Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, October 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ...

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ...

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

  • ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ...

  • ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌

  • ଆଗପଛ ହୋଇ ଚାଲିଗଲେ ୩ ଭାଈ: ମୋ ଭାଇ ମୋତେ ...

  • ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୧୪ ଜଣଙ୍କ ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

  • ୟୁପିଆଇକୁ ନେଇ ଆସିଲା ବଡ ଖବର: ଦୀପାବଳି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ହ୍ବାଟ୍ସଆପ୍‌ରେ ନୂଆ ଅପ୍‌ଡେଟ୍‌, ଜାଣନ୍ତୁ କ’ଣ?

ହ୍ବାଟ୍ସଆପ୍‌ରେ ନୂଆ ଅପ୍‌ଡେଟ୍‌, ଜାଣନ୍ତୁ କ’ଣ?

2024-06-18 11:55:50
14102
Share:
Facebook
Twitter
E-Mail
WhatsApp
Telegram
ହ୍ବାଟ୍ସଆପ୍‌ରେ ନୂଆ ଅପ୍‌ଡେଟ୍‌,  ଜାଣନ୍ତୁ କ’ଣ?

 ନୂଆଦିଲ୍ଲୀ: ହ୍ବାଟ୍ସଆପ୍‌ର ସବୁଠୁ ବଡ଼ ସମସ୍ୟା ଦୂର ହୋଇଛି। ହ୍ବାଟ୍ସଆପ୍‌ ଏକ ନୂଆ ଅପ୍‌ଡେଟ୍‌ ରିଲିଜ୍‌ କରିଛି, ଯେଉଁଥିରେ ଡିଫଲ୍ଟ ମିଡିଆ ଫାଇଲ୍‌ର ଫର୍ମାଟ୍ ଏଚ୍‌ଡି ହୋଇଯାଇଛି। ସାଧାରଣତଃ କାହାକୁ ଫଟୋ କିମ୍ବା ଭିଡିଓ ପଠାଇବାବେଳେ ଆମକୁ ଏଚଡି ସିଲେକ୍ଟ କରିବାକୁ ପଡ଼ିଥାଏ, କିନ୍ତୁ ବର୍ତ୍ତମାନ ଏହା ଡିଫଲ୍ଟ ଭାବେ ଏଚ୍‌ଡି ହେବ। ଏଠାରେ ସୂଚନାଯୋଗ୍ୟ, ଚଳିତ ବର୍ଷ ମାର୍ଚ୍ଚ ମାସରେ ହ୍ବାଟ୍ସଆପ୍‌ ଏଚ୍‌ଡି ଫଟୋ ଭିଡିଓ ସପୋର୍ଟ ରିଲିଜ୍ କରିଥିଲା।

ହ୍ବାଟ୍ସଆପ୍‌ର ଏହି ଫିଚର୍ ବିଷୟରେ ସର୍ବପ୍ରଥମେ ଆଣ୍ଡ୍ରଏଡ୍‌ ପୋଲିସ୍‌ ଓ୍ବେବସାଇଟ୍‌ ସୂଚନା ଦେଇଛି। ରିପୋର୍ଟରେ କୁହାଯାଇଛି ଯେ, ଏଣିକି କୌଣସି ଫଟୋ କିମ୍ବା ଭିଡିଓ ପଠାଇବା ପୂର୍ବରୁ ଏହାର କ୍ଵାଲିଟିକୁ ଏଚ୍‌ଡିରେ ସେଟ୍‌ କରିବାକୁ ପଡ଼ିବ ନାହିଁ। ଏବେ ଡିଫଲ୍ଟ ରୂପେ ଏହି ସେଟିଙ୍ଗ୍‌ ଏଚ୍‌ଡି ହେବ, କିନ୍ତୁ ଏଥିପାଇଁ ପ୍ରଥମେ ଆପଣଙ୍କୁ ସେଟିଙ୍ଗ୍‌ କରିବାକୁ ପଡ଼ିବ।

