Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆମେରିକାରେ କାମ କରୁଥିବା ବିଦେଶୀ ...

  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ...

  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ...

  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ...

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପ୍ରବଳ ବର୍ଷା: ଭୁଶୁଡ଼ିଲା ନିର୍ମାଣାଧୀନ ପୋଲ

ପ୍ରବଳ ବର୍ଷା: ଭୁଶୁଡ଼ିଲା ନିର୍ମାଣାଧୀନ ପୋଲ

2024-06-30 13:21:00
14751
Share:
Facebook
Twitter
E-Mail
WhatsApp
Telegram
ପ୍ରବଳ ବର୍ଷା: ଭୁଶୁଡ଼ିଲା ନିର୍ମାଣାଧୀନ ପୋଲ

ରାଞ୍ଚି: ବିହାର ପରେ ଏବେ ଝାଡ଼ଖଣ୍ଡରେ ମଧ୍ୟ ଏକ ନିର୍ମାଣାଧୀନ ପୋଲ ଭୁଶୁଡ଼ି ପଡ଼ିଛି। ଗିରିଡିହ ଜିଲା ଦେଓରି ବ୍ଲକର ଅର୍‌ଗା ନଦୀ ଉପରେ ନିର୍ମାଣାଧୀନ ଏହି ସେତୁର ପିଲାର୍‌ ପ୍ରବଳ ବର୍ଷା ହେତୁ ଦବି ଯିବା କାରଣରୁ ଏହା ଭୁଶୁଡ଼ି ପଡ଼ିଛି। ମିଳିଥିବା ସୂଚନା ମୁତାବକ, ବର୍ତ୍ତମାନସୁଦ୍ଧା ମୃତାହତ ନେଇ କୌଣସି ଖବର ନାହିଁ। ଶନିବାର ରାତିରେ ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିଠାରୁ ପ୍ରାୟ ୨୩୫ କିଲୋମିଟର ଦୂରରେ ଥିବା ଦେଓରି ବ୍ଲକରେ ଘଟିଛି ଏହି ଅଘଟଣ।

ଡୁମ୍ରିଟୋଲା ଏବଂ କରିପହରୀ ଗ୍ରାମକୁ ସଂଯୋଗ କରିବା ପାଇଁ ଫତେହପୁର-ଭେଲାୱତୀ ରାସ୍ତାରେ ଏକ ସେତୁ ନିର୍ମାଣ କରାଯାଉଛି। ଅପରପ‌କ୍ଷେ, ୫.୫ କୋଟି ଟଙ୍କା ବ୍ୟୟରେ ଏହି ସେତୁ ନିର୍ମାଣ କରାଯାଉଥିବା କେତେକ ରିପୋର୍ଟରେ ଦର୍ଶାଯାଇଛି।
ସୂଚନାଯୋଗ୍ୟ, ବିହାରରେ ଲଗାତର ଭାବେ ପୋଲ ଭୁଶୁଡ଼ିବା ଘଟଣା ସାମ୍ନାକୁ ଆସୁଛି। ଗତ ୧୦-୧୫ ଦିନ ମଧ୍ୟରେ ବିହାରରେ ପାଞ୍ଚଟି ସେତୁ ଭୁଶୁଡିବା ଘଟଣା ସାମ୍ନାକୁ ଆସିଛି।

Powered by Froala Editor

Tags Bridge collapsed

Related articles Odisha News Lens 4.1

  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍
    ଦେଶ-ଦେଶାନ୍ତର

    ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍

    13424
    Oct 10, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର
    ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    14094
    Oct 09, 2026
  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ
    ଦେଶ-ଦେଶାନ୍ତର

    ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ

    15671
    Oct 10, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...

    15437
    Oct 10, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    14176
    Oct 09, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...

    14756
    Oct 09, 2026
  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ

    14405
    Oct 10, 2026
  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15491
    Oct 10, 2026
  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'
    ଦେଶ-ଦେଶାନ୍ତର

    ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'

    15219
    Oct 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15491
    Oct 10, 2026
  • ଦେଶ-ଦେଶାନ୍ତର

    ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍

    13424
    Oct 10, 2026
  • ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ଦାସଙ୍କୁ ଅଟକ

    15437
    Oct 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17169
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17860
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17816
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18233
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14479
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14585
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15592
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14265
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16002
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15710
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14996
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15547
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14023
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ

    14405
    Oct 10, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ଦାସଙ୍କୁ ଅଟକ

    15437
    Oct 10, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    14756
    Oct 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In