Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, November 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହନୁମାନଙ୍କ ବିରୋଧରେ କହି ବିବାଦରେ ...

  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ...

  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ...

  • ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ...

  • ଗଣହତ୍ୟା ମାମଲାରେ ପୂର୍ବତନ ...

  • ସ୍ମୃତିଙ୍କୁ ବିବାହ କରିବେ ପଲାଶ, ୨୩ରେ ...

  • ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର

  • ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ...

  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

ରାଜ୍ୟ
Home ›› ରାଜ୍ୟ ››କାହାକୁ କେଉଁ ବିଭାଗ ମିଳିବ ତାହା ଖୁବଶୀଘ୍ର ଘୋଷଣା: ମୋହନ ମାଝୀ

କାହାକୁ କେଉଁ ବିଭାଗ ମିଳିବ ତାହା ଖୁବଶୀଘ୍ର ଘୋଷଣା: ମୋହନ ମାଝୀ

2024-06-15 06:01:45
15146
Share:
Facebook
Twitter
E-Mail
WhatsApp
Telegram
କାହାକୁ କେଉଁ ବିଭାଗ ମିଳିବ ତାହା ଖୁବଶୀଘ୍ର ଘୋଷଣା: ମୋହନ ମାଝୀ

ଭୁବନେଶ୍ବର: ରାଜ୍ୟରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଓ ୮ କ୍ୟାବିନେଟ ମନ୍ତ୍ରୀ ଓ ୫ ରାଷ୍ଟ୍ରମନ୍ତ୍ରୀ (ସ୍ବାଧୀନ) ଶପଥ ଗ୍ରହଣ କରିସାରିଛନ୍ତି । କିନ୍ତୁ ଏ ପର୍ୟ୍ୟନ୍ତ ମନ୍ତ୍ରିମଣ୍ଡଳର ବିଭାଗ ବଣ୍ଟନ ଶେଷ ହୋଇନାହିଁ । କାହାକୁ କେଉଁ ବିଭାଗ ମିଳିବ, ସେ ନେଇ ମନ୍ତ୍ରୀମାନେ ଅପେକ୍ଷା କରିଛନ୍ତି । ଅନ୍ୟପଟେ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନରେ କାହିଁକି ବିଳମ୍ବ ହେଉଛି, କେବେ ବିଭାଗ ବଣ୍ଟନ କରାଯିବ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିବା ବେଳେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାହାକୁ କେଉଁ ବିଭାଗ ମିଳିବ ତାହା ଖୁବଶୀଘ୍ର ଘୋଷଣା ହୋଇଯିବ ବୋଲି କହିଛନ୍ତ ମୁଖ୍ୟମନ୍ତ୍ରୀ ।

ପ୍ରକାଶ ଯେ ଓଡ଼ିଶାରେ ପ୍ରଥମ ଥର ଲାଗି ବିଜେପି ସରକାର ଗଠନ କରିଛି। ଦୀର୍ଘ ୨୪ ବର୍ଷ ଧରି କ୍ଷମତାରେ ରହିଥିବା ବିଜେଡି ସରକାରକୁ ହଟାଇ ରାଜ୍ୟରେ ବିଜେପି ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇସାରିବା ପରେ ଗତ ୧୨ ତାରିଖରେ ମୋହନ ଚରଣ ମାଝୀଙ୍କ ସରକାର ଶପଥ ଗ୍ରହଣ କରିଛି। ଇତିମଧ୍ୟରେ ମୋହନ ମୁଖ୍ୟମନ୍ତ୍ରୀ ହୋଇଥିବା ବେଳେ ତାଙ୍କ ସହ ୨ ଜଣ ଉପମୁଖ୍ୟମନ୍ତ୍ରୀ, ୮ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସମେତ ୫ ସ୍ବାଧୀନ ରାଷ୍ଟ୍ରମନ୍ତ୍ରୀ ଶପଥପାଠ କରିଛନ୍ତି। ହେଲେ ମନ୍ତ୍ରିମଣ୍ଡଳ ଶପଥ ନେବାର ୩ଦିନ ବିତିଯାଇଥିଲେ ସୁଦ୍ଧା ଏ ପର୍ୟ୍ୟନ୍ତ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇ ନ ପାରିବା ଚର୍ଚ୍ଚାର ବିଷୟ ପାଲଟିଛି। ଅନ୍ୟପଟେ ବିଭାଗ ବଣ୍ଟନ କଥାକୁ ନେଇ ମୁଖ୍ୟମନ୍ତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ଖୁବ୍‌ଶୀଘ୍ର ଏହା କାର୍ୟ୍ୟକାରୀ ହେବାକୁ ଯାଉଛି। ସମସ୍ତ ବିଷୟ ମଧ୍ୟ ଗଣମାଧ୍ୟମକୁ ଅବଗତ କରାଯିବ ବୋଲି ସେ କହିଛନ୍ତି। ଅନ୍ୟପଟେ ଜଣେ କ୍ୟାବିନେଟ୍‌ ପାହ୍ୟାର ମନ୍ତ୍ରୀଙ୍କ କହିବା ମୁତାବକ ଶନିବାର ସୁଦ୍ଧା କେଉଁ ମନ୍ତ୍ରୀଙ୍କୁ କେଉଁ ବିଭାଗ ମିଳିବ ସେନେଇ ଘୋଷଣା କରିଦିଆଯାଇପାରେ।

