Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନୂଆ ଡ୍ରାଇଭିଂ ଲାଇସେନ୍ସ କରାଇବାକୁ ...

  • ଆଇନରେ ବଡ଼ ପରିବର୍ତ୍ତନ: ରାସ୍ତାରେ ...

  • 'ମୋଦୀ କା ବାପ ଭି ଜାଏଗା’ ଏମିତି କାହିଁକି ...

  • ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ: ୧୨ବର୍ଷର ...

  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ...

  • ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ...

  • ଡିଏ ବୃଦ୍ଧି ଘୋଷଣା ନେଇ ଆସିଲା ଏହି ଖବର ...

  • କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଲେ ...

  • ଉଷା ମଙ୍ଗେଶକରଙ୍କୁ ମିଳିବ ‘ଭାରତ ରତ୍ନ ...

  • ୧୫୪ ବର୍ଷ ପରେ ଗୁଜରାଟରେ ଦେଖାଦେଲା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଇସ୍ରୋକୁ ହ୍ୟାଟ୍ରିକ: RLV-ପୁଷ୍ପକ ଅନ୍ତିମ ପର୍ଯ୍ୟାୟ ଲ୍ୟାଣ୍ଡିଂ ସଫଳ

ଇସ୍ରୋକୁ ହ୍ୟାଟ୍ରିକ: RLV-ପୁଷ୍ପକ ଅନ୍ତିମ ପର୍ଯ୍ୟାୟ ଲ୍ୟାଣ୍ଡିଂ ସଫଳ

2024-06-23 20:37:32
16349
Share:
Facebook
Twitter
E-Mail
WhatsApp
Telegram
ଇସ୍ରୋକୁ ହ୍ୟାଟ୍ରିକ: RLV-ପୁଷ୍ପକ ଅନ୍ତିମ ପର୍ଯ୍ୟାୟ ଲ୍ୟାଣ୍ଡିଂ ସଫଳ

ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ପୁନଃ ଉତ୍‌କ୍ଷେପଣଯୋଗ୍ୟ ଯାନ (ଆର୍‌ଏଲ୍‌ଭି)କୁ ରବିବାର କ୍ରମାଗତ ତୃତୀୟ ଥର ପାଇଁ ଅବତରଣ କରାଇ ହ୍ୟାଟ୍ରିକ୍‌ ସଫଳତା ହାସଲ କରିଛି। ରାମାୟଣରେ ବର୍ଣ୍ଣିତ ପୌରାଣିକ ଉପାଖ୍ୟାନ ଅନୁସାରେ, ଏହି ନିର୍ମାଣାଧୀନ ଅନ୍ତରୀକ୍ଷ ଯାନର ନାଁ ରଖାଯାଇଛି RLV-ପୁଷ୍ପକ। କର୍ଣ୍ଣାଟକର ଚିତ୍ରଦୁର୍ଗ ହେଲିପ୍ୟାଡରେ ଏହାର ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟ ଲ୍ୟାଣ୍ଡିଂ ଏକ୍ସପେରିମେଣ୍ଟ ସଫଳ ହୋଇଛି। ଏହାର ଅର୍ଥ ଇସ୍ରୋକୁ ମିଳିଛି ହ୍ୟାଟ୍ରିକ ସଫଳତା। ପୂର୍ବରୁ ଦୁଇଥର ହୋଇଥିବା ଲ୍ୟାଣ୍ଡିଂ ପରୀକ୍ଷଣ ମଧ୍ୟ ସଫଳ ହୋଇଥିଲା।

କୌଣସି ମହାକାଶ ସଂସ୍ଥା ପାଇଁ ଏହା ଏକ ବିରଳ ସଫଳତା। କର୍ଣ୍ଣାଟକର ଚିତ୍ରଦୁର୍ଗଠାରେ ଥିବା ଏରୋନଟିକାଲ ଟେଷ୍ଟ ରେଞ୍‌ (ଏଟିଆର୍‌)ଠାରେ ସକାଳ ୭ଟା ୧୦ ମିନିଟ୍‌ ସମୟରେ ଏଲ୍‌ଇଏକ୍ସ(୦୩) ସିରିଜ୍‌ର ତୃତୀୟ ତଥା ଚୂଡ଼ାନ୍ତ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଆର୍‌ଏଲ୍‌ଭି ପୁଷ୍ପକ ତୃତୀୟ ଥର ପାଇଁ ନିରାପଦର ସହ ଅବତରର କରି ହ୍ୟାଟ୍ରିକ ସଫଳତା ହାସଲ କରିଥିବା ଇସ୍ରୋ ଅଧ୍ୟକ୍ଷ ଏସ୍‌. ସୋମନାଥ କହିଛନ୍ତି। ଫଳରେ ମହାକାଶର କକ୍ଷପଥ ପାଇଁ ପରୀକ୍ଷା ନିମନ୍ତେ ପୁଷ୍କକ ଏବେ ପ୍ରସ୍ତୁତ।

