Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ...

  • ଗିରଫ ହେଲେ ଆଇଏଏସ୍‌ ଜ୍ଞାନେନ୍ଦ୍ର କୁମାର

  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ...

  • ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ...

  • IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ...

  • ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ...

  • ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ...

  • ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି ...

  • କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ

ରାଜ୍ୟ
Home ›› ରାଜ୍ୟ ››ଖାଉଟିଙ୍କ ପକେଟକୁ ବାଧୁଛି ଆଳୁ ଦର, ଜାଣନ୍ତୁ କେତେ ଅଛି?

ଖାଉଟିଙ୍କ ପକେଟକୁ ବାଧୁଛି ଆଳୁ ଦର, ଜାଣନ୍ତୁ କେତେ ଅଛି?

2024-07-02 09:46:26
14022
Share:
Facebook
Twitter
E-Mail
WhatsApp
Telegram
ଖାଉଟିଙ୍କ ପକେଟକୁ ବାଧୁଛି ଆଳୁ ଦର, ଜାଣନ୍ତୁ କେତେ ଅଛି?

ଭୁବନେଶ୍ବର : ସାଧାରଣ ନିର୍ବାଚନ ପରେ ତେଜରାତି ସାମଗ୍ରୀ ଡାଲି ଓ ଚାଉଳଠାରୁ ଆରମ୍ଭ କରି ସମସ୍ତ ମସଲା ଦର ବଢିଛି। ପନିପରିବା ଦର ଆକାଶ ଛୁଆଁ ହୋଇଛି। ଆଳୁ ଓ ପିଆଜ ସମେତ ତଟକା ପନିପରିବା ଦର କିଲୋପିଛା ୪୦ରୁ ୮୦ ଟଙ୍କାରେ ବିକ୍ରି କରାଯାଉଛି। ରୋଷେଇ ଘର ରାଜା କୁହାଯାଉଥିବା, ଆଳୁ କିଲୋଗ୍ରାମ ପିଛା ଦର ୩୫ଟଙ୍କାକୁ ବୃଦ୍ଧି ପାଇଛି। ଏଭଳି ଦରଦାମ ବୃଦ୍ଧି ଗରିବ ଏବଂ ମଧ୍ୟବିତ୍ତ ଲୋକଙ୍କ ଆର୍ଥିକ ସ୍ଥିତି ଉପରେ ପ୍ରଭାବ ପକାଉଛି। ଆଳୁ ଦର ବଢିବା ଯୋଗୁଁ ସାଧାରଣ ଖାଉଟିର ପକେଟକୁ ବାଧୁଛି। ଜୁନ୍ ୨୦ ପୂର୍ବରୁ ବଜାରରେ ଆଳୁ କିଲୋଗ୍ରାମ ୩୦ ଟଙ୍କାରେ ବିକ୍ରି କରାଯାଉଥିଲା। ୨୦ତାରିଖ ପରେ ଆଳୁ ଦର ବୃଦ୍ଧି ପାଇ କିଲୋଗ୍ରାମ ପିଛା ୩୫ଟଙ୍କାରେ ପହଞ୍ଚିଛି। ୧୦ଦିନ ହେଲା ୟୁନିଟ-୧ ହାଟରେ ଆଳୁ ତିନି କିଲୋକୁ ୧୦୦ ଟଙ୍କାରେ ବିକ୍ରି କରାଯାଉଛି। ଗୋଟିଏ କିଲୋ ଆଳୁ ଆଣିଲେ ୩୫ ଟଙ୍କା ଦେବାକୁ ପଡୁଛି। ଭୁବନେଶ୍ବର ଗଳିକନ୍ଦିରେ ପରିବା ବ୍ୟବସାୟୀ ଆଳୁ କିଲୋକୁ ୩୫ଟଙ୍କାରେ ବିକ୍ରି କରୁଥିବା ଜଣାପଡିଛି। ଜଣେ ବ୍ୟବସାୟୀ କହିଛନ୍ତି, ନିର୍ବାଚନ ପୂର୍ବରୁ ଆଳୁ ପ୍ୟାକେଟ ପିଛା ୭୫୦ଟଙ୍କା ଦର ଥିବାବେଳେ ତାହା ୯୫୦ଟଙ୍କାକୁ ବୃଦ୍ଧି ପାଇଛି। ଆଳୁ କୁଇଣ୍ଟାଲ ଦର ୧୮ରୁ ୧୯ଶହ ଟଙ୍କାରେ ବିକ୍ରି କରାଯାଉ ଥିବାବେଳେ ତାହା ଏବେ ୨୫ଶହ ଟଙ୍କାରେ ପହଞ୍ଚିଛି। ପ୍ୟାକେଟ ପିଛା ୨୦୦ ଟଙ୍କା ଦର ବଢିଥିବା ବେଳେ କୁଇଣ୍ଟାଲ ଉପରେ ପ୍ରାୟ ୬ଶହ ଟଙ୍କା ବୃଦ୍ଧି ପାଇଛି। ଆଳୁ ଆବଶ୍ୟକତା ମେଣ୍ଟାଇବା ନିମନ୍ତେ ରାଜ୍ୟ ସରକାର ଆଳୁ ମିଶନ ଆରମ୍ଭ କରିଥିଲେ। ହେଲେ ଆଳୁ ମିଶନ ବିଫଳ ହୋଇଥିବାରୁ ଓଡ଼ିଶା ପଡୋଶୀ ରାଜ୍ୟ ଉପରେ ନିର୍ଭର କରୁଛି। ରାଜ୍ୟରେ ଜାନୁଆରୀ, ଫେବୃଆରୀ ଏବଂ ମାର୍ଚ୍ଚ ଦ୍ବିତୀୟ ସପ୍ତାହ ମଧ୍ୟରେ ଆଳୁ ଅମଳ ହୋଇଥାଏ। ଏହି ସମୟରେ ଚାଷୀ ଆଳୁ ସାଇତି ରଖିବା ସହିତ ଖୁଚୁରା ବଜାରକୁ ଆଣି ବିକ୍ରି କରିଥାନ୍ତି। ଫଳସ୍ବରୂପ ପଶ୍ଚିମବଙ୍ଗ, ପଞ୍ଜାବ ଓ ଉତ୍ତର ପ୍ରଦେଶରୁ ଆଳୁ ଆମଦାନୀ କମିଥାଏ। ଏପ୍ରିଲ ଦ୍ବିତୀୟ ସପ୍ତାହ ବେଳକୁ ସ୍ଥାନୀୟ ଆଳୁ ସରିଯିବା ଦ୍ବାରା ପୂର୍ବପରି ବେପାରୀଙ୍କୁ ବାହାର ରାଜ୍ୟରୁ ଆମଦାନୀ କରିବାକୁ ପଡୁଛି। ରାଜ୍ୟ ପାଇଁ ଦୈନିକ ୪ ହଜାର ଟନ ଆଳୁ ଦରକାର ପଡୁଛି। ୨୦୧୫ ମସିହାରେ ପଶ୍ଚିମବଙ୍ଗ ସରକାର ଓଡ଼ିଶାକୁ ଆଳୁ ରପ୍ତାନୀ ଉପରେ କେତେକ କଟକଣା ଲଗାଇଥିଲେ। ସେତେବେଳେ ପଶ୍ଚିମବଙ୍ଗରୁ ରାଜ୍ୟକୁ ଆଳୁ କମ ଆମଦାନୀ ହେବା ଦ୍ବାରା ରାଜ୍ୟରେ ଆଳୁ ସଙ୍କଟ ଦେଖାଦେଇଥିଲା। ଅହେତୁକ ଭାବେ ଦର ବୃଦ୍ଧି ପାଇବାରୁ ଗ୍ରାହକଙ୍କ ପକେଟକୁ ବାଧିଥିଲା ଏବଂ ସରକାର ମଧ୍ୟ ସେତେବେଳେ ବିରୋଧୀଙ୍କ ସମାଲୋଚନାର ଶିକାର ହୋଇଥିଲେ। ଆଳୁ ସଙ୍କଟ ଦୂର କରିବା ପାଇଁ ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୧୫-୧୬ରେ ତିନିବର୍ଷିଆ ଆଳୁ ମିଶନ ଆରମ୍ଭ କରିଥିଲେ। ଉଦ୍ୟାନ ନିର୍ଦେଶାଳୟକୁ ୫୦ କୋଟି ଟଙ୍କା ଦିଆଯାଇଥିଲା। ମିଶନର ଲକ୍ଷ୍ୟ ଥିଲା, ୧୫ ହଜାର ହେକ୍ଟର ଜମିରେ ହେଉଥିବା ଆଳୁ ଚାଷକୁ ତିନି ବର୍ଷରେ ୬୦ ହଜାର ହେକ୍ଟର ଜମିକୁ ବୃଦ୍ଧି କରାଯିବ। ଉତ୍ପାଦିତ ଆଳୁ ସଂରକ୍ଷଣ ପାଇଁ ମିଶନ ଅଧିନରେ ୧୧୨ଟି ଶୀତଳ ଭଣ୍ଡାର ନିର୍ମାଣ କରାଯିବ। ଚାଷ ଜମି ଏବଂ ସଂରକ୍ଷଣ ବଢିବା ଦ୍ବାରା ପରବର୍ତ୍ତୀ ବର୍ଷ ଗୁଡିକ ପାଇଁ ଗୁଣାତ୍ମକ ବିହନର ଅଭାବ ରହିବ ନାହିଁ। ଫଳରେ ଚାଷୀ ଶୀତଳ ଭଣ୍ଡାରରୁ ଆଳୁ ନେଇ ଲଗାଇ ପାରିବେ। ବିକ୍ରି ନିମନ୍ତେ ଉପଯୁକ୍ତ ବଜାର ବ୍ୟବସ୍ଥା କରାଯିବ। ଶୀତଳ ଭଣ୍ଡାର ମାଲିକଙ୍କୁ ବିଦ୍ୟୁତ ଉପରେ ୬ବର୍ଷ ପର୍ଯ୍ୟନ୍ତ ରିଆତି ବ୍ୟବସ୍ଥା ରଖାଯାଇଥିଲା। କିନ୍ତୁ ମିଶନ ଅଧିନରେ ଗୋଟିଏ ହେଲେ ଲକ୍ଷ୍ୟ ପୂରଣ ହୋଇନାହିଁ। ୩ ବର୍ଷ ମଧ୍ୟରେ ଧାର୍ଯ୍ୟଲକ୍ଷ୍ୟ ୧୧୨ ଶୀତଳ ଭଣ୍ଡାର ମଧ୍ୟରୁ ମାତ୍ର ୪ଟି ନିର୍ମାଣ ହୋଇଥିଲା। ଚାଷ ଜମି ୧୫ ହଜାର ହେକ୍ଟରରୁ ୨୫ ହଜାର ହେକ୍ଟରକୁ ବୃଦ୍ଧି କରାଯାଇଥିଲା। ତିନି ବର୍ଷରେ ମାତ୍ର ୧୦ ହଜାର ହେକ୍ଟର ଜମିରେ ଆଳୁ ଚାଷ ବଢିଥିଲା।
ସରକାରଙ୍କ ଆଳୁ ମିଶନ ସଫଳ ହୋଇଛି ବୋଲି ବିଧାନସଭା ଅଧିବେଶନ କାଳରେ ତତ୍କାଳୀନ କୃଷିମନ୍ତ୍ରୀ ଅରୁଣ ସାହୁ କହିଥିଲେ। କିନ୍ତୁ ବାସ୍ତବରେ ଆଳୁ ମିଶନ କେତେଦୂର ସଫଳ ହୋଇଛି ତାହା ବଜାର ଦରରୁ ବାରି ହୋଇ ପଡୁଛି।

