Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, March 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏସସିବି ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ...

  • ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ...

  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ...

  • ଏକ୍ସପ୍ରେସୱେର ଭୂମି ପୂଜନ କଲେ ମୋଦୀ

  • ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ...

  • ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ ...

  • ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....

  • LPG ସଙ୍କଟ : ୮୮ ଲକ୍ଷ ବୁକିଂ

  • ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ...

ରାଜ୍ୟ
Home ›› ରାଜ୍ୟ ››ଥାନାକୁ ଆସୁଥିବା ଲୋକଙ୍କ ଅଭିଯୋଗ ଗ୍ରହଣ କରି ତୁରନ୍ତ ପଦକ୍ଷେପ ନେବାକୁ ପୁଲିସକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଥାନାକୁ ଆସୁଥିବା ଲୋକଙ୍କ ଅଭିଯୋଗ ଗ୍ରହଣ କରି ତୁରନ୍ତ ପଦକ୍ଷେପ ନେବାକୁ ପୁଲିସକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

2024-06-15 09:52:40
15215
Share:
Facebook
Twitter
E-Mail
WhatsApp
Telegram
ଥାନାକୁ ଆସୁଥିବା ଲୋକଙ୍କ ଅଭିଯୋଗ ଗ୍ରହଣ କରି ତୁରନ୍ତ ପଦକ୍ଷେପ ନେବାକୁ ପୁଲିସକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଲୋକଙ୍କୁ ଭଲ ବ୍ୟବହାର ଦେଖାଅ । ଲୋକଙ୍କୁ ଅଯଥା ହଇରାଣ କରନାହିଁ । ଥାନାକୁ ଆସୁଥିବା ଲୋକଙ୍କ ଅଭିଯୋଗ ଗ୍ରହଣ କରି ତୁରନ୍ତ ପଦକ୍ଷେପ ନିଅ । ଥାନାକୁ ଆସୁଥିବା ଲୋକ ଯେପରି ହଇରାଣ ନହେବେ ସେଥିପ୍ରତି ଦୃଷ୍ଟି ଦିଅ । ଲୋକଙ୍କୁ ଗୁଣାତ୍ମକ ସେବା ଦିଅ  ।

ଆଜି ପୁଲିସ ଅଧିକାରୀଙ୍କ ସହ ବୈଠକ କରି ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏଭଳି ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ପୁଲିସମାନଙ୍କୁ ଏଭଳି ନିଦେ୍ର୍ଧଶ ଦେଇଥିବା ପୁଲିସ ଡିଜି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଭାବେ ଶପଥ ନେବା ପରେ ମୋହନ ଚରଣ ମାଝୀ ପ୍ରଶାସନିକ ଅଧିକାରୀଙ୍କ ସହ ଘନ ଘନ ବୈଠକ କରୁଛନ୍ତି । ରାଜ୍ୟ ଅତିଥିଭବନରେ ଖୋଲିଥିବା ଅସ୍ଥାୟୀ ସିଏମଓରେ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରୁଛନ୍ତି ନୂଆ ମୁଖ୍ୟମନ୍ତ୍ରୀ । ଗତକାଲି ମୁଖ୍ୟଶାସନ ସଚିବଙ୍କ ଠାରୁ ଓଡ଼ିଶାର ସାମଗ୍ରୀକ କାମର ବିସ୍ତୃତ ତଥ୍ୟ ନେଇଥିବାବେଳେ ଆଜି ମୁଖ୍ୟମନ୍ତ୍ରୀ ଆଇନଶୃଙ୍ଖଳାର ସମୀକ୍ଷା କରିଛନ୍ତି ଓଡ଼ିଆ ସ୍ପଷ୍ଟ ନୁ୍ୟଜ। ଏହି ବୈଠକରେ ପୁଲିସ ମହାନିଦେ୍ର୍ଧଶକ, ଗୁଇନ୍ଦା ନିଦେ୍ର୍ଧଶକ,ଗୁଇନ୍ଦା ଆଇଜି ଓ ଗୃହବିଭାଗର ସ୍ୱତନ୍ତ୍ର ସଚିବ ମଧ୍ୟ ଉପସ୍ଥିତ ଥିଲେ । ଏହାଛଡ଼ା ଆଇନଶୃଙ୍ଖଳା ଡିଜି ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । 

Powered by Froala Editor

Tags Mohan majhi

Related articles Odisha News Lens 4.1

  • ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ୮ ଆହତ
    ଦେଶ-ଦେଶାନ୍ତର

    ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ୮ ଆହତ

    14602
    Mar 16, 2026
  • LPG ସଙ୍କଟ : ୮୮ ଲକ୍ଷ ବୁକିଂ
    ଦେଶ-ଦେଶାନ୍ତର

    LPG ସଙ୍କଟ : ୮୮ ଲକ୍ଷ ବୁକିଂ

    14354
    Mar 15, 2026
  • ଏକ୍ସପ୍ରେସୱେର ଭୂମି ପୂଜନ କଲେ ମୋଦୀ
    ଦେଶ-ଦେଶାନ୍ତର

    ଏକ୍ସପ୍ରେସୱେର ଭୂମି ପୂଜନ କଲେ ମୋଦୀ

    14623
    Mar 15, 2026
  • ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ
    ମନୋରଞ୍ଜନ

    ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

    14676
    Mar 15, 2026
  • ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....
    ଦେଶ-ଦେଶାନ୍ତର

    ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....

    15031
    Mar 15, 2026
  • ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ “ଓ଼୍ବାର୍କ ଫର୍ମ ହୋମ”, ଫିଲିପାଇନ୍ସରେ ୪ ଦିନିଆ ...
    ଦେଶ-ଦେଶାନ୍ତର

    ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ “ଓ଼୍ବାର୍କ ଫର୍ମ ହୋମ”, ଫିଲିପାଇନ୍ସରେ ୪ ଦିନିଆ ...

    13688
    Mar 15, 2026
  • ଏସସିବି ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ...
    ଦେଶ-ଦେଶାନ୍ତର

    ଏସସିବି ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ...

    13567
    Mar 16, 2026
  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ
    ଦେଶ-ଦେଶାନ୍ତର

    ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ

    14781
    Mar 14, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର
    ବିଶେଷ

    ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13656
    Mar 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ “ଓ଼୍ବାର୍କ ଫର୍ମ ହୋମ”, ଫିଲିପାଇନ୍ସରେ ୪ ଦିନିଆ କାର୍ଯ୍ୟ ସପ୍ତାହ ଲାଗୁ

    13688
    Mar 15, 2026
  • ଦେଶ-ଦେଶାନ୍ତର

    ଏକ୍ସପ୍ରେସୱେର ଭୂମି ପୂଜନ କଲେ ମୋଦୀ

    14623
    Mar 15, 2026
  • ଦେଶ-ଦେଶାନ୍ତର

    ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ

    14781
    Mar 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17372
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17436
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17782
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16254
    Apr 03, 2021

ବିଶେଷ

  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13656
    Mar 15, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    14180
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13940
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14510
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15125
    Mar 08, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15681
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15143
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14993
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14503
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

    14676
    Mar 15, 2026
  • ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ୮ ଆହତ

    14602
    Mar 16, 2026
  • ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ “ଓ଼୍ବାର୍କ ଫର୍ମ ହୋମ”, ଫିଲିପାଇନ୍ସରେ ୪ ଦିନିଆ କାର୍ଯ୍ୟ ସପ୍ତାହ ଲାଗୁ

    13688
    Mar 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In