Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ...

  • ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ

  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ...

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ...

  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ...

  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ ...

  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ...

  • ତରଭୁଜ ନମୁନାରେ ମୂଷା ମରା ବିଷ

  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ...

Home ›› ››ମାରାତ୍ମକ ହେଲାଣି ଡିପ୍‌ଥେରିଆ, ସରାପସ୍ ଗାଁକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା ଦାବି

ମାରାତ୍ମକ ହେଲାଣି ଡିପ୍‌ଥେରିଆ, ସରାପସ୍ ଗାଁକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା ଦାବି

2024-06-19 19:57:40
13535
Share:
Facebook
Twitter
E-Mail
WhatsApp
Telegram
ମାରାତ୍ମକ ହେଲାଣି ଡିପ୍‌ଥେରିଆ, ସରାପସ୍ ଗାଁକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା ଦାବି

କଳାହାଣ୍ଡି ଜିଲ୍ଲା ଥୁଆମୂଳ. ରାମପୁର ବ୍ଲକ ଉପାନ୍ତ ସରାପାସ୍ ଗାଁରେ ଡିପ୍‌ଥେରିଆ ମାରାତ୍ମକ ରୂପ ଧାରଣ କରିଛି । ଜଣେ ଶିଶୁର ମୃତ୍ୟୁ ହୋଇଥିବାବେଳେ ଅନେକ ଆକ୍ରାନ୍ତ ଅଛନ୍ତି । ଏହାପରେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସର୍ଭେଲାନ୍ସ ଜାରି ରହିଛି । ଏକ ଡାକ୍ତରୀ ଦଳ ଗାଁରେ ଯାଞ୍ଚ କାର୍ଯ୍ୟ ଜାରି ରଖିଛନ୍ତି । 

ସୂଚନାଯୋଗ୍ୟ, ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ ମୁନୁଷପଦର ଗାଁ ସୀମାକୁ ଲାଗି ରହିଛି କଳାହାଣ୍ଡି ଜିଲ୍ଲାର ସରାପାସ ଗାଁ । ମୁନୁଷପଦର ଗାଁରେ ଡିପ୍‌ଥେରିଆରେ ପ୍ରାଣ ହରାଇଥିବା ଶିଶୁ ସରାପସ୍ ଗାଁକୁ ଏକ ଭୋଜିରେ ଯୋଗଦେବାକୁ ଆସିଥିଲେ । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଯାଞ୍ଚପରେ କଳାହାଣ୍ଡି ସ୍ୱାସ୍ଥ୍ୟ ବିଭାଗକୁ ଏନେଇ ରିପୋର୍ଟ ପ୍ରଦାନ କରାଯାଇଥିଲା । ଏହାପରେ ସରାପସ୍ ଗାଁରେ ଡିପ୍‌ଥେରିଆ ବ୍ୟାପିଥିବା ସନ୍ଦେହ କରାଯାଉଛି । ଅନ୍ୟ ଗାଁକୁ ଯେଭଳି ଏହି ମାରାତ୍ମକ ଡିପ୍‌ଥେରିଆ ନ ବ୍ୟାପିବ ଏଥିପାଇଁ ସରାପସ୍ ଗାଁକୁ କଣ୍ଟେନମେଣ୍ଟ ଜୋନ୍ କରାଯିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ।  

ଅନ୍ୟପଟେ ଡିପ୍‌ଥେରିଆ ଲକ୍ଷଣଯୁକ୍ତ ୫ଜଣଙ୍କୁ ଚିହ୍ନଟ କରିବା ପରେ ମଙ୍ଗଳବାର ଭବାନୀପାଟଣା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୪ଜଣଙ୍କ ନମୁନା ସଂଗ୍ରହ କରାଯାଇ ବୁଧବାର ପରୀକ୍ଷା ପାଇଁ ଭୁବନେଶ୍ୱର ଆରଏମ୍‌ଆରସି ପଠାଯାଇଛି ।

