Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 12, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ...

  • ଭାଇରାଲ ହେବାରେ ଲାଗିଛି ରାଜା ...

  • ଅହମ୍ମଦାବାଦରେ ଏୟାର ଇଣ୍ଡିଆର ...

  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

  • ଭାରି ଲାଭକାରୀ ଭୃସଙ୍ଗପତ୍ର

  • ଇନ୍ଦୋର ବିମାନବନ୍ଦରରେ ଅଭିଯୁକ୍ତଙ୍କୁ ...

  • ଆତଙ୍କବାଦୀଙ୍କ ଟାର୍ଗେଟରେ ଆମେରିକା, ଏହି ...

  • ରାଜା ରଘୁବଂଶୀ ହତ୍ୟା ମାମଲା: ସୋନମ୍‌ଙ୍କୁ ...

  • ଇଦ୍ ପାଳନ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ...

  • ୪ ଘଣ୍ଟା ChatGPT ଡାଉନ୍

ମନୋରଞ୍ଜନ
Home ›› ମନୋରଞ୍ଜନ ››ସିଦ୍ଧାର୍ଥ ଏବଂ ବୋହୂ ଜସ୍ମିନଙ୍କ ବିବାହରେ ବିଜୟ ମାଲ୍ୟା

ସିଦ୍ଧାର୍ଥ ଏବଂ ବୋହୂ ଜସ୍ମିନଙ୍କ ବିବାହରେ ବିଜୟ ମାଲ୍ୟା

2024-06-24 20:32:01
16971
Share:
Facebook
Twitter
E-Mail
WhatsApp
Telegram
ସିଦ୍ଧାର୍ଥ ଏବଂ ବୋହୂ ଜସ୍ମିନଙ୍କ ବିବାହରେ ବିଜୟ ମାଲ୍ୟା

ପୂର୍ବତନ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସୁପୁତ୍ର ସିଦ୍ଧାର୍ଥ ମାଲ୍ୟା ନିଜ ଲଙ୍ଗ୍ ଟାଇମ୍ ଗର୍ଲଫ୍ରେଣ୍ଡ୍ ଜସ୍ମିନଙ୍କ ସହ ବିବାହ କରିଛନ୍ତି । ଏହି ଖାସ୍ ଦିନରେ ବିଜୟ ମାଲ୍ୟା ନିଜ ପୁଅ ଏବଂ ବୋହୂଙ୍କ ସହ କିଛି ସୁଖଦ ମୁହୂର୍ତ୍ତର ଫୋଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ବିବାହର କିଛି ଫଟୋକୁ କନ୍ୟା ଜସ୍ମିନ୍ ନିଜର ଇନ୍ଷ୍ଟାଗ୍ରାମ ଆକାଉଣ୍ଟରେ ଅପଲୋଡ୍ କରିଛନ୍ତି । ସେଥିମଧ୍ୟରୁ ଗୋଟିଏ ଫଟୋରେ ତାଙ୍କୁ ଏକ ଧଳା ରଙ୍ଗର ଗାଉନ୍ରେ ଦେଖିବାକୁ ମିଳୁଛି । ସେ ସିଦ୍ଧାର୍ଥଙ୍କ ନିକଟରେ ଛିଡ଼ା ହୋଇ ହସୁଛନ୍ତି ।

