Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ...

  • ଗିରଫ ହେଲେ ଆଇଏଏସ୍‌ ଜ୍ଞାନେନ୍ଦ୍ର କୁମାର

  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ...

  • ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ...

  • IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ...

  • ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ...

  • ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ...

  • ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି ...

  • କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୨୪ରେ କଂଗ୍ରେସ ଉଚ୍ଚସ୍ତରୀୟ ବୈଠକ : ଦର ବୃଦ୍ଧି ବିରୁଦ୍ଧରେ ହୋଇପାରେ ରଣନୀତି ପ୍ରସ୍ତୁତ

୨୪ରେ କଂଗ୍ରେସ ଉଚ୍ଚସ୍ତରୀୟ ବୈଠକ : ଦର ବୃଦ୍ଧି ବିରୁଦ୍ଧରେ ହୋଇପାରେ ରଣନୀତି ପ୍ରସ୍ତୁତ

2021-06-21 20:27:45
15758
Share:
Facebook
Twitter
E-Mail
WhatsApp
Telegram
୨୪ରେ କଂଗ୍ରେସ ଉଚ୍ଚସ୍ତରୀୟ ବୈଠକ : ଦର ବୃଦ୍ଧି ବିରୁଦ୍ଧରେ ହୋଇପାରେ ରଣନୀତି ପ୍ରସ୍ତୁତ

୨୪ ତାରିଖରେ ବସିବ କଂଗ୍ରେସର ଉଚ୍ଚସ୍ତରୀୟ ବୈଠକ । ଭିଡିଓ କନଫରେନ୍ସିଂ ମାଧ୍ୟମରେ ହେବାକୁ ଥିବା ଏହି ବୈଠକରେ ବର୍ତ୍ତମାନ ଜାରି ରହିଥିବା ରାଜନୈତିକ ସ୍ଥିତିକୁ ନେଇ ଆଲୋଚନା ହେବ । ଏଆଇସିସି ସାଧାରଣ ସମ୍ପାଦକ ଓ ବିଭିନ୍ନ ରାଜ୍ୟର ଦାୟିତ୍ବରେ ଥିବା ପଦାଧିକାରୀଙ୍କ ସହ ବୈଠକରେ ସାମିଲ ହେବେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି । କଂଗ୍ରେସ ମହାସଚିବ, ସମସ୍ତ ରାଜ୍ୟ ପ୍ରଭାରୀ, ରାଜ୍ୟ ପିସିସି ଅଧ୍ୟକ୍ଷମାନଙ୍କୁ ଏହି ବୈଠକରେ ଉପସ୍ଥିତ ରହିବା ପାଇଁ ନିର୍ଦେଶ ଦିଆଯାଇଛି । ବିଶେଷ କରି ପଞ୍ଜାବ ସ୍ଥିତି ସମୀକ୍ଷା ସହ ଅନ୍ୟାନ୍ୟ ପ୍ରସଙ୍ଗରେ ବୈଠକରେ ହେବ ଆଲୋଚନା । 

କେନ୍ଦ୍ରର ମୋଦି ସରକାରଙ୍କୁ ଘେରିବା ପାଇଁ ବୈଠକରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ଏବଂ ମହଙ୍ଗା ମାଡ ବିରୁଦ୍ଧରେ ଆନ୍ଦୋଳନ ପାଇଁ ରଣନୀତି ପ୍ରସ୍ତୁତ କରିବ କଂଗ୍ରେସ । କିଛି ଦିନ ପୂର୍ବରୁ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧିକୁ ନେଇ ଦେଶବ୍ୟାପୀ ପ୍ରଦର୍ଶନ କରିଥିଲା କଂଗ୍ରେସ । କିନ୍ତୁ ବର୍ତ୍ତମାନ ମଧ୍ୟ ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ଲଗାତାର ଭାବେ ବୃଦ୍ଧିପାଇବାରେ ଲାଗିଛି ।  ଏଥିପାଇଁ ପୁଣିଥରେ କଂଗ୍ରେସ ରାଜରାସ୍ତାକୁ ଓଲ୍ଲାଇବାକୁ ଯୋଜନା କରୁଛି ।

କରୋନା ସଂକ୍ରମଣ ସମ୍ପର୍କରେ କଂଗ୍ରେସ ଦ୍ୱାରା ଆରମ୍ଭ ହୋଇଥିବା ସର୍ଭେ ଉପରେ ମଧ୍ୟ ଆଲୋଚନା କରାଯିବ। ଏହା ବ୍ୟତୀତ ଆଗାମୀ ବିଧାନସଭା ନିର୍ବାଚନ ପରି ପ୍ରସଙ୍ଗ ସମେତ ଅନ୍ୟାନ୍ୟ ସାମ୍ପ୍ରତିକ ପ୍ରସଙ୍ଗ ତଥା ରାଜନୈତିକ ପରିସ୍ଥିତି ଉପରେ ଆଲୋଚନା କରାଯିବ ।

