Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ...

  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ...

  • ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ...

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ...

  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ...

  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ...

  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ...

  • ଅଲ୍ଲୁ ଅର୍ଜୁନଙ୍କୁ ସମନ

  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ...

  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ...

Home ›› ››ଇସ୍ରୋକୁ ହ୍ୟାଟ୍ରିକ: RLV-ପୁଷ୍ପକ ଅନ୍ତିମ ପର୍ଯ୍ୟାୟ ଲ୍ୟାଣ୍ଡିଂ ସଫଳ

ଇସ୍ରୋକୁ ହ୍ୟାଟ୍ରିକ: RLV-ପୁଷ୍ପକ ଅନ୍ତିମ ପର୍ଯ୍ୟାୟ ଲ୍ୟାଣ୍ଡିଂ ସଫଳ

2024-06-23 20:37:32
16078
Share:
Facebook
Twitter
E-Mail
WhatsApp
Telegram
ଇସ୍ରୋକୁ ହ୍ୟାଟ୍ରିକ: RLV-ପୁଷ୍ପକ ଅନ୍ତିମ ପର୍ଯ୍ୟାୟ ଲ୍ୟାଣ୍ଡିଂ ସଫଳ

ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ପୁନଃ ଉତ୍‌କ୍ଷେପଣଯୋଗ୍ୟ ଯାନ (ଆର୍‌ଏଲ୍‌ଭି)କୁ ରବିବାର କ୍ରମାଗତ ତୃତୀୟ ଥର ପାଇଁ ଅବତରଣ କରାଇ ହ୍ୟାଟ୍ରିକ୍‌ ସଫଳତା ହାସଲ କରିଛି। ରାମାୟଣରେ ବର୍ଣ୍ଣିତ ପୌରାଣିକ ଉପାଖ୍ୟାନ ଅନୁସାରେ, ଏହି ନିର୍ମାଣାଧୀନ ଅନ୍ତରୀକ୍ଷ ଯାନର ନାଁ ରଖାଯାଇଛି RLV-ପୁଷ୍ପକ। କର୍ଣ୍ଣାଟକର ଚିତ୍ରଦୁର୍ଗ ହେଲିପ୍ୟାଡରେ ଏହାର ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟ ଲ୍ୟାଣ୍ଡିଂ ଏକ୍ସପେରିମେଣ୍ଟ ସଫଳ ହୋଇଛି। ଏହାର ଅର୍ଥ ଇସ୍ରୋକୁ ମିଳିଛି ହ୍ୟାଟ୍ରିକ ସଫଳତା। ପୂର୍ବରୁ ଦୁଇଥର ହୋଇଥିବା ଲ୍ୟାଣ୍ଡିଂ ପରୀକ୍ଷଣ ମଧ୍ୟ ସଫଳ ହୋଇଥିଲା।

କୌଣସି ମହାକାଶ ସଂସ୍ଥା ପାଇଁ ଏହା ଏକ ବିରଳ ସଫଳତା। କର୍ଣ୍ଣାଟକର ଚିତ୍ରଦୁର୍ଗଠାରେ ଥିବା ଏରୋନଟିକାଲ ଟେଷ୍ଟ ରେଞ୍‌ (ଏଟିଆର୍‌)ଠାରେ ସକାଳ ୭ଟା ୧୦ ମିନିଟ୍‌ ସମୟରେ ଏଲ୍‌ଇଏକ୍ସ(୦୩) ସିରିଜ୍‌ର ତୃତୀୟ ତଥା ଚୂଡ଼ାନ୍ତ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଆର୍‌ଏଲ୍‌ଭି ପୁଷ୍ପକ ତୃତୀୟ ଥର ପାଇଁ ନିରାପଦର ସହ ଅବତରର କରି ହ୍ୟାଟ୍ରିକ ସଫଳତା ହାସଲ କରିଥିବା ଇସ୍ରୋ ଅଧ୍ୟକ୍ଷ ଏସ୍‌. ସୋମନାଥ କହିଛନ୍ତି। ଫଳରେ ମହାକାଶର କକ୍ଷପଥ ପାଇଁ ପରୀକ୍ଷା ନିମନ୍ତେ ପୁଷ୍କକ ଏବେ ପ୍ରସ୍ତୁତ।

ଏକ ରକେଟ ସହାୟତାରେ ଏହା ମହାକାଶକୁ ଯାଇ ସେଠାରୁ ସଫଳତାର ସହ ପୃଥିବୀରେ ଅବତରଣ କରିବ। ମହାକାଶ ଅଭିଯାନ ଖର୍ଚ୍ଚ କମାଇବାରେ ଏହା ବାସ୍ତବରେ ଗେମ୍‌ ଚେଞ୍ଜର ହେବ ବୋଲି ଇସ୍ରୋ ଅଧ୍ୟକ୍ଷ କହିଛନ୍ତି।

Powered by Froala Editor

Tags RLV

Related articles Odisha News Lens 4.1

  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ
    ଅପରାଧ

    ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ

    15244
    Jun 20, 2026
  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ
    ଦେଶ-ଦେଶାନ୍ତର

    ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ

    14570
    Jun 20, 2026
  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ...
    ଦେଶ-ଦେଶାନ୍ତର

    ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ...

    13937
    Jun 20, 2026
  • ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା
    ଦେଶ-ଦେଶାନ୍ତର

    ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା

    15394
    Jun 21, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ
    ବିଶେଷ

    ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14284
    Jun 21, 2026
  • ଅଲ୍ଲୁ ଅର୍ଜୁନଙ୍କୁ ସମନ
    ମନୋରଞ୍ଜନ

    ଅଲ୍ଲୁ ଅର୍ଜୁନଙ୍କୁ ସମନ

    15589
    Jun 20, 2026
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13552
    Jun 21, 2026
  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି
    ମନୋରଞ୍ଜନ

    ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି

    15133
    Jun 20, 2026
  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ
    ଦେଶ-ଦେଶାନ୍ତର

    ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ

    15370
    Jun 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ

    15244
    Jun 20, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13552
    Jun 21, 2026
  • ମନୋରଞ୍ଜନ

    ଅଲ୍ଲୁ ଅର୍ଜୁନଙ୍କୁ ସମନ

    15589
    Jun 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16936
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17555
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17605
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18000
    Sep 06, 2023

ବିଶେଷ

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14284
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15436
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14348
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15730
    Jun 18, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14946
    Jun 16, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13767
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14867
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15480
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15230
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ଅବୁଧାବି

    13937
    Jun 20, 2026
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13552
    Jun 21, 2026
  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା

    15544
    Jun 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In