Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ...

  • ମନ କି ବାତ୍ କାର୍ୟ୍ୟକ୍ରମରେ ...

  • ଇରାନର ସାତଦିନିଆ ଅସ୍ତ୍ରବିରତି ...

  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ...

  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୧୪ ଖରିଫ ଫସଲର ଏମଏସପି ବଢିଲା : ଧାନ କ୍ୱିଣ୍ଟାଲ ପିଛା ୨୩ ଶହ ଟଙ୍କାରେ ବିକ୍ରି କରିବେ ଚାଷୀ

୧୪ ଖରିଫ ଫସଲର ଏମଏସପି ବଢିଲା : ଧାନ କ୍ୱିଣ୍ଟାଲ ପିଛା ୨୩ ଶହ ଟଙ୍କାରେ ବିକ୍ରି କରିବେ ଚାଷୀ

2024-06-19 20:01:27
15190
Share:
Facebook
Twitter
E-Mail
WhatsApp
Telegram
୧୪ ଖରିଫ ଫସଲର ଏମଏସପି ବଢିଲା : ଧାନ କ୍ୱିଣ୍ଟାଲ ପିଛା ୨୩ ଶହ ଟଙ୍କାରେ ବିକ୍ରି କରିବେ ଚାଷୀ

କେନ୍ଦ୍ରରେ ମୋଦି ସରକାର ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବା ଏମଏସପି ବୃଦ୍ଧି କରିଛନ୍ତି। ଧାନ, ରାଗି, ବାଜରା, ମକା, କପା ସମେତ ୧୪ ଖରିଫ ଫସଲର ସର୍ବନିମ୍ନ ସହାୟତା ମୂଲ୍ୟ (ଏମଏସପି) ବୃଦ୍ଧି କରିଛନ୍ତି । ବୁଧବାର କେନ୍ଦ୍ର କ୍ୟାବିନେଟ ଏହାକୁ ଅନୁମୋଦନ କରିଥିବା ସୂଚନ ଦେଇଛନ୍ତି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।

ପୂର୍ବ ବର୍ଷର ଦର ଅପେକ୍ଷା କେନ୍ଦ୍ର ସରକାର ଧାନର ଏମଏସ୍‌ପିରେ ୧୧୭ ଟଙ୍କା ବଢ଼ାଇଛନ୍ତି। ବର୍ଦ୍ଧିତ ଦର ପରେ ଚାଷୀମାନେ ନିଜର ଧାନକୁ କ୍ୱିଣ୍ଟାଲ ପିଛା ୨୩ ଶହ ଟଙ୍କାରେ ବିକ୍ରି କରିପାରିବେ। ଗତବର୍ଷ ଚାଷୀଙ୍କୁ ଧାନ ପାଇଁ ୨୧୮୩ ଟଙ୍କା ମିଳୁଥିଲା।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟରେ ଧାନ ସହ ୧୪ଟି ଖରିଫ ଫସଲର ଦର ବୃଦ୍ଧି ଉପରେ ମୋହର ମାରିଥିବା କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି। ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ ”କୃଷକ କଲ୍ୟାଣ ପାଇଁ ଅନେକ ନିଷ୍ପତ୍ତି ମାଧ୍ୟମରେ ପରିବର୍ତ୍ତନ ସହିତ ନିରନ୍ତରତା ଉପରେ ଧ୍ୟାନ ଦେଉଥିବାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ତୃତୀୟ କାର୍ଯ୍ୟକାଳ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ନିଷ୍ପତ୍ତି ସହିତ କୃଷକମାନେ ଏମଏସପି ଆକାରରେ ପ୍ରାୟ ୨ ଲକ୍ଷ କୋଟି ଟଙ୍କା ପାଇବେ। ଯାହା ପୂର୍ବ ସିଜିନ୍ ତୁଳନାରେ ୩୫,୦୦୦ କୋଟି ଟଙ୍କା ଅଧିକ।”