ଅନ୍ୟ ଏକ ଫଟୋରେ ଦମ୍ପତି ପରସ୍ପରର ହାତ ଧରିଥିବାବେଳେ ଜସ୍ମିନ୍ଙ୍କ ହାତର ହୀରା ମୁଦି ମଧ୍ୟ ନଜର ଆସୁଛି । କ୍ୟାପସନ୍ ରେ ସେ ସାରା ଜୀବନର ବନ୍ଧନ ବୋଲି ଲେଖିଛନ୍ତି । ପୂର୍ବରୁ ସିଦ୍ଧାର୍ଥ ଚଳିତ ସପ୍ତାହରେ ନିଜର ଇନ୍ଷ୍ଟାଗ୍ରାମ ଆକାଉଣ୍ଟରେ ବିବାହ ସଂପର୍କରେ ସୂଚନା ଦେଇଥିଲେ । ସେତେବେଳେ ସେ ପୋଷ୍ଟ କରିଥିବା ଫଟୋରେ ତାଙ୍କ ସହିତ ଜସ୍ମିନ୍ଙ୍କୁ ବି ଦେଖିବାକୁ ମିଳିଥିଲା । କିଛି ଦିନ ଧରି ପରସ୍ପରକୁ ଡେଟ୍ କରିବା ପରେ ଗତବର୍ଷ ଏହି ଦମ୍ପତି ସେମାନଙ୍କର ନିର୍ବନ୍ଧ ସଂପର୍କରେ ଘୋଷଣା କରିଥିଲେ । 

ଲଣ୍ଡନରେ ସୀମିତ ପରିବାର ଲୋକ ଏବଂ ବନ୍ଧୁବାନ୍ଧବଙ୍କ ଗହଣରେ ସିର୍ଦ୍ଧାର୍ଥ ଏବଂ ଜସ୍ମିନଙ୍କ ବିବାହ ଉଭୟ ଖ୍ରୀଷ୍ଟିଆନ୍ ଏବଂ ହିନ୍ଦୁ ରୀତିନୀତି ଅନୁଯାୟୀ ସମ୍ପନ୍ନ ହୋଇଥିଲା । ସିଦ୍ଧାର୍ଥ ମାଲ୍ୟାଙ୍କ ଜନ୍ମ ଲସ୍ ଏଞ୍ଜେଲ୍ସର କାଲିଫର୍ଣ୍ଣିଆରେ ହୋଇଥିବାବେଳେ ଲଣ୍ଡନ ଏବଂ ୟୁଏଇରେ ଲାଳନ ପାଳନ ହୋଇଥିଲା । ସେ ୱେଲିଙ୍ଗଟନ୍ କଲେଜ ଏବଂ କ୍ୱୀନ୍ ମେରୀ ବିଶ୍ୱବିଦ୍ୟାଳୟ ଲଣ୍ଡନରୁ ଅଧ୍ୟୟନ ଶେଷ କରିଥିଲେ । ଏହା ପରେ ସେ ରୟାଲ ସେଣ୍ଟ୍ରାଲ ସ୍କୁଲ ଅଫ୍ ସ୍ପୀଚ୍ ଆଣ୍ଡ୍ ଡ୍ରାମାରେ ଅଡମିଶନ୍ କରିଥିଲେ । ଏହା ପରେ ଜଣେ ମଡେଲ ଏବଂ ଅଭିନେତା ଭାବରେ କ୍ୟାରିୟର ଆରମ୍ଭ କରିଥିଲେ । 

ତେବେ କନ୍ୟା ଜସ୍ମିନ୍ଙ୍କ ସଂପର୍କରେ ଅଧିକ କିଛି ସୂଚନା ମିଳିନାହିଁ । ସେ ଆମେରିକାରେ ରହୁଥିବା ତାଙ୍କର ଇନ୍ଷ୍ଟାଗ୍ରାମ ପ୍ରୋଫାଇଲ୍ରୁ ଜଣାପଡ଼ିଛି । ସେହିପରି ଜସ୍ମିନ ହେଉଛନ୍ତି ହ୍ୟାରି ପର୍ଟରଙ୍କ ଜଣେ ବଡ଼ ଫ୍ୟାନ୍ । ତାଙ୍କୁ ଖାଇବା ଏବଂ ଭ୍ରମଣର ସଉକ ଅଛି ।


