Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲିଭ୍‌-ଇନ୍‌ରେ ରହିପାରିବେ ବିବାହିତ ପୁରୁଷ

  • ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ...

  • ପୁଣି ଏମରଜେନ୍ସିଂ ଲ୍ୟାଣ୍ଡ କଲା ବିମାନ

  • ମା’ ହେବା ପରେ ଆୱାର୍ଡ ଉତ୍ସବରେ କିଆରା

  • ପରକୀୟା ପ୍ରୀତିରୁ ଯୁବକକୁ ହତ୍ୟା

  • ଓଜନ କମାଇବାର ସହଜ ଉପାୟ

  • ଭାରତ ସହିତ ମିଶି କାମ କରିବାକୁ ଖୁବ ...

  • ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଜରୁରୀ ...

  • ବାଲେନ ଶାହଙ୍କ ଗୁରୁତ୍ୱପୂର୍ଣ୍ଣ ...

  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

Home ›› ›› ମନ୍ କି ବାତ୍‌ରେ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା କଥା କହିଲେ ମୋଦୀ

ମନ୍ କି ବାତ୍‌ରେ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା କଥା କହିଲେ ମୋଦୀ

2024-06-30 09:19:18
14470
Share:
Facebook
Twitter
E-Mail
WhatsApp
Telegram
 ମନ୍ କି ବାତ୍‌ରେ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା କଥା କହିଲେ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତୃତୀୟ କାର୍ୟ୍ୟକାଳର ପ୍ରଥମ ମନ୍ କି ବାତ୍ ରେଡିଓ କାର୍ୟ୍ୟକ୍ରମ ରବିବାର ପୁଣି ଆରମ୍ଭ ହୋଇଛି।ମନ୍ କି ବାତ୍‌ରେ ପ୍ରଧାନମନ୍ତ୍ରୀ ଓଡ଼ିଶାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ସମ୍ପର୍କରେ କହିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଆସନ୍ତା ସପ୍ତାହରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଦେଶବାସୀଙ୍କ ପାଇଁ ପ୍ରଧାନମନ୍ତ୍ରୀ ମହାପ୍ରଭୁଙ୍କ ଆଶୀର୍ବାଦ କାମନା କରିଛନ୍ତି।
ଏହି କାର୍ୟ୍ୟକ୍ରମ ପ୍ରତ୍ୟେକ ମାସର ଶେଷ ରବିବାରରେ ପ୍ରସାରିତ ହୋଇଥାଏ। ଏହାପୂର୍ବରୁ ‘ମନ କି ବାତ୍’ ଗତ ଫେବୃଆରୀ ୨୫ ରେ ପ୍ରସାରିତ ହୋଇଥିଲା। ପରେ ଲୋକସଭା ନିର୍ବାଚନ ଯୋଗୁ ଏହାକୁ ବନ୍ଦ କରିବାକୁ ପଡିଥିଲା।
କାର୍ୟ୍ୟକ୍ରମର ୧୧୦ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଆସନ୍ତା ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ମନ କି ବାତ୍ ଆସନ୍ତା ତିନିମାସ ପାଇଁ ପ୍ରସାରିତ ହେବ ନାହିଁ। ଏହାପୂର୍ବରୁ ଜୁନ୍ ୧୮ ରେ ପ୍ରଧାନମନ୍ତ୍ରୀ ମୋଦୀ ଘୋଷଣା କରିଥିଲେ ଯେ ମନ୍ କି ବାତ୍ ଜୁନ୍ ୩୦ରେ ପୁଣି ଆରମ୍ଭ କରିବେ। ମାଇଁ ଗଭକ ଓପନ୍ ଫୋରମ୍, ନମୋ ଆପ୍ କିମ୍ବା ୧୮୦୦୧୧୭୮୦୦ରେ ମେସେଜ୍ କରି ତାଙ୍କ ରେଡିଓ ପ୍ରସାରଣ ପାଇଁ ସେମାନଙ୍କର ମତାମତ ଏବଂ ଇନପୁଟ୍ ବାଣ୍ଟିବାକୁ ସେ ଲୋକଙ୍କୁ ଆହ୍ବାନ କରିଥିଲେ।

