Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 15, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମାତାପିତା ହେବେ କଟ୍ରିନା-ବିକି କୌଶଲ

  • ବନତାରାକୁ କ୍ଲିନ୍ ଚିଟ୍

  • ପୋତିଦେଇଥିଲେ, ମାଟି ତଳୁ ଉଦ୍ଧାର ହେଲା ...

  • ବେଡ୍‌ରୁମ୍‌ରେ ଏହା ରଖିଲେ ହୋଇଥାଏ ଶୁଭ

  • ଯୁପିଆଇ ମାଧ୍ୟମରେ ଏବେ ଦିନକୁ ୧୦ ଲକ୍ଷ ...

  • ନେପାଳ ଜେନ୍‌ ଜେଡ ବିକ୍ଷୋଭରେ ପ୍ରାଣ ...

  • ଓ୍ବାକଫ୍ ସଂଶୋଧନ ଆଇନକୁ ନେଇ ଏହା କହିଲେ ...

  • ଆସାମରେ ୫.୮ ତୀବ୍ରତାର ଭୂମିକମ୍ପ

  • ପଡ଼ୋଶୀଙ୍କୁ ଚିଡ଼ାଇବା ପାଇଁ କୁକୁରକୁ ...

  • ଡିସେମ୍ବରରେ ରିଲିଜ୍ ହେବ ‘ମେରେ ରହୋ’

ବିଶେଷ
Home ›› ବିଶେଷ ››ବର୍ଷାଦିନେ ଏପରି ନିଅନ୍ତୁ ତ୍ୱଚାର ଯତ୍ନ

ବର୍ଷାଦିନେ ଏପରି ନିଅନ୍ତୁ ତ୍ୱଚାର ଯତ୍ନ

2021-06-22 04:52:01
15348
Share:
Facebook
Twitter
E-Mail
WhatsApp
Telegram
ବର୍ଷାଦିନେ ଏପରି ନିଅନ୍ତୁ ତ୍ୱଚାର ଯତ୍ନ


ସମସ୍ତେ ଚାହାଁନ୍ତି ସୁନ୍ଦର ତ୍ୱଚା । କାରଣ ସୁନ୍ଦର ତ୍ୱଚା ହିଁ ମଣିଷକୁ ସକରାତ୍ମକ ଭାବନା ଦେଇଥାଏ । କିନ୍ତୁ ଆଜିକାଲି ଜଳବାୟୁର ପରିବର୍ତ୍ତନ ଓ ବ୍ୟସ୍ତ ଜୀବନ ଶୈଳି ପାଇଁ ଅନେକଙ୍କ ତ୍ୱାଚା ଖରାପ ହେଉଛି । ଯଦି ଆପଣ ନିଜ ସ୍କିନ ଟାଇପ୍ ଜାଣିପାରିବେ, ଆପଣ ପରଫେକ୍ଟ ତ୍ୱଚା ପାଇ ପାରିବେ । ସବୁ ପ୍ରକାର ତ୍ୱଚା ପାଇଁ ଭିନ୍ନ ଭିନ୍ନ ଫେସପ୍ୟାକର ଆବଶ୍ୟକତା ରହିଛି । ତେବେ ଏହି ବର୍ଷା ଦିନେ କିପରି ଆପଣ ତ୍ୱଚାକୁ ଚମକାଇ ପାରିବେ ଜାଣନ୍ତୁ ।

ଶୁଖିଲା କମଳା ଚୋପା ଓ ଦହି: କମଳା ଖାଇ ସାରିବା ପରେ ତା ଚୋପାକୁ ନ ଫୋପାଡି ତାକୁ ଶୁଖାଇ ଗୁଣ୍ଡ କରି ଦିଅନ୍ତୁ । ସେହି ଗୁଣ୍ଡରେ ଦହି ମିଶାଇ ତ୍ୱଚାରେ ଲଗାନ୍ତୁ । ୧୦ ରୁ ୧୫ ମିନିଟ୍ ପରେ ତ୍ୱଚାକୁ ଉଷୁମ ପାଣିରେ ଧୋଇ ଦିଅନ୍ତୁ । 

ଅମୃତ ଭଣ୍ଡା ଓ ମହୁ ପେଷ୍ଟ: କିଛି ପାଚିଲା ଅମୃତଭଣ୍ଡା ନେଇ ପେଷ୍ଟ ତିଆରି କରନ୍ତୁ । ସେଥିରେ କିଛି ମହୁ ମିଶାଇ ଚେହେରାରେ କିମ୍ବା ଦାଗ ସ୍ଥାନରେ ଳଗାନ୍ତୁ । ୨୦ ମିନିଟ୍ ପରେ ନଖ ଉଷୁମ ପାଣିରେ ଧୋଇଦିଅନ୍ତୁ । ଏହା ପରେ ଥଣ୍ଡା ପାଣିରେ ଭଲ ଭାବେ ତ୍ୱଚାକୁ ଧୋଇ ଦିଅନ୍ତୁ । ଦେଖବେ ଆପଣଙ୍କ ତ୍ୱଚା ଚମକି ଉଠିବ ।