ସେପଟେ ବଢିଛି ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହଙ୍କ ଅଡୁଆ । ହାଇକମାଣ୍ଡଙ୍କ ସହ ଆଲୋଚନା ଲାଗି ଦିଲ୍ଲୀରେ ପହଞ୍ଚିଛନ୍ତି କ୍ୟାପଟେନ । ରାଜ୍ୟରେ ତାଙ୍କ ବିରୋଧରେ ଦେଖାଦେଇଥିବା ବିଦ୍ରୋହ ପରିପ୍ରେକ୍ଷୀରେ ତାଙ୍କୁ ଦିଲ୍ଲୀ ଡକରା ହୋଇଛି । କିଛି ଦିନ ତଳେ ରାଜ୍ୟରେ ଦେଖାଦେଇଥିବା ବିଦ୍ରୋହକୁ ସମାଧାନ କରିବା ଲାଗି ଦଳର ହାଇକମାଣ୍ଡ ସୋନିଆ ଗାନ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ୩-ଜଣିଆ କମିଟି ଗଠିତ ହୋଇଥିଲା ।

ଆସନ୍ତା ବର୍ଷ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବାବେଳେ କଂଗ୍ରେସର ଗୋଷ୍ଠୀ ବିବାଦ ଦଳ ଲାଗି ଚିନ୍ତାର କାରଣ ହୋଇଛି। ରାଜ୍ୟରେ ଦଳିତଙ୍କୁ ଉପଯୁକ୍ତ ସ୍ଥାନ ନ ମିଳିବା, ମୁଖ୍ୟମନ୍ତ୍ରୀଙ୍କ କୋଟେରି ନୀତି ଯୋଗୁ ତାଙ୍କ ନିକଟରେ ସାଧାରଣ ଜନତା ପହଞ୍ଚି ନ ପାରିବା ଆଦି କାରଣକୁ ନେଇ ଦଳରେ ଅମରିନ୍ଦରଙ୍କୁ ବିରୋଧ କରାଯାଇ ଆସୁଛି । କଂଗ୍ରେସରେ ଜାରି ରହିଥିବା ଅନ୍ତଃକନ୍ଦଳ ବାବଦରେ ମଧ୍ୟ ଆଲୋଚନା ହୋଇପାରେ ବୋଲି ସୂଚନା ମିଳିଛି ।  

Powered by Froala Editor

Tags CONGRESS

Related articles Odisha News Lens 4.1

  • କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ
    ଅପରାଧ

    କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ

    15193
    Aug 31, 2026
  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

    15167
    Aug 31, 2026
  • ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି କନ୍ୟା ଫେରାର
    ଅପରାଧ

    ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି କନ୍ୟା ଫେରାର

    13888
    Aug 31, 2026
  • IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ନେସନ, ୱାନ ଟାଇମ’
    ଦେଶ-ଦେଶାନ୍ତର

    IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ନେସନ, ୱାନ ଟାଇମ’

    14253
    Aug 31, 2026
  • ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ହ୍ରଦ ଫାଟିବାର ବିପଦ ରହିଛି
    ଦେଶ-ଦେଶାନ୍ତର

    ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ହ୍ରଦ ଫାଟିବାର ବିପଦ ରହିଛି

    15563
    Aug 31, 2026
  • ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ  ଫସି ରହିଛନ୍ତି ୯୦୦ ଶ୍ରମିକ
    ଦେଶ-ଦେଶାନ୍ତର

    ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ରହିଛନ୍ତି ୯୦୦ ଶ୍ରମିକ

    15243
    Aug 31, 2026
  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ...
    ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ...

    13721
    Aug 31, 2026
  • ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ପହଞ୍ଚିଲେ ମାନସୀ
    ମନୋରଞ୍ଜନ

    ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ପହଞ୍ଚିଲେ ମାନସୀ

    14126
    Aug 31, 2026
  • ଗିରଫ ହେଲେ ଆଇଏଏସ୍‌ ଜ୍ଞାନେନ୍ଦ୍ର କୁମାର
    ଦେଶ-ଦେଶାନ୍ତର

    ଗିରଫ ହେଲେ ଆଇଏଏସ୍‌ ଜ୍ଞାନେନ୍ଦ୍ର କୁମାର

    13422
    Aug 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ

    15193
    Aug 31, 2026
  • ଦେଶ-ଦେଶାନ୍ତର

    ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ହ୍ରଦ ଫାଟିବାର ବିପଦ ରହିଛି

    15563
    Aug 31, 2026
  • ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ଗିରଫ ହେଲେ ଦମ୍ପତି

    13721
    Aug 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17061
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17701
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17733
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18131
    Sep 06, 2023

ବିଶେଷ

  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    13874
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14540
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14639
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13978
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15368
    Aug 24, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14458
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15987
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14022
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14292
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି କନ୍ୟା ଫେରାର

    13888
    Aug 31, 2026
  • କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ

    15193
    Aug 31, 2026
  • ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ପହଞ୍ଚିଲେ ମାନସୀ

    14126
    Aug 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In