ସେହିପରି ସାଧାରଣ କଟନର ଏମଏସ୍‌ପିକୁ ୭,୧୨୧ ଓ ଆଉ ଏକ ବର୍ଗର କଟନର ଏମଏସ୍‌ପି ୭୫୨୧ ଟଙ୍କା ହୋଇଛି। ଏହାର ପୂର୍ବ ଏମଏସ୍‌ପି ତୁଳନାରେ ୫୧୦ ଟଙ୍କା ଅଧିକ। ବାଜରାର ଅଟାର(ଜୋୱାର) ଦାମ ୩,୩୭୧ ଟଙ୍କା, ରାଗିର ଦାମ ୪,୨୯୦ ଟଙ୍କା, ବାଜରାର ଦାମ ୨୬୨୫ ଟଙ୍କା ଓ ମକାର ଏମଏସ୍‌ପି ୨,୨୨୫ ଟଙ୍କାକୁ ବୃଦ୍ଧି ପାଇଛି।

ଏହାବାଦ ଡାଲି ଜାତୀୟ ଦ୍ରବ୍ୟର ମଧ୍ୟ ଏମଏସ୍‌ପି ବୃଦ୍ଧି କରାଯାଇଛି। ମୁଗ ଡାଲିକର ଏମଏସ୍‌ପି ୮,୬୮୨ ଟଙ୍କା ହୋଇଥିବା ବେଳେ ମସୁର ଡାଲିର ଦାମ ୭୫୫୦ ଟଙ୍କା ହୋଇଛି। ପୂର୍ବବର୍ଷ ଅପେକ୍ଷା ଏହାର ଦାମ ୫୫୦ ଟଙ୍କା ବୃଦ୍ଧି କରାଯାଇଛି। ବିରି ଡାଲିର ଦାମ ୭,୪୦୦ ଟଙ୍କା କରାଯାଇଛି। ସୂର୍ଯ୍ୟମୂଖୀ ଓ ବାଦାମ ଦାମ ବି ସରକାର ବୃଦ୍ଧି କରିଛନ୍ତି। ବାଦାମ କ୍ୱିଣ୍ଟାଲ ପିଛା ଚାଷୀମାନେ ୬୭୮୩ ଟଙ୍କା ପାଇବେ।


Powered by Froala Editor

Tags msp

Related articles Odisha News Lens 4.1

  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13726
    Sep 28, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15350
    Sep 27, 2026
  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା
    ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14534
    Sep 28, 2026
  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା
    ଦେଶ-ଦେଶାନ୍ତର

    ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

    14029
    Sep 27, 2026
  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...
    ଅପରାଧ

    ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...

    13636
    Sep 27, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର
    ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14516
    Sep 28, 2026
  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି
    ମନୋରଞ୍ଜନ

    ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି

    15445
    Sep 27, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍
    ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    13890
    Sep 28, 2026
  • ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15610
    Sep 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14516
    Sep 28, 2026
  • ଦେଶ-ଦେଶାନ୍ତର

    ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15610
    Sep 27, 2026
  • ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ମୋଦୀ

    15350
    Sep 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17135
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17822
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17790
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18204
    Sep 06, 2023

ବିଶେଷ

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13665
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15685
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15249
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14624
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14862
    Sep 11, 2026

ବାଣିଜ୍ୟ

ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ଏଣିକି ଗ୍ରାହକଙ୍କୁ ଆଉ ୨୮ ଦିନ ନୁହେଁ, ବରଂ ପୂରା ୩୦ ଦିନର ରିଚାର୍ଜ ପ୍ଲାନ୍ ମିଳିବ । ଏହା ସହ ଶସ୍ତା ଭଏସ୍ ପ୍ଲାନ୍ ବି ଉପଲବ୍ଧ ହେବ । ରବିବାର କେନ୍ଦ୍ର ସରକାର ଟେଲିକମ୍ ଗ୍ରାହକ ସୁରକ୍ଷା (ତ୍ରୟୋଦଶ ସଂଶୋଧନ) ନିୟମାବଳୀ ୨୦୨୬ କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଗ୍ରାହକଙ୍କୁ ଏବେ ବର୍ଷକୁ ୧୩ଟି ରିଚାର୍ଜରୁ ମ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14064
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15943
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14432
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15624
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    13827
    Sep 28, 2026
  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ଚୋର

    13636
    Sep 27, 2026
  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି

    15445
    Sep 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In