Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ...

  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ...

  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ...

  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ...

  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ...

  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ...

  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ...

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ...

Home ›› ››ନିଟ୍ ଓ ୟୁଜିସି-ନେଟ ପରୀକ୍ଷାରେ ବିଭ୍ରାଟ ପ୍ରସଙ୍ଗ: ଧର୍ମେନ୍ଦ୍ରଙ୍କ ବାସଭବନ ଘେରାଉ

ନିଟ୍ ଓ ୟୁଜିସି-ନେଟ ପରୀକ୍ଷାରେ ବିଭ୍ରାଟ ପ୍ରସଙ୍ଗ: ଧର୍ମେନ୍ଦ୍ରଙ୍କ ବାସଭବନ ଘେରାଉ

2024-06-20 10:29:54
15425
Share:
Facebook
Twitter
E-Mail
WhatsApp
Telegram
ନିଟ୍ ଓ ୟୁଜିସି-ନେଟ ପରୀକ୍ଷାରେ ବିଭ୍ରାଟ ପ୍ରସଙ୍ଗ: ଧର୍ମେନ୍ଦ୍ରଙ୍କ ବାସଭବନ ଘେରାଉ

ଭୁବନେଶ୍ୱର: ନିଟ କେଁ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନ ଘେରାଉ କରାଯାଇଛି । ନିଟ୍ ଓ ୟୁଜିସି-ନେଟ ପରୀକ୍ଷାରେ ବିଭ୍ରାଟ ପ୍ରସଙ୍ଗରେ ଧର୍ମେନ୍ଦ୍ରଙ୍କ ଦିଲ୍ଲୀସ୍ଥିତ ବାସଭବନ ଘେରାଉ କରାଯାଇଛି । ଏନଏସୟୁଆଇ ପକ୍ଷରୁ ଧର୍ମେନ୍ଦ୍ରଙ୍କ ବାସଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।ଛାତ୍ରଛାତୀମାନେ ନକଲି ନୋଟ ଉଡ଼ାଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ।  ତେବେ ବିକ୍ଷୋଭ ପ୍ରଦାନ କରୁଥିବାବେଳେ ସେଠାରେ ଉପସ୍ଥିତ ପୁଲିସ ଛାତ୍ରଛାତ୍ରୀଙ୍କୁ ଉଠାଇ ନେଇଥିବା ଜଣାଯାଇଛି । 

ପ୍ରକାଶ ଯେ ପୂର୍ବରୁ ନିଟ ପରୀକ୍ଷାରେ ଅନିୟମିତତା ପ୍ରସଙ୍ଗ ଥମିନଥିବାବେଳେ ଗତକାଲି ୟୁଜିସି-ନେଟ ପରୀକ୍ଷାକୁ ମଧ୍ୟ ରଦ୍ଧ କରାଯାଇଛି । ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ ମଙ୍ଗଳବାର ହୋଇଥିବା ନେଟ୍‌ ପରୀକ୍ଷାକୁ ଶିକ୍ଷା ମନ୍ତ୍ରାଳୟ ବାତିଲ୍‌ କରିଦେଇଛି। ପରୀକ୍ଷାରେ ତ୍ରୁଟି ବିଚ୍ୟୁତି ପରିଲକ୍ଷିତ ହୋଇଥିବା ନେଇ ଅଭିଯୋଗ ଆସିବା ପରେ ପରୀକ୍ଷାକୁ ବାତିଲ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏହାସହ କେନ୍ଦ୍ର ସରକାର ଘଟଣାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ବୁଧବାର ଭାରତୀୟ ସାଇବର ଅପରାଧ ସମନ୍ୱୟ କେନ୍ଦ୍ର ଅନ୍ତର୍ଗତ ରାଷ୍ଟ୍ରୀୟ ସାଇବର ଅପରାଧ ବିଶ୍ଳେଷଣ ୟୁନିଟ୍‌କୁ ନେଟ୍‌ ପରୀକ୍ଷାରେ ତ୍ରୁଟି ବିଚ୍ୟୁତି ପରିଲକ୍ଷିତ ହୋଇଥିବା ନେଇ ସୂଚନା ମିଳିଥିଲା। ପରୀକ୍ଷା ପରିଚାଳନାରେ ସଠିକ ଭାବେ ସ୍ୱଚ୍ଛତା ଅବଲମ୍ବନ କରାଯାଇ ନ ଥିବା ନେଇ ପ୍ରାଥମିକ ଭାବେ ଜଣାପଡ଼ିଥିଲା। ଅତଏବ ବ୍ୟବସ୍ଥାରେ ସ୍ୱଚ୍ଛତା ରକ୍ଷା କରିବା ପାଇଁ କାଳବିଳମ୍ବ ନକରି କେନ୍ଦ୍ର ସରକାର ପରୀକ୍ଷା ବାତିଲ କରିବା ସହ ଏହି ଘଟଣାରେ ସିବିଆଇ ତଦନ୍ତ ପରି ବଡ଼ ନିଷ୍ପତ୍ତି ନେଇଛନ୍ତି। ସୂଚନା ଅନୁଯାୟୀ, ୧୮ ତାରିଖରେ ଦେଶର ୩୧୭ଟି ସହରର ୧୨୦୫ଟି ପରୀକ୍ଷା କେନ୍ଦ୍ରରେ ନେଟ୍‌ ପରୀକ୍ଷା ହୋଇଥିଲା। ଦୁଇଟି ପର୍ୟ୍ୟାୟରେ ପରୀକ୍ଷା ଅନୁଷ୍ଠିତ ହୋଇଥିବାବେଳେ ମୋଟ୍‌ ୯ ଲକ୍ଷ ୮ ହଜାର ୫୮୦ ଜଣ ପରୀକ୍ଷା ଦେଇଥିଲେ।

