Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ...

  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ...

  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ...

  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ...

  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

  • ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

  • ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବଡ ଝଟକା ଦେଲା ଜିଓ : ୩ରୁ ମହଙ୍ଗା ହେବ ରିଚାର୍ଜ

ବଡ ଝଟକା ଦେଲା ଜିଓ : ୩ରୁ ମହଙ୍ଗା ହେବ ରିଚାର୍ଜ

2024-06-27 19:44:06
14283
Share:
Facebook
Twitter
E-Mail
WhatsApp
Telegram
ବଡ ଝଟକା ଦେଲା ଜିଓ : ୩ରୁ ମହଙ୍ଗା ହେବ ରିଚାର୍ଜ

ବଡ଼ ଝଟକା ଦେଇଛି ରିଲାଏନ୍ସ ଜିଓ। କମ୍ପାନୀ ପକ୍ଷରୁ ବିଭିନ୍ନ ରିଚାର୍ଜ ପ୍ଲାନର ଦାମକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ହୋଇଛି। ଜିଓର ନୂତନ ଶୁଳ୍କ ପ୍ଲାନ ଜୁଲାଇ ୩, ୨୦୨୪ରୁ କାର୍ଯ୍ୟକାରୀ ହେବ । ରିଲାଏନ୍ସ ଜିଓ ଉଭୟ ପ୍ରିପେଡ୍ ଏବଂ ପୋଷ୍ଟପେଡ୍ ଯୋଜନା ଗୁଡିକର ଶୁଳ୍କ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି । ଆହୁରି ମଧ୍ୟ, ୨ ଜିବି ଡାଟା କିମ୍ବା ଅଧିକ ଡାଟା ଥିବା ପ୍ଲାନରେ ଅସୀମିତ ୫ଜି ଡାଟା ଉପଲବ୍ଧ ହେବ । 

ନୂତନ ଶୁଳ୍କ ଯୋଜନା ଅନୁଯାୟୀ, ୨୮ ମାସର ବୈଧତାର ମାସିକ ଯୋଜନା ପାଇଁ ୧୫୫ ଟଙ୍କା ଦେବାକୁ ପଡୁଥିଲା, ବର୍ତ୍ତମାନ ୧୮୯ ଟଙ୍କା ଦେବାକୁ ପଡିବ ଏବଂ ଏହି ଯୋଜନାରେ ୨ ଜିବି ଡାଟା ଉପଲବ୍ଧ ହେବ । ୨୮ ଦିନର ବୈଧତା ସହିତ ୨୦୯ ଟଙ୍କା ଯୋଜନା ପାଇଁ ୨୪୯ ଟଙ୍କା ଦେବାକୁ ପଡିବ ଯେଉଁଥିରେ ୧ ଜିଡି ଡାଟା ଉପଲବ୍ଧ ହେବ । 

୨୩୯ ଟଙ୍କିଆ ପ୍ଲାନ ୨୯୯ ଟଙ୍କା, ୨୯୯ ଟଙ୍କିଆ ପ୍ଲାନ ପାଇଁ ୩୪୯ ଟଙ୍କା, ୩୪୯ ଟଙ୍କିଆ ପ୍ଲାନ ପାଇଁ ୩୯୯ ଟଙ୍କା ଓ ୩୯୯ ଟଙ୍କା ପାଇଁ ୪୪୯ ଟଙ୍କା ଦେବାକୁ ପଡ଼ିବ। ୨ ମାସ ପାଇଁ ରିଚାର୍ଜ ପ୍ଲାନର ବୈଧତା ମଧ୍ୟ ବୃଦ୍ଧି କରାଯାଇଛି। ୪୭୯ ଟଙ୍କାରେ ଗ୍ରାହକମାନେ ଦୈନିକ ୧.୫ ଜିବି ଡାଟା ପାଉଥିଲେ। ଏହାର ବୈଧତା ୫୬ ଦିନ ରହିଥିଲା। ଏବେ ଏଥିପାଇଁ ୫୭୯ ଟଙ୍କା ଦେବାକୁ ପଡ଼ିବ।

୫୩୩ ଟଙ୍କାରେ ଗ୍ରାହକମାନେ ଦୈନିକ ୨ ଜିବି ଡାଟା ପାଉଥିଲେ। ଏହାର ବୈଧତା ୫୬ ଦିନ ରହିଥିଲା। ଏବେ ଏଥିପାଇଁ ୬୨୯ ଟଙ୍କା ଦେବାକୁ ପଡ଼ିବ। ୩ ମାସ ପାଇଁ ରିଚାର୍ଜ ପ୍ଲାନର ବୈଧତା ମଧ୍ୟ ବୃଦ୍ଧି କରାଯାଇଛି। ୩୯୫ ଟଙ୍କାରେ ଗ୍ରାହକମାନେ ୬ ଜିବି ଡାଟା ପାଉଥିଲେ। ଏହାର ବୈଧତା ୮୪ ଦିନ ରହିଥିଲା। ଏବେ ଏଥିପାଇଁ ୪୭୯ ଟଙ୍କା ଦେବାକୁ ପଡ଼ିବ।

