Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ...

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ...

ରାଜ୍ୟ
Home ›› ରାଜ୍ୟ ››ଦୁର୍ଘଟଣାରେ ଟ୍ରାଫିକ୍‌ କନଷ୍ଟେବଳ ମୃତ

ଦୁର୍ଘଟଣାରେ ଟ୍ରାଫିକ୍‌ କନଷ୍ଟେବଳ ମୃତ

2024-06-30 07:47:33
13605
Share:
Facebook
Twitter
E-Mail
WhatsApp
Telegram
ଦୁର୍ଘଟଣାରେ ଟ୍ରାଫିକ୍‌ କନଷ୍ଟେବଳ ମୃତ

ଭୁବନେଶ୍ବର : ନୟାପଲ୍ଲୀ ଥାନା କଳିଙ୍ଗ ଷ୍ଟାଡିୟମ୍‌ ୯ ନମ୍ବର ଗେଟ୍ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଶନିବାର ବିଳମ୍ବିତ ରାତିରେ ଗାଡ଼ି ଧକ୍କାରେ ଜଣେ ଟ୍ରାଫିକ୍‌ କନଷ୍ଟେବଳଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଟ୍ରାଫିକ୍ ଥାନା-୧ରେ କାର୍ଯ୍ୟରତ ଥିବା ମଧୁସୂଦନ କ୍ରିଷାନି। ଏନେଇ ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। ମୃତଦେହ ଜବତ କରି କ୍ୟାପିଟାଲ୍ ହସ୍ପିଟାଲକୁ ପଠାଯାଇଛି। ଆଜି ପରିବାର ଲୋକଙ୍କ ଉପସ୍ଥିତିରେ ଶବ ବ୍ୟବଚ୍ଛେଦ କରାଯିବ ବୋଲି ପୁଲିସ କହିଛି। ଶନିବାର ରାତିରେ ସେ ରାମ ମନ୍ଦିର ନିକଟ ଛକରେ ଡ୍ୟୁଟି ସାରି ଘରକୁ ଫେରିବା ସମୟରେ କଳିଙ୍ଗ ଷ୍ଟାଡିୟମ ୯ନମ୍ବର ଫାଟକ ସାମ୍ନାରେ ଏକ ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା । କନଷ୍ଟେବଳ ଜଣଙ୍କ ତଳେ ପଡ଼ିଯାଇଥିବା ବେଳେ ଉକ୍ତ ଗାଡ଼ି ଚକା ତାଙ୍କ ମୁଣ୍ଡ ଉପରେ ଚଢ଼ି ଯାଇଥିଲା। ଘଟଣାସ୍ଥଳରେ ମଧୁସୂଦନଙ୍କ ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ଘଟାଇ ଉକ୍ତ ଗାଡ଼ି ସେଠାରୁ ଫେରାର ହୋଇଯାଇଥିଲା। ସ୍ଥାନୀୟ ଲୋକ ସେଠାରେ ପହଞ୍ଚି ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହ ଜବତ କରିଥିଲା। ମଧୁସୂଦନ ମାଲକାନଗିରିର ବାସିନ୍ଦା ହୋଇଥିବା ବେଳେ ସେ ଖଣ୍ଡଗିରି ଅଞ୍ଚଳରେ ଏକ ଭଡ଼ା ଘରେ ରହୁଥିଲେ। ଏଜି ଛକସ୍ଥିତ ଟ୍ରାଫିକ୍‌-୧ ଥାନାରେ ସେ ଚାକିରି କରିଥିଲେ।

Powered by Froala Editor

Tags Accident

Related articles Odisha News Lens 4.1

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?
    ବିଶେଷ

    ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15555
    Sep 09, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା
    ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14745
    Sep 10, 2026
  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ
    ଦେଶ-ଦେଶାନ୍ତର

    ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15527
    Sep 09, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13265
    Sep 10, 2026
  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...

    14591
    Sep 09, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14617
    Sep 10, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...
    ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...

    14441
    Sep 09, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13576
    Sep 09, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14108
    Sep 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13265
    Sep 10, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    13576
    Sep 09, 2026
  • ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ବିଚାରପତି

    14441
    Sep 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17086
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17752
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17752
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18157
    Sep 06, 2023

ବିଶେଷ

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15555
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14538
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13849
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14655
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14960
    Aug 30, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13619
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14512
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15028
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14987
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    13576
    Sep 09, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14617
    Sep 10, 2026
  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15527
    Sep 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In