ଅନ୍ୟପକ୍ଷରେ ଡାକ୍ତରୀ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଉଦ୍ଦିଷ୍ଟ ଏନଇଇଟି-ୟୁଜି ପରୀକ୍ଷା ଗତ ମେ’ ୫ରେ ଅନୁଷ୍ଠିତ ହୋଇଥିଲା। ଦେଶର ପ୍ରାୟ ୨୪ ଲକ୍ଷ ଛାତ୍ରୀଛାତ୍ର ୪,୭୫୦ ସେଣ୍ଟରରେ ଏହି ପ୍ରବେଶିକା ପରୀକ୍ଷା ଦେଇଥିଲେ। ୬୭ ଜଣ ପରୀକ୍ଷାର୍ଥୀଙ୍କୁ ସର୍ବୋଚ୍ଚ ନମ୍ବର ଦିଆଯାଇ ର଼୍ୟାଙ୍କ ଓ୍ବାନରେ ସ୍ଥାନିତ କରାଯାଇଥିଲା। ହରିୟାଣାର ଗୋଟିଏ ପରୀକ୍ଷା କେନ୍ଦ୍ରର ୬ ଜଣ ପିଲା ସର୍ବୋଚ୍ଚ ନମ୍ବର ରଖିଥିଲେ। କେତେକ ପରୀକ୍ଷା କେନ୍ଦ୍ରର ଛାତ୍ରୀଛାତ୍ରଙ୍କୁ ଅତ୍ୟଧିକ ଗ୍ରେସ ମାର୍କ ଦିଆଯିବା ପରେ ସେମାନଙ୍କ ନମ୍ବର ୧୦୦% ରହିଥିଲା, ଯାହାକୁ ନେଇ ପ୍ରଶ୍ନ ଉଠିଛି। ସାନି ପରୀକ୍ଷା ଦାବିରେ ଛାତ୍ରୀଛାତ୍ର ଓ ସେମାନଙ୍କ ଅଭିଭାବକ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ପରୀକ୍ଷା ଅନିୟମିତତାକୁ ବିରୋଧକରି ବିଭିନ୍ନ ରାଜ୍ୟରେ ଆନ୍ଦୋଳନ ଜାରି ରହିଛି।

Powered by Froala Editor

Tags Dharmendra pradhan

Related articles Odisha News Lens 4.1

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ
    ବିଶେଷ

    ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13678
    Mar 14, 2026
  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ
    ଦେଶ-ଦେଶାନ୍ତର

    ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14180
    Mar 13, 2026
  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ
    ଖେଳ ଖବର

    ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13862
    Mar 12, 2026
  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...
    ଦେଶ-ଦେଶାନ୍ତର

    ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...

    15660
    Mar 13, 2026
  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍
    ଦେଶ-ଦେଶାନ୍ତର

    ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍

    15489
    Mar 12, 2026
  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ
    ଦେଶ-ଦେଶାନ୍ତର

    ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    14978
    Mar 12, 2026
  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି

    13588
    Mar 13, 2026
  • ପେଇଂ ଗେଷ୍ଟଙ୍କୁ  ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି

    15570
    Mar 12, 2026
  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    15091
    Mar 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି

    13588
    Mar 13, 2026
  • ଦେଶ-ଦେଶାନ୍ତର

    ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    15091
    Mar 12, 2026
  • ଦେଶ-ଦେଶାନ୍ତର

    ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି

    15570
    Mar 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17369
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17432
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17780
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16252
    Apr 03, 2021

ବିଶେଷ

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13678
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13663
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14338
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15071
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14825
    Mar 07, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15678
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15138
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14989
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14501
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13678
    Mar 14, 2026
  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି କରୁଥିଲେ

    15660
    Mar 13, 2026
  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    15091
    Mar 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In