୬୬୬ ଟଙ୍କାରେ ଗ୍ରାହକମାନେ ଦୈନିକ ୧.୫ ଜିବି ଡାଟା ପାଉଥିଲେ। ଏହାର ବୈଧତା ୮୪ ଦିନ ରହିଥିଲା। ଏବେ ଏଥିପାଇଁ ୭୯୯ ଟଙ୍କା ଦେବାକୁ ପଡ଼ିବ।

୭୧୯ ଟଙ୍କାରେ ଗ୍ରାହକମାନେ ଦୈନିକ ୨ ଜିବି ଡାଟା ପାଉଥିଲେ। ଏହାର ବୈଧତା ୮୪ ଦିନ ରହିଥିଲା। ଏବେ ଏଥିପାଇଁ ୮୫୯ ଟଙ୍କା ଦେବାକୁ ପଡ଼ିବ।

୯୯୯ ଟଙ୍କାରେ ଗ୍ରାହକମାନେ ଦୈନିକ ୩ ଜିବି ଡାଟା ପାଉଥିଲେ। ଏହାର ବୈଧତା ୮୪ ଦିନ ରହିଥିଲା। ଏବେ ଏଥିପାଇଁ ୧୧୯୯ ଟଙ୍କା ଦେବାକୁ ପଡ଼ିବ।

ବାର୍ଷିକ ରିଚାର୍ଜ ପ୍ଲାନର ବୈଧତା ମଧ୍ୟ ବୃଦ୍ଧି କରାଯାଇଛି। ୧୫୫୯ ଟଙ୍କାରେ ଗ୍ରାହକମାନେ ମୋଟ ୨୪ ଜିବି ଡାଟା ପାଉଥିଲେ। ଏହାର ବୈଧତା ୩୩୬ ଦିନ ରହିଥିଲା। ଏବେ ଏଥିପାଇଁ ୧୮୯୯ ଟଙ୍କା ଦେବାକୁ ପଡ଼ିବ।

୨୯୯୯ ଟଙ୍କାରେ ଗ୍ରାହକମାନେ ମୋଟ ଦୈନିକ ୨.୫ ଜିବି ଡାଟା ପାଉଥିଲେ। ଏହାର ବୈଧତା ୩୬୫ ଦିନ ରହିଥିଲା। ଏବେ ଏଥିପାଇଁ ୩୫୯୯ ଟଙ୍କା ଦେବାକୁ ପଡ଼ିବ।

ତେବେ ରିଲାଏନ୍ସ ଜିଓର ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଏବେ ବିଶ୍ୱାସ କରାଯାଉଛି ଯେ ଏୟାରଟେଲ ଏବଂ ଭୋଡାଫୋନ୍ ଆଇଡିଆ ମଧ୍ୟ ମୋବାଇଲ୍ ଶୁଳ୍କ ବୃଦ୍ଧି କରିପାରନ୍ତି । ବାସ୍ତବରେ, ଶେଷ ଥର ପାଇଁ ଏହି କମ୍ପାନୀଗୁଡିକ ଡିସେମ୍ବର ୨୦୨୧ ରେ ଶୁଳ୍କ ବୃଦ୍ଧି କରିଥିଲେ। 

Powered by Froala Editor

Tags recharge

Related articles Odisha News Lens 4.1

  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ
    ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15310
    Oct 17, 2026
  • ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ  ଲାଲକୃଷ୍ଣ ଆଡଭାନୀ
    ଦେଶ-ଦେଶାନ୍ତର

    ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ଲାଲକୃଷ୍ଣ ଆଡଭାନୀ

    13973
    Oct 17, 2026
  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ

    13943
    Oct 17, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14628
    Oct 17, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14016
    Oct 17, 2026
  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13714
    Oct 17, 2026
  • ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ
    ଦେଶ-ଦେଶାନ୍ତର

    ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ

    13515
    Oct 17, 2026
  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    14737
    Oct 17, 2026
  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର
    ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13546
    Oct 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14628
    Oct 17, 2026
  • ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13546
    Oct 17, 2026
  • ଦେଶ-ଦେଶାନ୍ତର

    ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ଲାଲକୃଷ୍ଣ ଆଡଭାନୀ

    13973
    Oct 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17190
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17885
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17831
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18254
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15016
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14652
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14757
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15759
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14432
    Sep 27, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14507
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13984
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15104
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15811
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ

    13943
    Oct 17, 2026
  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13546
    Oct 17, 2026
  • ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ

    13515
    Oct 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In