ସ୍ନାନ ମଣ୍ଡପରେ ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ପରିବାର ସହ ପୁରୀ ଆସି ସ୍ନାନ ମଣ୍ଡପରେ ଦାରୁବ୍ରହ୍ମଙ୍କୁ ଦର୍ଶନ କରିଛନ୍ତି। ସେ କହିଲେ ଓଡ଼ିଶାର ସାଢ଼େ ଚାରି କୋଟି ଲୋକଙ୍କ ମଙ୍ଗଳ ପାଇଁ ସେ ମହାପ୍ରଭୁଙ୍କୁ ପ୍ରାର୍ଥନା କରିଛନ୍ତି। ମହାପ୍ରଭୁଙ୍କ କରୁଣାରୁ ଆଗାମୀ ରଥଯାତ୍ରା ସୁରୁଖୁରୁରେ ସମ୍ପନ୍ନ ହେବ। ବିଶ୍ବର କଲ୍ୟାଣ ପାଇଁ ପ୍ରଭୁଙ୍କୁ ପ୍ରାର୍ଥନା କରିଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି।
Powered by Froala Editor