Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, April 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ...

  • ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ...

  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ...

  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ...

  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ...

  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ...

  • ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ...

  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

  • ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ...

  • ଅସ୍ଥି ମଜଭୁତ କରେ ଖଜୁରି

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ୭ରେ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ହେମନ୍ତ ସୋରେନ

୭ରେ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ହେମନ୍ତ ସୋରେନ

2024-07-04 10:44:05
15185
Share:
Facebook
Twitter
E-Mail
WhatsApp
Telegram
 ୭ରେ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ହେମନ୍ତ ସୋରେନ

ନୂଆଦିଲ୍ଲୀ:  ହେମନ୍ତ ସୋରେନ ଜୁଲାଇ ୭ରେ ସେ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ତାଙ୍କ ସହ ଅନେକ ମନ୍ତ୍ରୀ ମଧ୍ୟ ଶପଥ ନେବେ ବୋଲି କୁହାଯାଉଛି। ସରକାର ଗଠନର ସମସ୍ତ ପ୍ରକ୍ରିୟା ପୁରା ହୋଇଥିବା ଜଣାପଡ଼ିଛି।
ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମଏମ) ପକ୍ଷରୁ ବୁଧବାର ଏକ ଗୁରୁତ୍ଵପୂର୍ଣ୍ଣ ବୈଠକ ବସିଥିଲା। ବୈଠକରେ ହେମନ୍ତଙ୍କୁ ପୁନର୍ବାର ମୁଖ୍ୟମନ୍ତ୍ରୀ କରାଯିବା ନେଇ ନିଷ୍ପତ୍ତି ହୋଇଥିଲା। ଏହି ବୈଠକରେ ମେଣ୍ଟ ଦଳର ସମସ୍ତ ନେତା ଏବଂ ବିଧାୟକମାନେ ଉପସ୍ଥିତ ଥିଲେ। ସର୍ବସମ୍ମତିକ୍ରମେ ହେମନ୍ତଙ୍କୁ ବିଧାୟକ କରାଯିବା ନେଇ ସ୍ଥିର ହୋଇଥିଲା। ହେମନ୍ତଙ୍କୁ ବିଧାୟକଦଳ ନେତା ଭାବେ ଚୟନ ମଧ୍ୟ କରାଯାଇଥିଲା। ଏହାପରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ନିଜ ପଦରୁ ଇସ୍ତଫା ଦେଇଥିଲେ। ସୂଚନାଯୋଗ୍ୟ, ଜମି ଦୁର୍ନୀତି ମାମଲାରେ ହେମନ୍ତଙ୍କୁ ଗତ ଫେବୃୟାରୀରେ ଗିରଫ କରାଯାଇଥିଲା। ଏହି ମାମଲାରେ ତାଙ୍କୁ ଜାମିନ ମିଳିବା ପରେ ଗତ ଜୁନ ୨୮ରେ ସେ ଜେଲରୁ ମୁକୁଳିଥିଲେ। ଜାନୁଆରୀ ୩୧ରେ ଇଡି ହେମନ୍ତ ସୋରେନଙ୍କୁ ଜମି ଦୁର୍ନୀତି ମାମଲାରେ ଗିରଫ କରିଥିଲା। ଗିରଫର କିଛି ମିନିଟ ପୂର୍ବରୁ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଏହାପରେ ଝାରଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମଏମ)ର ବରିଷ୍ଠ ନେତା ତଥା ଦଳର ପ୍ରତିଷ୍ଠାତା ଶିବୁ ସୋରେନଙ୍କ ଅତ୍ୟନ୍ତ ଖାସ ଚମ୍ପାଇ ସୋରେନ ମୁଖ୍ୟମନ୍ତ୍ରୀ ହୋଇଥିଲେ। କିନ୍ତୁ ୫ ମାସ ଜେଲରେ ରହିବା ପରେ ହେମନ୍ତ ସୋରେନ ଜାମିନରେ ମୁକୁଳିଛନ୍ତି। ସେ ଜେଲରୁ ମୁକୁଳିଥିବାରୁ ୫ ମାସ ଧରି ଚାଲିଥିବା ଚମ୍ପାଇ ସରକାରରେ ପୂର୍ଣ୍ଣଚ୍ଛେଦ ପଡ଼ିଛି।

Powered by Froala Editor

Tags Hemant soren

Related articles Odisha News Lens 4.1

  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ
    ମନୋରଞ୍ଜନ

    ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

    15540
    Apr 18, 2026
  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର
    ଦେଶ-ଦେଶାନ୍ତର

    ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର

    14946
    Apr 18, 2026
  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର
    ଦେଶ-ଦେଶାନ୍ତର

    ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14129
    Apr 18, 2026
  •  ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ଉପରେ ଗୁଳିମାଡ଼
    ଦେଶ-ଦେଶାନ୍ତର

    ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ଉପରେ ଗୁଳିମାଡ଼

    14486
    Apr 18, 2026
  • ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ
    ଦେଶ-ଦେଶାନ୍ତର

    ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ

    15409
    Apr 18, 2026
  • ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ଚଳଚ୍ଚିତ୍ରକୁ ଇନ୍‌କା ଆୱାର୍ଡ
    ମନୋରଞ୍ଜନ

    ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ଚଳଚ୍ଚିତ୍ରକୁ ଇନ୍‌କା ଆୱାର୍ଡ

    15468
    Apr 18, 2026
  •  ଅସ୍ଥି ମଜଭୁତ କରେ ଖଜୁରି
    ବିଶେଷ

    ଅସ୍ଥି ମଜଭୁତ କରେ ଖଜୁରି

    15736
    Apr 16, 2026
  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ
    ଦେଶ-ଦେଶାନ୍ତର

    ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ

    15451
    Apr 18, 2026
  • ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ ସହ କୁଶପୁତ୍ତଳିକା ଦାହ କଲା ...
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ ସହ କୁଶପୁତ୍ତଳିକା ଦାହ କଲା ...

    13252
    Apr 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ଚଳଚ୍ଚିତ୍ରକୁ ଇନ୍‌କା ଆୱାର୍ଡ

    15468
    Apr 18, 2026
  • ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ ସହ କୁଶପୁତ୍ତଳିକା ଦାହ କଲା ମହିଳା ମୋର୍ଚ୍ଚା

    13252
    Apr 18, 2026
  • ଦେଶ-ଦେଶାନ୍ତର

    ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ଉପରେ ଗୁଳିମାଡ଼

    14486
    Apr 18, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17422
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17476
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17833
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16305
    Apr 03, 2021

ବିଶେଷ

  • ଅସ୍ଥି ମଜଭୁତ କରେ ଖଜୁରି

    15736
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15766
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16123
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14741
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15717
    Apr 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15339
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15071
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15571
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13868
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ଚଳଚ୍ଚିତ୍ରକୁ ଇନ୍‌କା ଆୱାର୍ଡ

    15468
    Apr 18, 2026
  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14129
    Apr 18, 2026
  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା

    14817
    Apr 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In