Powered by Froala Editor

Tags sidharth

Related articles Odisha News Lens 4.1

  •  ରାଜା ରଘୁବଂଶୀ ହତ୍ୟା ମାମଲା: ସୋନମ୍‌ଙ୍କୁ ଦିଦି ଡାକୁଥିଲା ରାଜ
    ଦେଶ-ଦେଶାନ୍ତର

    ରାଜା ରଘୁବଂଶୀ ହତ୍ୟା ମାମଲା: ସୋନମ୍‌ଙ୍କୁ ଦିଦି ଡାକୁଥିଲା ରାଜ

    14013
    Jun 11, 2025
  • ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ

    13526
    Jun 12, 2025
  • ଇନ୍ଦୋର ବିମାନବନ୍ଦରରେ ଅଭିଯୁକ୍ତଙ୍କୁ ଚାପୁଡା ମାରିଲେ ଯାତ୍ରୀ
    ଦେଶ-ଦେଶାନ୍ତର

    ଇନ୍ଦୋର ବିମାନବନ୍ଦରରେ ଅଭିଯୁକ୍ତଙ୍କୁ ଚାପୁଡା ମାରିଲେ ଯାତ୍ରୀ

    14040
    Jun 11, 2025
  • ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ

    14279
    Jun 12, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...
    ବିଶେଷ

    ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    14911
    Jun 11, 2025
  • ଆତଙ୍କବାଦୀଙ୍କ ଟାର୍ଗେଟରେ ଆମେରିକା, ଏହି ତିନି ଜଣଙ୍କୁ ଅଲକାଏଦାର ଧମକ
    ଦେଶ-ଦେଶାନ୍ତର

    ଆତଙ୍କବାଦୀଙ୍କ ଟାର୍ଗେଟରେ ଆମେରିକା, ଏହି ତିନି ଜଣଙ୍କୁ ଅଲକାଏଦାର ଧମକ

    14513
    Jun 11, 2025
  • ଇଦ୍ ପାଳନ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ସନା
    ମନୋରଞ୍ଜନ

    ଇଦ୍ ପାଳନ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ସନା

    15723
    Jun 10, 2025
  • ଭାଇରାଲ ହେବାରେ ଲାଗିଛି ରାଜା ରଘୁବଂଶୀଙ୍କ ଶେଷ ଇନଷ୍ଟାଗ୍ରାମ ପୋଷ୍ଟ
    ଦେଶ-ଦେଶାନ୍ତର

    ଭାଇରାଲ ହେବାରେ ଲାଗିଛି ରାଜା ରଘୁବଂଶୀଙ୍କ ଶେଷ ଇନଷ୍ଟାଗ୍ରାମ ପୋଷ୍ଟ

    14592
    Jun 12, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର
    ବିଶେଷ

    ଭାରି ଲାଭକାରୀ ଭୃସଙ୍ଗପତ୍ର

    14442
    Jun 11, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଭାରି ଲାଭକାରୀ ଭୃସଙ୍ଗପତ୍ର

    14442
    Jun 11, 2025
  • ଦେଶ-ଦେଶାନ୍ତର

    ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ

    13526
    Jun 12, 2025
  • ଦେଶ-ଦେଶାନ୍ତର

    ଭାଇରାଲ ହେବାରେ ଲାଗିଛି ରାଜା ରଘୁବଂଶୀଙ୍କ ଶେଷ ଇନଷ୍ଟାଗ୍ରାମ ପୋଷ୍ଟ

    14592
    Jun 12, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16656
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16957
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15484
    Apr 03, 2021

ବିଶେଷ

  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    14911
    Jun 11, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    14442
    Jun 11, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    13969
    Jun 10, 2025
  • ଏହିସବୁ ସମସ୍ୟା ପାଇଁ ଲେମ୍ବୁ ପାଣି

    15390
    Jun 10, 2025
  • ଆଖି ପାଇଁ ସପୁରୀ ରସ

    16102
    Jun 08, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15699
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16324
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14028
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14822
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇଦ୍ ପାଳନ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ସନା

    15723
    Jun 10, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    14442
    Jun 11, 2025
  • ଆତଙ୍କବାଦୀଙ୍କ ଟାର୍ଗେଟରେ ଆମେରିକା, ଏହି ତିନି ଜଣଙ୍କୁ ଅଲକାଏଦାର ଧମକ

    14513
    Jun 11, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In