Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ...

  • ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ...

  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ...

  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

  • ତାଜ ହୋଟେଲକୁ ବୋମା ଧମକ

  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ...

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ...

  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦେଶର ସେବା କରିବା ବହୁତ କମ ଲୋକଙ୍କୁ ସୁଯୋଗ ମିଳିଥାଏ: ରାଷ୍ଟ୍ରପତି

ଦେଶର ସେବା କରିବା ବହୁତ କମ ଲୋକଙ୍କୁ ସୁଯୋଗ ମିଳିଥାଏ: ରାଷ୍ଟ୍ରପତି

2024-06-27 07:27:06
14333
Share:
Facebook
Twitter
E-Mail
WhatsApp
Telegram
ଦେଶର ସେବା କରିବା ବହୁତ କମ ଲୋକଙ୍କୁ ସୁଯୋଗ ମିଳିଥାଏ: ରାଷ୍ଟ୍ରପତି

ନୂଆଦିଲ୍ଲୀ: ଆଜି ସଂସଦର ମିଳିତ ଅଧିବେଶନକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି ଜନ ସେବାର ସୌଭାଗ୍ୟ ବହୁତ କମ ଲୋକଙ୍କୁ ମିଳିଥାଏ । ଦେଶର ସେବା କରିବା ବହୁତ କମ ଲୋକଙ୍କୁ ସୁଯୋଗ ମିଳିଥାଏ । ଏଥିସହ ବାଚସ୍ପତି ଓମ ବିର୍ଲାଙ୍କୁ ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି । ଆପଣମାନେ ନିଜର ଦାୟିତ୍ୱ ଭଲ ଭାବେ ଗ୍ରହଣ କରିବେ ଏନେଇ ମୋର ସମ୍ଫୁର୍ଣ ଆଶା ବିଶ୍ୱାସ ରହିଛି । ଏଥିସହ ଓମ ବିର୍ଲାଙ୍କୁ ଶୁଭେଚ୍ଚା ଜଣାଇଛନ୍ତି ।
ଏହାଛଡ଼ା ସେ କ’ଣ ସବୁ କହିଛନ୍ତି ସଂକ୍ଷେପରେ ଜାଣନ୍ତୁ
-ଏଥର କାଶ୍ମୀର ଘାଟିରେ ରେକର୍ଡ ସଂଖ୍ୟକ ଭୋଟିଂ ହୋଇଛି
-ଚାରିଦଶକରୁ ଏଠାରେ ଭୋଟିଂ ପ୍ରତିଶତ କମ ହେଉଥିଲା
-ଦେଶରେ ପୁଣି ଥରେ ସ୍ଥିର ଓ ବହୁମତ ସରକାର ଗଠନ ହୋଇଛି
-ମୋ ସରକାର ଉପରେ ଲୋକେ ତୃତୀୟ
 ଥର ଭରସା କଲେ
-ଲୋକେ ଜାଣିଛନ୍ତି ସେମାନଙ୍କ ଆକାଂକ୍ଷା ମୋ ସରକାର ପୂରଣ କରିପାରିବ
-୧୦ ବର୍ଷର ସୁଶାସନ ଉପରେ ଏହା ଲୋକଙ୍କ ମୋହର
- ରାଜ୍ୟର ବିକାଶରେ ଦେଶର ବିକାଶ, ଏହି ବିଶ୍ୱାସରେ ଆଗକୁ ବଢିବା
-ଅର୍ଥନୀତିରେ ଦେଶ ବିଶ୍ୱର ପଞ୍ଚମସ୍ଥାନକୁ ଉନ୍ନୀତ ହୋଇଛି
-ଏବେ ତୃତୀୟସ୍ଥାନରେ ପହଞ୍ଚିବାକୁ ଲକ୍ଷ୍ୟ ରଖାଯାଇଛି
-ଗ୍ରାମୀଣ ଅର୍ଥ ବ୍ୟବସ୍ଥାକୁ ମୋ ସରକାର ଗୁରୁତ୍ୱ ଦେଇଛି
-ଆଗାମୀ ବଜେଟ ଐତିହାସିକ ପଦକ୍ଷେପ ଦେଖିବାକୁ ମିଳିବ
-ମୋ ସରକାର ଆରମ୍ଭରୁ ଏମଏସପି ବୃଦ୍ଧି କରିଛନ୍ତି
-ଚାଷୀଙ୍କ ଖାତାକୁ ୨୦ ହଜାର କୋଟି ଟଙ୍କା ଟ୍ରାନ୍ସଫର କରାଯାଇଛି
-ବିଶ୍ୱବନ୍ଧୁ ହୋଇ ଭାରତ ବିଶ୍ୱର ଅନେକ ସମସ୍ୟାର ସମାଧାନ କରୁଛି
-ସୁସ୍ଥ ଭାରତ ନିର୍ମାଣରେ ଭାରତ ସହଯୋଗ କରୁଛି
-ଯୋଗ ଆଜି ସମଗ୍ର ବିଶ୍ୱରେ ପହଞ୍ଚିଛି
-ଗ୍ରାମାଞ୍ଚଳରେ ଆଜି ୩ଲକ୍ଷ କିମିରୁ ଅଧିକ ରାସ୍ତା ନିର୍ମାଣ ହୋଇଛି
-ନର୍ଥ ଇଷ୍ଟରେ ସ୍ଥାୟୀ ଶାନ୍ତି ପାଇଁ ମୋ ସରକାର ଉଦ୍ୟମ କରୁଛି
-୧୦ ବର୍ଷରେ ୨୧ ସହରରେ ମେଟ୍ରୋ ପହଞ୍ଚିଛି
-ପବ୍ଲିକ ଟ୍ରାନ୍ସପୋର୍ଟରେ କ୍ରାନ୍ତିକାରୀ ପରିବର୍ତ୍ତନ ଆସିଛି
-ଉତ୍ତର-ଦକ୍ଷିଣ ଭାରତରେ ବୁଲେଟ ଟ୍ରେନ ଚଳାଚଳ କରିବ
-୩ କୋଟି ମହିଳାଙ୍କୁ ଲକ୍ଷପତି ଦିଦି କରିବାକୁ ବ୍ୟାପକ ଅଭିଯାନ
-ବିଜୁଳି ବିଲ ଜିରୋ କରିବାକୁ ଯୋଜନା ଆସିଛି
-୨୫କୋଟି ଭାରତୀୟ ଗରିବୀରୁ ମୁକ୍ତ ହୋଇଛନ୍ତି
-ମହିଳାଙ୍କୁ ଡ୍ରୋନ ପାଇଲଟ କରିବାକୁ ଉଦ୍ୟମ କରାଯାଉଛି
-ଆୟୁଷ୍ମାନ ଯୋଜନାର ଲାଭ ୭୫ ବର୍ଷରୁ ଅଧିକ ଲୋକଙ୍କୁ ବି ମିଳିବ
-୧୦ ବର୍ଷରେ ଅନେକ ସଂସ୍କାର ହୋଇଛି, ଦେଶବାସୀ ଉପକୃତ ହେଉଛନ୍ତି
-ଏପ୍ରିଲରେ ଜିଏସଟିରୁ ୨ ଲକ୍ଷ କୋଟି ଆଦାୟ ହୋଇଛି
-ଏହା ଦ୍ୱାରା ରାଜ୍ୟର ବିକାଶ ଦୃତ ଗତିରେ ହୋଇପାରିବ
-ପ୍ରତିରକ୍ଷାକ୍ଷେତ୍ରରେ ଆତ୍ମନିର୍ଭର ହେବାକୁ ବିଭିନ୍ନ ପଦକ୍ଷେପ ନିଆଯାଉଛି
-ୟୁପି ଓ ତାମିଲନାଡ଼ୁରେ ୨ ଟି ଡିଫେନ୍ସ କୋରିଡର ହେଉଛି
-ସେନାର ଆଧୁନିକତା ଉପରେ ଜୋର ଦିଆଯାଉଛି
-ପେପର ଲିକର ନିରପେକ୍ଷ ଯାଞ୍ଚ ହେବ
-ନିରପେକ୍ଷ ଯାଞ୍ଚ ପାଇଁ ଆମେ ସରକାର ପ୍ରତିଶ୍ରୁତିବଦ୍ଧ
-ବିଭିନ୍ନ ରାଜ୍ୟରେ ବି ପେପର ଲିକ ଖବର ସାମନା ଆସିଛି
-ଦଳୀୟ ରାଜନୀତିରୁ ଊଦ୍ଧ୍ୱର୍ରେ ରହି ପଦକ୍ଷେପ ନେବା ଉଚିତ
-ପରୀକ୍ଷା ପରିଚାଳନାରେ ଜଡ଼ିତ ସଂସ୍ଥାରେ ସଂସ୍କାର ପାଇଁ ଉଦ୍ୟମ କରାଯାଉଛି
-ପେପର ଲିକ ରୋକିବାକୁ ଆମ ସରକାର କଡ଼ା ଆଇନ ଆଣିଛନ୍ତି
-୧୯୭୫ ମସିହାରେ ଲାଗୁକରାଯାଇଥିବା ଜରୁରୀସ୍ଥିତି ଅସାମ୍ବିଧାନିକ ଥିଲା
-ସମ୍ବିଧାନ ପ୍ରତି ବିପଦ ଆସିଥିଲା, ତାହା ଇତିହାସରେ କଳା ଅଧ୍ୟାୟ ଥିଲା
-ଜରୁରୀ ସ୍ଥିତି ଲାଗୁ କରାଯାଇ ସାରାଦେଶରେ ଭୟ ସୃଷ୍ଟି କରାଯାଇଥିଲା
- ଆମ ସରକାର ସମ୍ବିଧାନର ସୁରକ୍ଷା ପାଇଁ ବଦ୍ଧ ପରିକର