ଆଳୁ: ଆଳୁ ତ୍ୱଚା ପାଇଁ ଅତ୍ୟନ୍ତ ଲାଭଦାୟକ ହୋଇଥାଏ । ଆଳୁ କୁ ପତଳା ପତଳା କରି କାଟି ଦିଅନ୍ତୁ । ଏହାକୁ ତ୍ୱଚାରେ ଲଗାଇ ୧୫ ରୁ ୨୦ ମିନିଟ୍ ଯାଏ ରଖନ୍ତୁ । ଏହା ପରେ ସଫା ପାଣିରେ ଧୋଇ ଦିଅନ୍ତୁ ।

ଚାଉଳ ଚୂନା ଓ କ୍ଷୀର : ୩ ଚାମଚ ଚାଉଳ ଚୂନା ନେଇ ସେଥିରେ କ୍ଷୀର ମିଶାଇ ପେଷ୍ଟ କରନ୍ତୁ । ମୁହଁରେ ଲଗାଇ ୨୦ ରୁ ୩୦ ମିନିଟ୍ ଯାଏ ରଖନ୍ତୁ । ଏହଳ ପରେ ଉଷୁମ ପାଣିରେ ତ୍ୱଚା ଧୋଇ ଦିଅନ୍ତୁ ।

ବେସନ ଓ ଗୋଲାପ ଜଳ: ବେସନ ଓ ଗୋଲାପ ଜଳ ନେଇ ଏକ ପେଷ୍ଟ ତିଆରି କରନ୍ତୁ । ଯଦି ଆପଣଙ୍କ ତ୍ୱଚା ଶୁଷ୍କ ଅଛି ତାହେଲେ ସେଥିରେ ଗୋଲାପ ଗୋଲାପ ଜଳ ବଦଳରେ ଦହି ନେଇପାରିବେ । ଏହାକୁ ଲଗାଇ ୨୦ ମିନିଟ୍ ପରେ ଧୋଇ ଦିଅନ୍ତୁ ।    

Powered by Froala Editor

Tags Skin care

Related articles Odisha News Lens 4.1

  • ପଡ଼ୋଶୀଙ୍କୁ ଚିଡ଼ାଇବା ପାଇଁ କୁକୁରକୁ ଡାକିଲେ ‘ଶର୍ମାଜୀ’
    ଦେଶ-ଦେଶାନ୍ତର

    ପଡ଼ୋଶୀଙ୍କୁ ଚିଡ଼ାଇବା ପାଇଁ କୁକୁରକୁ ଡାକିଲେ ‘ଶର୍ମାଜୀ’

    13866
    Sep 14, 2025
  • ଯୁପିଆଇ ମାଧ୍ୟମରେ ଏବେ ଦିନକୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପେମେଣ୍ଟ କରିପାରିବେ ...
    ଦେଶ-ଦେଶାନ୍ତର

    ଯୁପିଆଇ ମାଧ୍ୟମରେ ଏବେ ଦିନକୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପେମେଣ୍ଟ କରିପାରିବେ ...

    14398
    Sep 15, 2025
  • ଡିସେମ୍ବରରେ ରିଲିଜ୍ ହେବ ‘ମେରେ ରହୋ’
    ମନୋରଞ୍ଜନ

    ଡିସେମ୍ବରରେ ରିଲିଜ୍ ହେବ ‘ମେରେ ରହୋ’

    14659
    Sep 14, 2025
  • ନେପାଳ ଜେନ୍‌ ଜେଡ ବିକ୍ଷୋଭରେ ପ୍ରାଣ ହରାଇଥିବା ବିକ୍ଷୋଭକାରୀଙ୍କୁ ସହିଦ ମାନ୍ୟତା ...
    ଦେଶ-ଦେଶାନ୍ତର

    ନେପାଳ ଜେନ୍‌ ଜେଡ ବିକ୍ଷୋଭରେ ପ୍ରାଣ ହରାଇଥିବା ବିକ୍ଷୋଭକାରୀଙ୍କୁ ସହିଦ ମାନ୍ୟତା ...

    13690
    Sep 15, 2025
  • ଓ୍ବାକଫ୍ ସଂଶୋଧନ ଆଇନକୁ ନେଇ ଏହା କହିଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଓ୍ବାକଫ୍ ସଂଶୋଧନ ଆଇନକୁ ନେଇ ଏହା କହିଲେ ସୁପ୍ରିମକୋର୍ଟ

    15614
    Sep 15, 2025
  • ମାତାପିତା ହେବେ କଟ୍ରିନା-ବିକି କୌଶଲ
    ମନୋରଞ୍ଜନ

    ମାତାପିତା ହେବେ କଟ୍ରିନା-ବିକି କୌଶଲ

    14826
    Sep 15, 2025
  • ବନତାରାକୁ କ୍ଲିନ୍ ଚିଟ୍
    ଦେଶ-ଦେଶାନ୍ତର

    ବନତାରାକୁ କ୍ଲିନ୍ ଚିଟ୍

    14123
    Sep 15, 2025
  • ଆସାମରେ ୫.୮ ତୀବ୍ରତାର ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆସାମରେ ୫.୮ ତୀବ୍ରତାର ଭୂମିକମ୍ପ

    15098
    Sep 14, 2025
  • ବେଡ୍‌ରୁମ୍‌ରେ ଏହା ରଖିଲେ ହୋଇଥାଏ ଶୁଭ
    ବିଶେଷ

    ବେଡ୍‌ରୁମ୍‌ରେ ଏହା ରଖିଲେ ହୋଇଥାଏ ଶୁଭ

    14483
    Sep 15, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଡିସେମ୍ବରରେ ରିଲିଜ୍ ହେବ ‘ମେରେ ରହୋ’

    14659
    Sep 14, 2025
  • ଦେଶ-ଦେଶାନ୍ତର

    ପଡ଼ୋଶୀଙ୍କୁ ଚିଡ଼ାଇବା ପାଇଁ କୁକୁରକୁ ଡାକିଲେ ‘ଶର୍ମାଜୀ’

    13866
    Sep 14, 2025
  • ମନୋରଞ୍ଜନ

    ମାତାପିତା ହେବେ କଟ୍ରିନା-ବିକି କୌଶଲ

    14826
    Sep 15, 2025

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16729
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16828
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17188
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15645
    Apr 03, 2021

ବିଶେଷ

  • ବେଡ୍‌ରୁମ୍‌ରେ ଏହା ରଖିଲେ ହୋଇଥାଏ ଶୁଭ

    14483
    Sep 15, 2025
  • କେଉଁଠି ଖର୍ଚ୍ଚ କରିବେ, ନ କରିବେ ଜାଣନ୍ତୁ .....

    13768
    Sep 13, 2025
  • ଅଧାଗ୍ଲାସ ଲେମ୍ବୁ ପାଣିର ଅନେକ ଫାଇଦା

    14517
    Sep 11, 2025
  • ଅଦା ପାଣି ଦୂର କରେ ପେଟର ଏହି ସମସ୍ୟା

    15790
    Sep 11, 2025
  • କଞ୍ଚା ଅମୃତଭଣ୍ଡା ରସ ଅନେକ ରୋଗ କରେ ଦୂର

    15541
    Sep 10, 2025

ବାଣିଜ୍ୟ

ଶସ୍ତା ହେଲା ସୁନା

GST ପରିଷଦର 56ତମ ବୈଠକରେ ବଡ଼ ନିଷ୍ପତ୍ତି ନିଆଯାଇଛି, ଯାହାର ପ୍ରଭାବ ସିଧାସଳଖ ବଜାର ଉପରେ ଦେଖାଯାଉଛି। ଏହି ବୈଠକ ପରେ ସାରା ଦେଶରେ ସୁନା ଦର ମଧ୍ୟ ହ୍ରାସ ପାଇଛି। MCX ଉପରେ ରୂପାର ମୂଲ୍ୟ ମଧ୍ୟ ହ୍ରାସ ପାଇଛି।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୭, ୯୫୦ ଟଙ୍କା ହୋଇଥିବା ବେଳେ ...

  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14916
    Sep 03, 2025
  • ଆମୱେର ନୁ୍ୟଟ୍ରିଲାଇଟ ଏନ୍‌ଏଫଏସୟୁ ଦ୍ୱାରା ବିଶ୍ୱାସଭାଜନ: ନିରାପଦ ପୋଷଣ କ୍ଷେତ୍ରରେ ଏକ ମାଇଲଖୁଣ୍ଟ

    14335
    Sep 02, 2025
  • ଗ୍ରାମବାସୀଙ୍କ ଜୀବନଶୈଳୀରେ ପରିବର୍ତ୍ତନ ଆଣିଲା ଉତ୍କଳ ଆଲୁମିନା ସିଏସଆର

    15571
    Aug 28, 2025
  • ହିଣ୍ଡାଲ୍କୋ ମିନାକ୍ଷୀ କୋଇଲା ଖଣି ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଦନ୍ତ ସଚେତନତା ଶିବିର ଅନୁଷ୍ଠିତ

    15232
    Aug 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପଡ଼ୋଶୀଙ୍କୁ ଚିଡ଼ାଇବା ପାଇଁ କୁକୁରକୁ ଡାକିଲେ ‘ଶର୍ମାଜୀ’

    13866
    Sep 14, 2025
  • ବନତାରାକୁ କ୍ଲିନ୍ ଚିଟ୍

    14123
    Sep 15, 2025
  • ମାତାପିତା ହେବେ କଟ୍ରିନା-ବିକି କୌଶଲ

    14826
    Sep 15, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In