Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ...

  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ...

  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ...

  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ...

  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ...

  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ...

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ...

  • ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ...

Home ›› ››ଭିଜିଲାନ୍ସ ଜାଲରେ ଖଣ୍ଡପଡା ତହସିଲଦାର

ଭିଜିଲାନ୍ସ ଜାଲରେ ଖଣ୍ଡପଡା ତହସିଲଦାର

2024-07-03 08:46:44
13563
Share:
Facebook
Twitter
E-Mail
WhatsApp
Telegram
ଭିଜିଲାନ୍ସ ଜାଲରେ ଖଣ୍ଡପଡା ତହସିଲଦାର

ନୟାଗଡ଼: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ତହସିଲଦାର ଧୋବେଇ ନାୟକ । ବାଲିଗାଡି ଛାଡିବା ପାଇଁ ଦଲାଲ୍ ମାଧ୍ୟମରେ ୨୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦଲାଲ୍ ମୋହରି ପ୍ରସନ୍ନ ସାହୁଙ୍କୁ ଗିରଫ କରିଛି ନୟାଗଡ ଭିଜିଲାନ୍ସ ଟିମ୍ । ତହସିଲଦାର ଧୋବେଇଙ୍କ ଭାପୁର ଏବଂ ଭୁବନେଶ୍ୱର ଘରେ ଭିଜିଲାନ୍ସ ଚଢାଉ ଜାରୀ ରହିଛି । ନୟାଗଡ ଜିଲ୍ଲା ସିଦ୍ଧାମୁଳା ନିକଟ ମହାନଦୀରୁ ବାଲି ବୋଝେଇ କରି ହାଇୱା ଗାଡିରେ ବିଭିନ୍ନ ସ୍ଥାନକୁ ନିଆଯାଇଥାଏ । କୌଣସି କାରଣରୁ ଚନ୍ଦନ ଜେନାଙ୍କ ବାଲି ବୋଝେଇ ଗାଡିକୁ ଖଣ୍ଡପଡା ତହସିଲଦାର ଧୋବେଇ ନାୟକ ଅଟକ ରଖିଥିଲେ । ଗାଡି ଛାଡିବା ପାଇଁ ତହସିଲଦାର ଗାଡି ମାଲିକଙ୍କୁ ୨୦ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଗତକାଲି ବିଳମ୍ବିତ ରାତିରେ ଦଲାଲ୍ ପ୍ରସନ୍ନ ସାହୁଙ୍କ ମାଧ୍ୟମରେ ଗାଡି ମାଲିକଙ୍କ ଠାରୁ ଟଙ୍କା ନେଉଥିବା ବେଳେ ନୟାଗଡ ଭିଜିଲାନ୍ସ ଟିମ୍ ପ୍ରସନ୍ନଙ୍କୁ ଧରିଥିଲା । ପ୍ରସନ୍ନ ତହସିଲଦାରଙ୍କ ପାଇଁ ଟଙ୍କା ନେଉଥିବା ସ୍ବୀକାର କରିବା ପରେ ଭିଜିଲାନ୍ସ ଟିମ୍ ଧୋବେଇ ନାୟକଙ୍କ ଭାପୁର ଏବଂ ଭୂବନେଶ୍ବର ଘରେ ଚଢ଼ାଉ ଜାରି ରଖିଛି।

Powered by Froala Editor

Tags vigilance

Related articles Odisha News Lens 4.1

  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ
    ଦେଶ-ଦେଶାନ୍ତର

    ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    14849
    Mar 12, 2026
  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି

    13450
    Mar 13, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା
    ବିଶେଷ

    ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13532
    Mar 12, 2026
  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ
    ଦେଶ-ଦେଶାନ୍ତର

    ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14042
    Mar 13, 2026
  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...
    ଦେଶ-ଦେଶାନ୍ତର

    ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...

    15522
    Mar 13, 2026
  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍
    ଦେଶ-ଦେଶାନ୍ତର

    ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍

    15355
    Mar 12, 2026
  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ
    ଖେଳ ଖବର

    ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13747
    Mar 12, 2026
  •  ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ
    ଦେଶ-ଦେଶାନ୍ତର

    ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15707
    Mar 12, 2026
  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    14959
    Mar 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15707
    Mar 12, 2026
  • ଦେଶ-ଦେଶାନ୍ତର

    ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    14959
    Mar 12, 2026
  • ଖେଳ ଖବର

    ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13747
    Mar 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17367
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17430
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17778
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16250
    Apr 03, 2021

ବିଶେଷ

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13532
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14209
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15053
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14808
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15258
    Mar 05, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15675
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15136
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14986
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14498
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13532
    Mar 12, 2026
  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି କରୁଥିଲେ

    15522
    Mar 13, 2026
  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14042
    Mar 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In