Powered by Froala Editor

Tags president

Related articles Odisha News Lens 4.1

  • ତାଜ ହୋଟେଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ତାଜ ହୋଟେଲକୁ ବୋମା ଧମକ

    15156
    Jul 12, 2026
  • ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ

    15512
    Jul 12, 2026
  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ
    ମନୋରଞ୍ଜନ

    ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ

    14249
    Jul 12, 2026
  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ

    14858
    Jul 11, 2026
  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି
    ଦେଶ-ଦେଶାନ୍ତର

    ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି

    14008
    Jul 11, 2026
  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
    ଦେଶ-ଦେଶାନ୍ତର

    ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

    15335
    Jul 12, 2026
  • ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ
    ଦେଶ-ଦେଶାନ୍ତର

    ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ

    13643
    Jul 12, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ
    ବିଶେଷ

    ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14319
    Jul 12, 2026
  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ
    ଦେଶ-ଦେଶାନ୍ତର

    ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ

    14158
    Jul 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

    15335
    Jul 12, 2026
  • ମନୋରଞ୍ଜନ

    ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ

    14249
    Jul 12, 2026
  • ଦେଶ-ଦେଶାନ୍ତର

    ତାଜ ହୋଟେଲକୁ ବୋମା ଧମକ

    15156
    Jul 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16973
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17585
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17639
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18039
    Sep 06, 2023

ବିଶେଷ

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14319
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14811
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15562
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15671
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15483
    Jul 05, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15844
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15711
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13818
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14938
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

    14553
    Jul 12, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14319
    Jul 12, 2026
  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ

    14858
    Jul 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In