Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

Home ›› ››କବାବ୍ ଏବଂ ମାଛର ଡିସ୍‌ରେ କୃତ୍ରିମ ରଙ୍ଗ ବ୍ୟବହାର ହୋଇପାରିବନି

କବାବ୍ ଏବଂ ମାଛର ଡିସ୍‌ରେ କୃତ୍ରିମ ରଙ୍ଗ ବ୍ୟବହାର ହୋଇପାରିବନି

2024-06-25 20:04:17
14027
Share:
Facebook
Twitter
E-Mail
WhatsApp
Telegram
କବାବ୍ ଏବଂ ମାଛର ଡିସ୍‌ରେ କୃତ୍ରିମ ରଙ୍ଗ ବ୍ୟବହାର ହୋଇପାରିବନି

କଟନ କାଣ୍ଡି ଉପରେ ନିଷେଧାଦେଶ ପରେ ବର୍ତ୍ତମାନ କର୍ଣ୍ଣାଟକର ସିଦ୍ଧାରମାୟା ସରକାର ଚିକେନ୍ କବାବ୍‌ ଏବଂ ମାଛରୁ ପ୍ରସ୍ତୁତ ଖାଦ୍ୟ ନେଇ  ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ଦୀନେଶ ଗୁଣ୍ଡୁ ରାଓ କବାବ୍ ଏବଂ ମାଛର ଡିସ୍‌ରେ କୃତ୍ରିମ ରଙ୍ଗ ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇଛନ୍ତି।  ଯଦି କେହି ଏହି ଖାଦ୍ୟରେ ଆର୍ଟିଫିସିଆଲ ରଙ୍ଗ ବ୍ୟବହାର କରନ୍ତି ତେବେ ତାଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ।

କର୍ଣ୍ଣାଟକ ସ୍ୱାସ୍ଥ୍ୟମନ୍ତ୍ରୀ ଦୀନେଶ ଗୁଣ୍ଡୁ ରାଓ କହିଛନ୍ତି ଯେ ଜନସାଧାରଣଙ୍କ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ଏହି ବ୍ୟାନ୍‌ ଲଗାଯାଇଛି। ଖାଦ୍ୟ ସାମଗ୍ରୀରେ କୃତ୍ରିମ ରଙ୍ଗର ପ୍ରତିକୂଳ ପ୍ରଭାବ ଉପରେ ଅନୁସନ୍ଧାନ ଏବଂ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଖାଦ୍ୟ ସୁରକ୍ଷା ବିଭାଗ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିଷେଧାଦେଶ ଉଲ୍ଲଂଘନ କଲେ ସର୍ବନିମ୍ନ ସାତ ବର୍ଷ ଜେଲଦଣ୍ଡ ଏବଂ ସର୍ବାଧିକ ଆଜୀବନ କାରାଦଣ୍ଡ ହୋଇପାରେ ଏବଂ ୧୦ ଲକ୍ଷ ଟଙ୍କା ଜରିମାନା ଏବଂ ଖାଦ୍ୟ ଆଉଟଲେଟର ଲାଇସେନ୍ସ ବାତିଲ ହୋଇପାରିବ।

କିଛି ଦିନ ପୂର୍ବରୁ ଏହି ଜିନିଷଗୁଡିକର ନମୁନାଗୁଡ଼ିକର ଗୁଣବତ୍ତା ଯାଞ୍ଚ କରାଯାଇଥିଲା ଏବଂ କୃତ୍ରିମ ରଙ୍ଗ ବ୍ୟବହାର ଯୋଗୁ ସେସବୁଖାଦ୍ୟର ଗୁଣବତ୍ତା ଖରାପ ଥିବା ଜଣାପଡିଥିଲା। ରାଜ୍ୟ ଲାବୋରେଟୋରୀରୁ ୩୯ଟି କବାବ ନମୁନା ସଂଗ୍ରହ କରି ଏହା ବିଶ୍ଳେଷଣ କରିଥିଲା। ୩୯ଟିରୁ ୮ଟି ନମୁନାରେ କୃତ୍ରିମ ରଙ୍ଗର ଉପସ୍ଥିତି, ବିଶେଷତଃ ସନ୍‌ ସେଟ୍‌ ୟେଲୋ ଏବଂ କାର୍ମୋସିନ୍ ହେତୁ ଏହା ଖାଇବା ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ବୋଲି ଜଣାପଡିଥିଲା। ଏହାପରେ କର୍ଣ୍ଣାଟକ ସରକାର ଆକ୍ସନମୁଡ୍‌କୁ ଆସି କୃତ୍ରିମ ରଙ୍ଗ ବ୍ୟାବହାର ଉପରେ ବ୍ୟାନ୍‌ ଲଗାଇଛନ୍ତି।

Powered by Froala Editor

Tags kabab

Related articles Odisha News Lens 4.1

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....
    ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14590
    May 30, 2026
  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ
    ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15658
    May 29, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15092
    May 30, 2026
  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14603
    May 30, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14130
    May 30, 2026
  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15780
    May 29, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14316
    May 29, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ
    ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15857
    May 29, 2026
  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ
    ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13422
    May 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14316
    May 29, 2026
  • ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14130
    May 30, 2026
  • ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15092
    May 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16895
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17515
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17565
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17949
    Sep 06, 2023

ବିଶେଷ

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14475
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14590
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14316
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15338
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14918
    May 26, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15440
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15183
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15667
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14005
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15658
    May 29, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15092
    May 30, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14590
    May 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In