Powered by Froala Editor

Tags Man ki bat

Related articles Odisha News Lens 4.1

  • ଓଜନ କମାଇବାର ସହଜ ଉପାୟ
    ବିଶେଷ

    ଓଜନ କମାଇବାର ସହଜ ଉପାୟ

    15532
    Mar 28, 2026
  • ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ: ବାଲେନ୍ଦ୍ର ଶାହା
    ଦେଶ-ଦେଶାନ୍ତର

    ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ: ବାଲେନ୍ଦ୍ର ଶାହା

    13908
    Mar 28, 2026
  • ମା’ ହେବା ପରେ ଆୱାର୍ଡ ଉତ୍ସବରେ କିଆରା
    ମନୋରଞ୍ଜନ

    ମା’ ହେବା ପରେ ଆୱାର୍ଡ ଉତ୍ସବରେ କିଆରା

    15190
    Mar 28, 2026
  • ବାଲେନ ଶାହଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ, ଗିରଫ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ...
    ଦେଶ-ଦେଶାନ୍ତର

    ବାଲେନ ଶାହଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ, ଗିରଫ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ...

    15050
    Mar 28, 2026
  • ପୁଣି ଏମରଜେନ୍ସିଂ ଲ୍ୟାଣ୍ଡ କଲା ବିମାନ
    ଦେଶ-ଦେଶାନ୍ତର

    ପୁଣି ଏମରଜେନ୍ସିଂ ଲ୍ୟାଣ୍ଡ କଲା ବିମାନ

    15307
    Mar 28, 2026
  • ପରକୀୟା ପ୍ରୀତିରୁ ଯୁବକକୁ ହତ୍ୟା
    ଅପରାଧ

    ପରକୀୟା ପ୍ରୀତିରୁ ଯୁବକକୁ ହତ୍ୟା

    14871
    Mar 28, 2026
  •  ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଜରୁରୀ ଅବତରଣ କଲା ଇଣ୍ଡିଗୋ ଏୟାରଲାଇନ୍ସର ବିମାନ
    ଦେଶ-ଦେଶାନ୍ତର

    ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଜରୁରୀ ଅବତରଣ କଲା ଇଣ୍ଡିଗୋ ଏୟାରଲାଇନ୍ସର ବିମାନ

    14444
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା
    ବିଶେଷ

    ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14985
    Mar 27, 2026
  • ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ଅନେକ ଗାଡ଼ି
    ଦେଶ-ଦେଶାନ୍ତର

    ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ଅନେକ ଗାଡ଼ି

    14031
    Mar 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବାଲେନ ଶାହଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ, ଗିରଫ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି

    15050
    Mar 28, 2026
  • ମନୋରଞ୍ଜନ

    ମା’ ହେବା ପରେ ଆୱାର୍ଡ ଉତ୍ସବରେ କିଆରା

    15190
    Mar 28, 2026
  • ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ରେ ରହିପାରିବେ ବିବାହିତ ପୁରୁଷ

    15032
    Mar 28, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17388
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17453
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17802
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16272
    Apr 03, 2021

ବିଶେଷ

  • ଓଜନ କମାଇବାର ସହଜ ଉପାୟ

    15532
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14985
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15406
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15028
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    14010
    Mar 22, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15024
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15531
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13829
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14271
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଜରୁରୀ ଅବତରଣ କଲା ଇଣ୍ଡିଗୋ ଏୟାରଲାଇନ୍ସର ବିମାନ

    14444
    Mar 28, 2026
  • ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ: ବାଲେନ୍ଦ୍ର ଶାହା

    13908
    Mar 28, 2026
  • ଓଜନ କମାଇବାର ସହଜ ଉପାୟ

    15532
    Mar 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In