Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 04, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଅଧା କପ୍‌ ବିଟ୍‌ ରସର କରାମତି

ରାଜ୍ୟ
Home ›› ରାଜ୍ୟ ››ରେଳ ଧାରଣାରୁ ଉଦ୍ଧାର ହେଲେ ଗୁରୁତର ଯୁବକ

ରେଳ ଧାରଣାରୁ ଉଦ୍ଧାର ହେଲେ ଗୁରୁତର ଯୁବକ

2024-07-02 06:33:52
14865
Share:
Facebook
Twitter
E-Mail
WhatsApp
Telegram
ରେଳ ଧାରଣାରୁ ଉଦ୍ଧାର ହେଲେ ଗୁରୁତର ଯୁବକ

ଭୁବନେଶ୍ବର: ସମ୍ବଲପୁରରୁ ଟିଟିଲାଗଡ଼କୁ ସଂଯୋଗ କରିଥିବା ରେଳପଥର ଚକୁଳି ଫାର୍ମ ନିକଟବର୍ତ୍ତୀ ରେଳ ଧାରଣାରେ ଜଣେ ବ୍ୟକ୍ତି ଗୁରୁତର ଆହତ ଅବସ୍ଥାରେ ପଡି ରହିଥିଲେ। ଖବରପାଇ ଅତାବିରା ଥାନା ଅଧିକାରୀ ସୁକୁମାର ତ୍ରିପାଠୀ ଓ ସମ୍ବଲପୁର ରେଳୱେ ଥାନା ଅଧିକାରୀ ସୌଦାମିନୀ ନାଗଙ୍କ ନିର୍ଦ୍ଦେଶ କ୍ରମେ ଉଭୟ ପୁଲିସ ଦଳ ପହଞ୍ଚି ୧୦୮ ଆମ୍ବୁଲାନ୍ସ ସାହାଯ୍ୟରେ ଚିକିତ୍ସା ପାଇଁ ବୁର୍ଲା ଡାକ୍ତରଖାନାକୁ ପଠାଇଥିଲେ। ଗୁରୁତର ଆହତ ଜଣକ କଳାହାଣ୍ଡି ଜିଲ୍ଲା ନର୍ଲା ଥାନା ଅନ୍ତର୍ଗତ ଗୋଟେନ ଗ୍ରାମର ଉପିନ ମାଝୀ (୨୭) ବୋଲି ଜଣାପଡିଛି। ତାଙ୍କ ମୁଣ୍ଡରେ ଆଘାତ ଲାଗିଥିବା ଜଣାପଡିଛି। ସେ ସମ୍ବଲପୁର ଷ୍ଟେସନରୁ ଟ୍ରେନରେ ଉଠିଥିବା ପ୍ରକାଶ କରିଥିବା ପୁଲିସ ସୂତ୍ରରୁ ଜଣାପଡ଼ିଛି। ହେଲେ କେଉଁ ଟ୍ରେନରେ ଚଢ଼ିଥିଲେ। କେତେବେଳେ ଚଢିଥିଲେ ଏବଂ କେଉଁ କାରଣରୁ ଟ୍ରେନରୁ ଖସି ପଡ଼ିଥିଲେ ତାହା ଜଣାପଡି ନାହିଁ। ତଦନ୍ତ ଜାରି ରହିଛି।

Powered by Froala Editor

Tags Rescue

Related articles Odisha News Lens 4.1

  • ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ
    ଦେଶ-ଦେଶାନ୍ତର

    ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ

    13616
    Jun 03, 2025
  • ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା
    ମନୋରଞ୍ଜନ

    ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା

    15625
    Jun 02, 2025
  • ଅଧା କପ୍‌ ବିଟ୍‌ ରସର କରାମତି
    ବିଶେଷ

    ଅଧା କପ୍‌ ବିଟ୍‌ ରସର କରାମତି

    13588
    Jun 04, 2025
  • ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....
    ବିଶେଷ

    ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13423
    Jun 04, 2025
  • ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ
    ଦେଶ-ଦେଶାନ୍ତର

    ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ

    13840
    Jun 02, 2025
  • ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାରକୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାରକୁ ଗୁଳି କରି ହତ୍ୟା

    14174
    Jun 03, 2025
  • କୋଲେଷ୍ଟରଲ କମାଏ ଅଁଳାରସ
    ବିଶେଷ

    କୋଲେଷ୍ଟରଲ କମାଏ ଅଁଳାରସ

    13470
    Jun 03, 2025
  • ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା
    ଦେଶ-ଦେଶାନ୍ତର

    ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା

    14212
    Jun 03, 2025
  • ପାଦରୁ ଜୋତା ନଖୋଲି ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାହୁଲ
    ଦେଶ-ଦେଶାନ୍ତର

    ପାଦରୁ ଜୋତା ନଖୋଲି ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାହୁଲ

    14264
    Jun 03, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15071
    Jun 03, 2025
  • ଦେଶ-ଦେଶାନ୍ତର

    ପାଦରୁ ଜୋତା ନଖୋଲି ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାହୁଲ

    14264
    Jun 03, 2025
  • ଦେଶ-ଦେଶାନ୍ତର

    ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା

    14212
    Jun 03, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16641
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16932
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15469
    Apr 03, 2021

ବିଶେଷ

  • ଅଧା କପ୍‌ ବିଟ୍‌ ରସର କରାମତି

    13588
    Jun 04, 2025
  • ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13423
    Jun 04, 2025
  • କୋଲେଷ୍ଟରଲ କମାଏ ଅଁଳାରସ

    13470
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15071
    Jun 03, 2025
  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    15238
    Jun 02, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15687
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16303
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14011
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14809
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା

    14212
    Jun 03, 2025
  • ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ

    13616
    Jun 03, 2025
  • ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାରକୁ ଗୁଳି କରି ହତ୍ୟା

    14174
    Jun 03, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In