Powered by Froala Editor

Tags Mohan majhi

Related articles Odisha News Lens 4.1

  • ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
    ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    15606
    Nov 18, 2025
  • ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର
    ମନୋରଞ୍ଜନ

    ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର

    15312
    Nov 17, 2025
  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ
    ଦେଶ-ଦେଶାନ୍ତର

    ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ

    14885
    Nov 18, 2025
  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ
    ବିଶେଷ

    ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14316
    Nov 17, 2025
  • ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ
    ମନୋରଞ୍ଜନ

    ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14682
    Nov 18, 2025
  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର
    ଦେଶ-ଦେଶାନ୍ତର

    ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର

    13632
    Nov 18, 2025
  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

    13857
    Nov 18, 2025
  • ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
    ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    14302
    Nov 17, 2025
  •  ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ

    14375
    Nov 18, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14682
    Nov 18, 2025
  • ଦେଶ-ଦେଶାନ୍ତର

    ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର

    13632
    Nov 18, 2025
  • ଦେଶ-ଦେଶାନ୍ତର

    ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ

    14375
    Nov 18, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16856
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16952
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17297
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15769
    Apr 03, 2021

ବିଶେଷ

  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14316
    Nov 17, 2025
  • ଏହି କାରଣରୁ ବିନ୍ଧିଥାଏ ଗୋଡ

    16136
    Nov 16, 2025
  • ଶୀତଦିନ ପାଇଁ ସୁପର୍ ଫୁଡ

    15157
    Nov 15, 2025
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    14434
    Nov 13, 2025
  • ଶୋଇବା ପୂର୍ବରୁ କ୍ଷୀର ସହିତ ଚୋବାଇ ଖାଆନ୍ତୁ ଗୁଜୁରାତି

    15292
    Nov 13, 2025

ବାଣିଜ୍ୟ

ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

ଭୁବନେଶ୍ୱର: ଚଳିତବର୍ଷ ମିଳିତ ଜାତିସଂଘ ଓ ବ୍ରାଜିଲ ସରକାରଙ୍କ ମିଳିତ ଆନୁକୂଲ୍ୟରେ ବେଲେମ୍ସ ସହରରେ ଅନୁଷ୍ଠିତ ହେଉଥିବା କପ୍‌ ୩୦ ସମ୍ମିଳନୀରେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବ୍ରାଜିଲ ପ୍ରଥମ ମହିଳା ସମ୍ମାନନୀ ...

  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14722
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14314
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13959
    Oct 27, 2025
  • ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ହୋଇ ଜୀବଦା ପ୍ରଚଳନ କଲା ବିଶ୍ୱର ପ୍ରଥମ ଲକ୍‌ଜୁରୀ ଆୟୁର୍ବେଦ ବର୍ଗ

    15028
    Oct 13, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    14302
    Nov 17, 2025
  • ସ୍ମୃତିଙ୍କୁ ବିବାହ କରିବେ ପଲାଶ, ୨୩ରେ ହାତଗଣ୍ଠି

    14047
    Nov 17, 2025
  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14316
    Nov 17, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In