ଏକ ରକେଟ ସହାୟତାରେ ଏହା ମହାକାଶକୁ ଯାଇ ସେଠାରୁ ସଫଳତାର ସହ ପୃଥିବୀରେ ଅବତରଣ କରିବ। ମହାକାଶ ଅଭିଯାନ ଖର୍ଚ୍ଚ କମାଇବାରେ ଏହା ବାସ୍ତବରେ ଗେମ୍‌ ଚେଞ୍ଜର ହେବ ବୋଲି ଇସ୍ରୋ ଅଧ୍ୟକ୍ଷ କହିଛନ୍ତି।

Powered by Froala Editor

Tags RLV

Related articles Odisha News Lens 4.1

  • ନୂଆ ଡ୍ରାଇଭିଂ ଲାଇସେନ୍ସ କରାଇବାକୁ ଚାହୁଁଥିଲେ, ଜାଣି ରଖନ୍ତୁ ଏହିସବୁ ନିୟମ....
    ଦେଶ-ଦେଶାନ୍ତର

    ନୂଆ ଡ୍ରାଇଭିଂ ଲାଇସେନ୍ସ କରାଇବାକୁ ଚାହୁଁଥିଲେ, ଜାଣି ରଖନ୍ତୁ ଏହିସବୁ ନିୟମ....

    15353
    Oct 26, 2026
  • ଡିଏ ବୃଦ୍ଧି ଘୋଷଣା ନେଇ ଆସିଲା ଏହି ଖବର ଜାଣନ୍ତୁ.....
    ଦେଶ-ଦେଶାନ୍ତର

    ଡିଏ ବୃଦ୍ଧି ଘୋଷଣା ନେଇ ଆସିଲା ଏହି ଖବର ଜାଣନ୍ତୁ.....

    13631
    Oct 25, 2026
  • ୧୫୪ ବର୍ଷ ପରେ ଗୁଜରାଟରେ ଦେଖାଦେଲା  ସ୍ୟାଣ୍ଡ ସ୍ନେକ୍
    ଦେଶ-ଦେଶାନ୍ତର

    ୧୫୪ ବର୍ଷ ପରେ ଗୁଜରାଟରେ ଦେଖାଦେଲା ସ୍ୟାଣ୍ଡ ସ୍ନେକ୍

    13949
    Oct 25, 2026
  • ଆଇନରେ ବଡ଼ ପରିବର୍ତ୍ତନ: ରାସ୍ତାରେ ଭଙ୍ଗାରୁଜା କଲେ, ମାତାପିତା ନିଜ ପକେଟରୁ କରିବେ ...
    ଦେଶ-ଦେଶାନ୍ତର

    ଆଇନରେ ବଡ଼ ପରିବର୍ତ୍ତନ: ରାସ୍ତାରେ ଭଙ୍ଗାରୁଜା କଲେ, ମାତାପିତା ନିଜ ପକେଟରୁ କରିବେ ...

    15109
    Oct 26, 2026
  • 'ମୋଦୀ କା ବାପ ଭି ଜାଏଗା’ ଏମିତି କାହିଁକି କହିଲେ ଖାର୍ଗେ ଜାଣନ୍ତୁ......
    ଦେଶ-ଦେଶାନ୍ତର

    'ମୋଦୀ କା ବାପ ଭି ଜାଏଗା’ ଏମିତି କାହିଁକି କହିଲେ ଖାର୍ଗେ ଜାଣନ୍ତୁ......