Powered by Froala Editor

Tags Patato price hike

Related articles Odisha News Lens 4.1

  • ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ହ୍ରଦ ଫାଟିବାର ବିପଦ ରହିଛି
    ଦେଶ-ଦେଶାନ୍ତର

    ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ହ୍ରଦ ଫାଟିବାର ବିପଦ ରହିଛି

    15628
    Aug 31, 2026
  • ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ପହଞ୍ଚିଲେ ମାନସୀ
    ମନୋରଞ୍ଜନ

    ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ପହଞ୍ଚିଲେ ମାନସୀ

    14192
    Aug 31, 2026
  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

    15241
    Aug 31, 2026
  • IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ନେସନ, ୱାନ ଟାଇମ’
    ଦେଶ-ଦେଶାନ୍ତର

    IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ନେସନ, ୱାନ ଟାଇମ’

    14318
    Aug 31, 2026
  • ଗିରଫ ହେଲେ ଆଇଏଏସ୍‌ ଜ୍ଞାନେନ୍ଦ୍ର କୁମାର
    ଦେଶ-ଦେଶାନ୍ତର

    ଗିରଫ ହେଲେ ଆଇଏଏସ୍‌ ଜ୍ଞାନେନ୍ଦ୍ର କୁମାର

    13491
    Aug 31, 2026
  • ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ  ଫସି ରହିଛନ୍ତି ୯୦୦ ଶ୍ରମିକ
    ଦେଶ-ଦେଶାନ୍ତର

    ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ରହିଛନ୍ତି ୯୦୦ ଶ୍ରମିକ

    15308
    Aug 31, 2026
  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ...
    ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ...

    13794
    Aug 31, 2026
  • ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି କନ୍ୟା ଫେରାର
    ଅପରାଧ

    ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି କନ୍ୟା ଫେରାର

    13954
    Aug 31, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ
    ବିଶେଷ

    କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    13942
    Aug 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    13942
    Aug 31, 2026
  • ଅପରାଧ

    ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି କନ୍ୟା ଫେରାର

    13954
    Aug 31, 2026
  • ଦେଶ-ଦେଶାନ୍ତର

    ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ହ୍ରଦ ଫାଟିବାର ବିପଦ ରହିଛି

    15628
    Aug 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17062
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17703
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17734
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18132
    Sep 06, 2023

ବିଶେଷ

  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    13942
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14605
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14648
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13986
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15376
    Aug 24, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14460
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15989
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14032
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14293
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ହ୍ରଦ ଫାଟିବାର ବିପଦ ରହିଛି

    15628
    Aug 31, 2026
  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

    15241
    Aug 31, 2026
  • ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି କନ୍ୟା ଫେରାର

    13954
    Aug 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In