ଡିଫଲ୍ଟ ମିଡିଆ କ୍ଵାଲିଟି ଏଚ୍‌ଡି ପାଇଁ ସେଟିଙ୍ଗ୍‌ରେ ଷ୍ଟୋରେଜ୍‌ ଓ ଡାଟା ସେଟିଙ୍ଗ୍‌କୁ ଯାଇ ଏଚ୍‌ଡି ସିଲେକ୍ଟ କରିବାକୁ ପଡ଼ିବ। ଏସ୍‌ଡି କ୍ଵାଲିଟିରେ ମିଡିଆ ଫାଇଲ ଶୀଘ୍ର ଶେୟାର ହୋଇଥାଏ ଏବଂ ଡାଟା ମଧ୍ୟ କମ୍‌ ଖର୍ଚ୍ଚ ହୋଇଥାଏ। କିନ୍ତୁ ଏଚ୍‌ଡିରେ ଏସ୍‌ଡି ତୁଳନାରେ ୬ ଗୁଣା ବଡ଼ ଫାଇଲ୍‌ ଶେୟାର ହୋଇଥାଏ ଏବଂ ଅଧିକ ଡାଟା ମଧ୍ୟ ବ୍ୟବହାର ହୋଇଥାଏ।

Powered by Froala Editor

Tags Whatsapp

Related articles Odisha News Lens 4.1

  • ଏକ ନୂଆ ଦଳ
    ଦେଶ-ଦେଶାନ୍ତର

    ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ମଧ୍ୟରେ ୪ ମିଲିୟନରୁ ଅଧିକ ଭ୍ୟୁ

    15354
    Oct 14, 2026
  • ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୧୪ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୧୪ ଜଣଙ୍କ ମୃତ୍ୟୁ

    14486
    Oct 14, 2026
  • ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌
    ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌

    13896
    Oct 14, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା
    ବାଣିଜ୍ୟ

    BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13621
    Oct 14, 2026
  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ
    ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15501
    Oct 14, 2026
  • ଆଗପଛ ହୋଇ ଚାଲିଗଲେ ୩ ଭାଈ: ମୋ ଭାଇ ମୋତେ ଡାକୁଛି...
    ଦେଶ-ଦେଶାନ୍ତର

    ଆଗପଛ ହୋଇ ଚାଲିଗଲେ ୩ ଭାଈ: ମୋ ଭାଇ ମୋତେ ଡାକୁଛି...

    13954
    Oct 14, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    14831
    Oct 14, 2026
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...
    ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...

    13455
    Oct 14, 2026
  • ୟୁପିଆଇକୁ ନେଇ ଆସିଲା ବଡ ଖବର: ଦୀପାବଳି ପର୍ଯ୍ୟନ୍ତ କୌଣସି ଶୁଳ୍କ ନିଆଯିବ ନାହିଁ
    ଦେଶ-ଦେଶାନ୍ତର

    ୟୁପିଆଇକୁ ନେଇ ଆସିଲା ବଡ ଖବର: ଦୀପାବଳି ପର୍ଯ୍ୟନ୍ତ କୌଣସି ଶୁଳ୍କ ନିଆଯିବ ନାହିଁ

    14743
    Oct 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13621
    Oct 14, 2026
  • ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13766
    Oct 14, 2026
  • ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    14831
    Oct 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17180
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17872
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17823
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18243
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14570
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14675
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15679
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14353
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16089
    Sep 23, 2026

ବାଣିଜ୍ୟ

BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

ଭାରତୀୟ ଶେୟାର ବଜାରରେ ଜୋରଦାର ଉତ୍ସାହ ଦେଖିବାକୁ ମିଳିଛି। BSE ସେନ୍‌ସେକ୍ସ ଓ NSE ନିଫ୍ଟି ୫୦ ଉଭୟ ୧ ପ୍ରତିଶତରୁ ଅଧିକ ବୃଦ୍ଧି ସହ କାରବାର ଶେଷ କରିଛନ୍ତି। କାରବାର ଶେଷରେ BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବା ୧.୫୪ ପ୍ରତିଶତ ବୃଦ୍ଧି ପାଇ ୭୩,୦୩୩.୭୮ ପଏଣ୍ଟରେ ବନ୍ଦ ହୋଇଛି। ସେହିପରି NSE ନିଫ୍ଟି ୫୦ ୩ ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15095
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15805
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15032
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15559
    Oct 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    14831
    Oct 14, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13766
    Oct 14, 2026
  • ଆଗପଛ ହୋଇ ଚାଲିଗଲେ ୩ ଭାଈ: ମୋ ଭାଇ ମୋତେ ଡାକୁଛି...

    13954
    Oct 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In