    14126
    Oct 26, 2026
  • ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ଟଙ୍କାରେ ବିକ୍ରି ହେଉଛି ସିଲିଣ୍ଡର
    ଦେଶ-ଦେଶାନ୍ତର

    ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ଟଙ୍କାରେ ବିକ୍ରି ହେଉଛି ସିଲିଣ୍ଡର

    13535
    Oct 25, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ,  ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ
    ବିଶେଷ

    ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    15488
    Oct 26, 2026
  • ଉଷା ମଙ୍ଗେଶକରଙ୍କୁ ମିଳିବ ‘ଭାରତ ରତ୍ନ ଡକ୍ଟର ଭୂପେନ ହଜାରିକା ଜାତୀୟ ପୁରସ୍କାର’
    ଦେଶ-ଦେଶାନ୍ତର

    ଉଷା ମଙ୍ଗେଶକରଙ୍କୁ ମିଳିବ ‘ଭାରତ ରତ୍ନ ଡକ୍ଟର ଭୂପେନ ହଜାରିକା ଜାତୀୟ ପୁରସ୍କାର’

    13820
    Oct 25, 2026
  • କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଲେ ସୋନମ ୱାଙ୍ଗଚୁକ, କହିଲେ ଏହା.....
    ଦେଶ-ଦେଶାନ୍ତର

    କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଲେ ସୋନମ ୱାଙ୍ଗଚୁକ, କହିଲେ ଏହା.....

    15484
    Oct 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ: ୧୨ବର୍ଷର ଯାତ୍ରାକୁ ‘ତୀର୍ଥଯାତ୍ରା’ ବୋଲି ଅଭିହିତ କଲେ ମୋଦୀ

    14069
    Oct 26, 2026
  • ଦେଶ-ଦେଶାନ୍ତର

    'ମୋଦୀ କା ବାପ ଭି ଜାଏଗା’ ଏମିତି କାହିଁକି କହିଲେ ଖାର୍ଗେ ଜାଣନ୍ତୁ......

    14126
    Oct 26, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ଟଙ୍କାରେ ବିକ୍ରି ହେଉଛି ସିଲିଣ୍ଡର

    13535
    Oct 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17219
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17913
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17859
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18280
    Sep 06, 2023

ବିଶେଷ

  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    15488
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14664
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15567
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15728
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15099
    Oct 18, 2026

ବାଣିଜ୍ୟ

ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

ଦୀପାବଳିର ଠିକ୍ ପୂର୍ବରୁ ସୁନା ଦରରେ ଦ୍ରୁତ ହ୍ରାସ ଦେଖିବାକୁ ମିଳିଛି । ଚଳିତ ସପ୍ତାହରେ ଅନ୍ତର୍ଜାତୀୟ ବଜାରରେ ସୁନା ଦର ପାଖାପାଖି ୪% ଖସିଛି । ଏହି ୪ ମାସରେ ସୁନାର ଏହା ସର୍ବବୃହତ୍ ହ୍ରାସ । ଅଶୋଧିତ ତୈଳ ଦରରେ ବୃଦ୍ଧି, ଦରଦାମ ଚିନ୍ତା ଏବଂ କଡ଼ା ମୁଦ୍ରାନୀତି ଆଶଙ୍କା ଯୋଗୁ ସୁନା ଆଉନ୍ସ ପିଛା ୪,୦୦୦ ଡଲାର ପର୍ଯ୍ ...

  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15116
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14808
    Oct 23, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    15239
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14425
    Oct 21, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନୂଆ ଡ୍ରାଇଭିଂ ଲାଇସେନ୍ସ କରାଇବାକୁ ଚାହୁଁଥିଲେ, ଜାଣି ରଖନ୍ତୁ ଏହିସବୁ ନିୟମ....

    15353
    Oct 26, 2026
  • ଆଇନରେ ବଡ଼ ପରିବର୍ତ୍ତନ: ରାସ୍ତାରେ ଭଙ୍ଗାରୁଜା କଲେ, ମାତାପିତା ନିଜ ପକେଟରୁ କରିବେ ଭରଣା

    15109
    Oct 26, 2026
  • ଉଷା ମଙ୍ଗେଶକରଙ୍କୁ ମିଳିବ ‘ଭାରତ ରତ୍ନ ଡକ୍ଟର ଭୂପେନ ହଜାରିକା ଜାତୀୟ ପୁରସ୍କାର’

    13820
    Oct 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In