • ଫିକା ପଡିବ ସୁନାର ଚମକ

  • ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

  • ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା

  • ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ...

  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ...

  • ମୋଦି ସରକାର ପେପର ଲିକ୍ ବିରୋଧରେ ...

  • 'ମନ୍ କି ବାତ' କାର୍ଯ୍ୟକ୍ରମ: ଯୁବପିଢ଼ି ...

  • ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !

  • ସ୍ପିରିଟ୍‌ରେ ଦୀପିକାଙ୍କ ସ୍ଥାନରେ ନଜର ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମୁଁ ନରେନ୍ଦ୍ର ଦାମୋଦରଦାସ ମୋଦି ଈଶ୍ୱରଙ୍କ ଶପଥ ନେଉଛି...

ମୁଁ ନରେନ୍ଦ୍ର ଦାମୋଦରଦାସ ମୋଦି ଈଶ୍ୱରଙ୍କ ଶପଥ ନେଉଛି...

2024-06-09 20:08:25
15936
Share:
Facebook
Twitter
E-Mail
WhatsApp
Telegram
ମୁଁ ନରେନ୍ଦ୍ର ଦାମୋଦରଦାସ ମୋଦି ଈଶ୍ୱରଙ୍କ ଶପଥ ନେଉଛି...

ମୁଁ ନରେନ୍ଦ୍ର ଦାମୋଦରଦାସ ମୋଦି ଈଶ୍ୱରଙ୍କ ଶପଥ ନେଉଛି ଯେ ମୁଁ ବିଧି ଦ୍ୱାରା ସ୍ଥାପିତ ଭାରତର ସମ୍ବିଧାନ ପ୍ରତି ସତ୍ୟ ଶ୍ରଦ୍ଧା ଓ ନିଷ୍ଠା ରଖିବି। ମୁଁ ଭାରତର ସାର୍ବଭୌମତ୍ୱ ଓ ଅଖଣ୍ଡତା ଅକ୍ଷୁଣ୍ଣ ରଖିବି। ମୁଁ ସଂଘର ପ୍ରଧାନମନ୍ତ୍ରୀ ହିସାବରେ ନିଜର କର୍ତ୍ତବ୍ୟକୁ ଶ୍ରଦ୍ଧାପୂର୍ବକ ଓ ନିଷ୍ଠାର ସହ ନିର୍ବାହନ କରିବି। ତଥା ମୁଁ ଭୟ କିମ୍ବା ପକ୍ଷପାତିତା, ଅନୁରାଗ କିମ୍ବା ବିଦ୍ୱେଷ ବିନା ସବୁ ପ୍ରକାରର ଲୋକଙ୍କ ପ୍ରତି ସମ୍ବିଧାନ ଓ ବିଧି ଅନୁସାରେ ନ୍ୟାୟ କରିବି...

ଏପରି ଭାବେ ତୃତୀୟ ଥର ଭାରତର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋଦି ।  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନରେନ୍ଦ୍ର ମୋଦୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ମୋଦି ହିନ୍ଦୀ ଭାଷାରେ ହିଁ ଶପଥ ଗ୍ରହଣ କରିଛନ୍ତି। ଶପଥ ପାଠ ପରେ ଦେଶରେ ମୋଦି ୩.୦ ସରକାର ଆରମ୍ଭ ହୋଇ ଯାଇଛି।

ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଭବ୍ୟ ସମାରୋହରେ ଦେଶ-ବିଦେଶର ନିମନ୍ତ୍ରିତ ୧୦ହଜାରରୁ ଅଧିକ  ଅତିଥିଙ୍କ ଉପସ୍ଥିତିରେ ମୋଦୀ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ମୋଦିଙ୍କ ସହ ୩୦ ଜଣ କ୍ୟାବିନେଟ ମନ୍ତ୍ରୀ, ୫ ଜଣ ରାଷ୍ଟ୍ରମନ୍ତ୍ରୀ(ସ୍ୱାଧୀନ ଦାୟିତ୍ୱ) ଓ ୩୪ ଜଣ ରାଷ୍ଟ୍ରମନ୍ତ୍ରୀ ଭାବେ ମଧ୍ୟ ଶପଥ ନେଇଛନ୍ତି।

୨୦୨୪ ଓ ୨୦୧୯ରେ ମଧ୍ୟ ମୋଦି ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଥିଲେ। କିନ୍ତୁ ୨୦୧୪ ଓ ୨୦୧୯ ଭଳି ସ୍ଥିତି ଏଥର ନାହିଁ। କାରଣ ୨୦୧୪ ଓ ୨୦୧୯ରେ ବିଜେପି ଏକାକୀ ସରକାର ଗଠନ କରିବାକୁ ମ୍ୟାଜିକ ନମ୍ବର ହାସଲ କରିଥିଲା। କିନ୍ତୁ ଦଳ ଏଥର ୨୪୦ଟି ଆସନ ଜିତିଛି। ତେଣୁ ସହଯୋଗୀ ଦଳଗୁଡ଼ିକ ସହାୟତାରେ ମୋଦି ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ବିଜେପି ଓ ତା’ର ସହଯୋଗୀ ଦଳ ମିଳିତ ଭାବେ ୨୯୨ଟି ଆସନ ଜିତିଛନ୍ତି।

ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ ସମାରୋହରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା, ଶ୍ରୀଲଙ୍କା ରାଷ୍ଟ୍ରପତି ରନିଲ ବିକ୍ରମାସିଂଘେ, ମରିସସ ପ୍ରଧାନମନ୍ତ୍ରୀ ପ୍ରବିନ୍ଦ ଜଗନାଥ, ଭୁଟାନ ପ୍ରଧାନମନ୍ତ୍ରୀ  ସେରିଂ ତୋବ୍‌ଗେ, ମାଳଦ୍ବୀପ ରାଷ୍ଟ୍ରପତି ମହମ୍ମଦ ମୁଇଜ୍ଜୁ, ଶିଳ୍ପପତି ମୁକେଶ ଆମ୍ବାନୀ, ଗୌତମ ଆଦାନୀ, ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ,  ସିନେ ଷ୍ଟାର ରଜନୀକାନ୍ତ, ଶାହରୁଖ ଖାନ ଓ ଅକ୍ଷୟ କୁମାର ଉପସ୍ଥିତ ଅଛନ୍ତି । 


Powered by Froala Editor

Tags narendra

Related articles Odisha News Lens 4.1

  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା  ‘ଦ ଓଡିସି’
    ମନୋରଞ୍ଜନ

    ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ଓଡିସି’

    13398
    Jul 27, 2026
  • ଫିକା ପଡିବ ସୁନାର ଚମକ
    ବାଣିଜ୍ୟ

    ଫିକା ପଡିବ ସୁନାର ଚମକ

    13537
    Jul 27, 2026
  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ
    ଦେଶ-ଦେଶାନ୍ତର

    ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ

    13598
    Jul 26, 2026
  • ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !
    ଦେଶ-ଦେଶାନ୍ତର

    ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !

    13685
    Jul 26, 2026
  • ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା
    ଦେଶ-ଦେଶାନ୍ତର

    ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା

    14291
    Jul 27, 2026
  • ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ...
    ଦେଶ-ଦେଶାନ୍ତର

    ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ...

    13510
    Jul 26, 2026
  • ସ୍ପିରିଟ୍‌ରେ ଦୀପିକାଙ୍କ ସ୍ଥାନରେ ନଜର ଆସିବେ କ୍ୟାଟ୍ରିନା
    ମନୋରଞ୍ଜନ

    ସ୍ପିରିଟ୍‌ରେ ଦୀପିକାଙ୍କ ସ୍ଥାନରେ ନଜର ଆସିବେ କ୍ୟାଟ୍ରିନା

    14970
    Jul 26, 2026
  •   'ମନ୍ କି ବାତ' କାର୍ଯ୍ୟକ୍ରମ:  ଯୁବପିଢ଼ି ହିଁ ଭାରତର ଶକ୍ତି
    ଦେଶ-ଦେଶାନ୍ତର

    'ମନ୍ କି ବାତ' କାର୍ଯ୍ୟକ୍ରମ: ଯୁବପିଢ଼ି ହିଁ ଭାରତର ଶକ୍ତି

    13663
    Jul 26, 2026
  • ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ
    ଦେଶ-ଦେଶାନ୍ତର

    ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

    14916
    Jul 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ସ୍ପିରିଟ୍‌ରେ ଦୀପିକାଙ୍କ ସ୍ଥାନରେ ନଜର ଆସିବେ କ୍ୟାଟ୍ରିନା

    14970
    Jul 26, 2026
  • ଦେଶ-ଦେଶାନ୍ତର

    ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

    14916
    Jul 27, 2026
  • ବାଣିଜ୍ୟ

    ଫିକା ପଡିବ ସୁନାର ଚମକ

    13537
    Jul 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17000
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17606
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17658
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18059
    Sep 06, 2023

ବିଶେଷ

  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15717
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15369
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16027
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14278
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14552
    Jul 15, 2026

ବାଣିଜ୍ୟ

ଫିକା ପଡିବ ସୁନାର ଚମକ

ସୁନାର ଚମକ ଧିରେ ଧିରେ ଫିକା ପଡିବା ପରି ଅନୁମାନ କରାଯାଉଛି । ଜାନୁଆରୀ ୨୦୨୬ରେ ସୁନା ମୂଲ୍ୟ ପ୍ରତି ଆଉନ୍ସ ୫, ୬୦୨ର ରେକର୍ଡ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି । ଏହା ପ୍ରାୟ ୨୮ ପ୍ରତିଶତ ହ୍ରାସ ପାଇଛି । ଗତ କିଛି ଦିନରେ ମୂଲ୍ୟ ୨ ଥର ଆଉନ୍ସ ୪ ହଜାର ତଳକୁ ଖସି ଆସିଛି । ବର୍ତ୍ତମାନ ପ୍ରାୟ ୪,୦୪୦ରେ କାରବାର ହେଉଛି ।< ...

  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15753
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15925
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15298
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13899
    Jul 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !

    13685
    Jul 26, 2026
  • ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ପ୍ରତିବଦ୍ଧ: ଅମିତ୍ ଶାହ

    13510
    Jul 26, 2026
  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ

    13598
    Jul 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In