୧୯୯୮ରେ ବ୍ୟାପକ ଭାବେ ଡିପ୍‌ଥେରିଆ (କଣ୍ଠ ଆଳତି) ଦେଖାଯାଇଥିଲା । ଦୈନିକ ୧୦ରୁ ଅଧିକ ରୋଗୀ ଚିକିତ୍ସା ପାଇଁ ଭର୍ତ୍ତି ହେଉଥିଲେ । ୨୦୦୦ ମସିହା ପରଠୁ ବିଶେଷ ଭାବେ ଏହି ରୋଗ ଦେଖାଯାଉ ନଥିଲା । ଏଥିପାଇଁ ପ୍ରତିଷେଧକ ଟିକା ଦିଆଯାଉଛି । ଏବେ କିଛିଦିନ ହେଲା ପୁଣି ଏହି ରୋଗ ଦେଖାଯାଇଛି । ରୋଗର ଲକ୍ଷଣ ଦେଖାଦେବା ମାତ୍ରେ ସଙ୍ଗେସଙ୍ଗେ ଡାକ୍ତରୀ ପରାମର୍ଶ ନେବା ସହ ଜୀବାଣୁ ନାଶକ ଟିକା ନେବା ଆବଶ୍ୟକ ବୋଲି ଡାକ୍ତର କହିଛନ୍ତି ।

ସୂଚନାଯୋଗ୍ୟ ଯେ, ଏହି ରୋଗୀମାନଙ୍କ କ୍ଷେତ୍ରରେ ପ୍ରଥମେ ନିଃଶ୍ୱାସ ନେବାରେ ସମସ୍ୟା ହୋଇଥାଏ । ପରେ ନିମୋନିଆ, ଆଉ କିଛି ରୋଗୀଙ୍କ ହୃଦ୍‌ଘାତ ଓ ଆଉ କିଛି ରୋଗୀ ପକ୍ଷାଘାତର ଶିକାର ହୋଇଥାନ୍ତି । ଏହି ରୋଗୀଙ୍କ ପାଇଁ ସ୍ୱତନ୍ତ୍ର ଭାବେ ଆଇସୋଲେସନ୍ ୱାର୍ଡ କରାଯାଇଛି । ଆସୁଥିବା ରୋଗୀଙ୍କୁ ପ୍ରଥମେ ପ୍ରତିଷେଧକ ଇଞ୍ଜେକସନ୍ ସହ ଟିକା ଦିଆଯାଉଛି । ଏମ୍‌କେସିଜିରେ ଏହି ଟିକା ନ ଥିଲା । ସ୍ୱାସ୍ଥ୍ୟ ବିଭାଗରୁ ୩୦ଟି ଟିକା ଆସିଥିବା ବେଳେ ୧୮ଟି ଦିଆସରିଲାଣି ଏବଂ ଅଧିକ ଟିକା ମଗାଯାଇଛି । ଯେଉଁମାନେ ରୋଗୀଙ୍କ ସଂସ୍ପର୍ଶରେ ଆସୁଛନ୍ତି ପ୍ରତିଷେଧକ ଟିକା ପ୍ରଦାନ କରାଯାଇଛି ।

 

  


Powered by Froala Editor

Tags diphtheria

Related articles Odisha News Lens 4.1

  • ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ...
    ଦେଶ-ଦେଶାନ୍ତର

    ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ...

    15393
    May 09, 2026
  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ
    ଦେଶ-ଦେଶାନ୍ତର

    ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ

    15048
    May 08, 2026
  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...
    ଦେଶ-ଦେଶାନ୍ତର

    ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...

    14096
    May 07, 2026
  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ
    ଦେଶ-ଦେଶାନ୍ତର

    ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ

    14336
    May 08, 2026
  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର
    ଦେଶ-ଦେଶାନ୍ତର

    ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    13951
    May 08, 2026
  • ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ
    ଦେଶ-ଦେଶାନ୍ତର

    ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ

    14281
    May 09, 2026
  • ତରଭୁଜ ନମୁନାରେ ମୂଷା ମରା ବିଷ
    ଦେଶ-ଦେଶାନ୍ତର

    ତରଭୁଜ ନମୁନାରେ ମୂଷା ମରା ବିଷ

    14329
    May 08, 2026
  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

    14702
    May 09, 2026
  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    16027
    May 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

    14702
    May 09, 2026
  • ଦେଶ-ଦେଶାନ୍ତର

    ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ବିରାଜମାନ ହୋଇପାରିଛି: ମୋଦୀ

    15393
    May 09, 2026
  • ଦେଶ-ଦେଶାନ୍ତର

    ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ

    14336
    May 08, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17465
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17514
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17874
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16347
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15535
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14350
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15414
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15161
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13962
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15388
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15127
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15619
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13941
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

    14702
    May 09, 2026
  • ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ବିରାଜମାନ ହୋଇପାରିଛି: ମୋଦୀ

    15393
    May 09, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15535
    May 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In