Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, August 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣର ଧମକ

  • ରାଷ୍ଟ୍ରପରି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ...

  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ...

  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ରାହୁଲ ବିରୋଧୀ ଦଳର ନେତା

ରାହୁଲ ବିରୋଧୀ ଦଳର ନେତା

2024-06-25 20:14:04
16112
Share:
Facebook
Twitter
E-Mail
WhatsApp
Telegram
ରାହୁଲ ବିରୋଧୀ ଦଳର ନେତା
ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇବା ପରେ ରାହୁଲ ବିରୋଧୀ ଦଳର ନେତା ହେବା ପାଇଁ ସହମତି ହୋଇଛନ୍ତି। ରାହୁଲ ବିରୋଧୀ ଦଳର ନେତା ନିର୍ବାଚିତ ହୋଇଥିବା କଂଗ୍ରେସ ପକ୍ଷରୁ ଘୋଷଣା କରାଯାଇଛି। ଏନେଇ କଂଗ୍ରେସ ସଂସଦୀୟ କମିଟି ଅଧ୍ୟକ୍ଷ ସୋନିଆ ଗାନ୍ଧି କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି। କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧିଙ୍କୁ ଲୋକସଭାରେ ବିରୋଧୀ ଦଳର ନେତା ଚୟନ କରାଯାଇଥିବା ସେ ଚିଠିରେ ଅବଗତ କରାଇଛନ୍ତି। ପ୍ରାୟ ୧୦ ବର୍ଷ ପରେ ଲୋକ ସଭାକୁ ବିରୋଧୀ ଦଳ ନେତା ମିଳିଛି। ରାହୁଲ ଏବେ ଉତ୍ତର ପ୍ରଦେଶ ରାଏବରେଲିରୁ ଏମପି ଭାବେ ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି।

ଲୋକ ସଭା ନିର୍ବାଚନ ପରେ ମଙ୍ଗଳବାର ଇଣ୍ଡିଆ ମେଣ୍ଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ ଲୋକ ସଭାର ବିରୋଧୀ ଦଳ ନେତା କିଏ ହେବ ବୋଲି ନିଷ୍ପତ୍ତି ହୋଇଛି। ସର୍ବସମ୍ମତି କ୍ରମେ ରାହୁଲଙ୍କୁ ବିରୋଧୀ ଦଳ ନେତା ଭାବେ ମନୋନୀତ କରାଯାଇଛି। କଂଗ୍ରେସ ସଂସଦୀୟ ଦଳର ନେତା ପ୍ରୋଟେମ ସ୍ପିକର ଭର୍ତ୍ତୁହରି ମହତାବଙ୍କୁ ଚିଠି ଲେଖି ଜଣାଇଛନ୍ତି।

ଏହି ଇଣ୍ଡିଆ ମେଣ୍ଟ ବୈଠକରେ କଂଗ୍ରେସ ଏମପି ତଥା ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ, ଟିଏମସି ଏମପି ଡେରେକ ଓ’ବ୍ରାଇନ ଏବଂ କଲ୍ୟାଣ ବାନାର୍ଜୀ, ସମାଜବାଦି ପାର୍ଟି ନେତା ରାମ ଗୋପାଳ ଯାଦବ, ଡିଏମକେର ଟିଆର ବାଲୁ, ଆରଜେଡିର ସୁରେନ୍ଦ୍ର ଯାଦବ, ଏନସିପି (ଏସପି)ର ସୁପ୍ରିୟା ସୁଲେ, ଆରଏସପିର ଏନ.କେ ପ୍ରେମଚନ୍ଦ୍ରନ ସେନା (ୟୁବିଟି) ଆରବିନ୍ଦ ସାୱନ୍ତ, ଆରଏଲପି ଏମପି ହନୁମାନ ବେନିୱାଲ ଉପସ୍ଥିତ ଥିଲେ।



Powered by Froala Editor

Tags rahul

Related articles Odisha News Lens 4.1

  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ
    ଦେଶ-ଦେଶାନ୍ତର

    ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ

    13655
    Aug 13, 2026
  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ
    ଦେଶ-ଦେଶାନ୍ତର

    ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ

    14723
    Aug 13, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି
    ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13422
    Aug 13, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13384
    Aug 14, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    13869
    Aug 13, 2026
  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ
    ଦେଶ-ଦେଶାନ୍ତର

    JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ

    15663
    Aug 13, 2026
  •  ରାଷ୍ଟ୍ରପରି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...
    ଦେଶ-ଦେଶାନ୍ତର

    ରାଷ୍ଟ୍ରପରି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...

    14116
    Aug 14, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15571
    Aug 13, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣର ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣର ଧମକ

    15167
    Aug 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ

    13655
    Aug 13, 2026
  • ଦେଶ-ଦେଶାନ୍ତର

    JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ

    15663
    Aug 13, 2026
  • ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13422
    Aug 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17027
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17641
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17692
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18091
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14363
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14510
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14347
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15926
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16339
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    13896
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14357
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15260
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14631
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15571
    Aug 13, 2026
  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ

    13655
    Aug 13, 2026
  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ

    14723
    Aug 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In