Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ...

  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ...

  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ...

  • ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ...

  • ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ...

  • ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ...

  • ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ...

  • ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ...

  • ଚିନି ଦର ବୃଦ୍ଧି ପରେ ମନ୍ତ୍ରୀଙ୍କ ମଧୁମେହ ...

  • ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ...

ରାଜ୍ୟ
Home ›› ରାଜ୍ୟ ››ରତ୍ନଭଣ୍ଡାର ଖୋଲାଯିବା ନେଇ ୯ରେ ନିଷ୍ପତ୍ତି

ରତ୍ନଭଣ୍ଡାର ଖୋଲାଯିବା ନେଇ ୯ରେ ନିଷ୍ପତ୍ତି

2024-07-06 08:45:28
15527
Share:
Facebook
Twitter
E-Mail
WhatsApp
Telegram
ରତ୍ନଭଣ୍ଡାର ଖୋଲାଯିବା ନେଇ ୯ରେ ନିଷ୍ପତ୍ତି

ଭୁବନେଶ୍ୱର:  କେବେ ରତ୍ନଭଣ୍ଡାର ଖୋଲାଯିବ ତାହା ଆସନ୍ତା ୯ ତାରିଖ ଦିନ ନିଷ୍ପତ୍ତି ନିଆଯିବ । ଆଜି ଅନୁଷ୍ଠିିତ ରତ୍ନଭଣ୍ଡାର କମିଟି ବୈଠକ ପରେ ଏହି ସୂଚନା ଦେଇଛନ୍ତି କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ । ରତ୍ନଭଣ୍ଡାରର ଡୁପ୍ଲିକେଟ ଚାବି ଟ୍ରେଜେରୀରେ ଥିବା ସ୍ପଷ୍ଟ ହୋଇଛି ବୋଲି ସେ ସୂଚନା ଦେଇଛନ୍ତି ।ଆସନ୍ତା ୯ ତାରିଖ ଦିନ ହେବାକୁ ଥିବା ବୈଠକରେ ମୁଖ୍ୟ ପ୍ରଶାସକ ରତ୍ନଭଣ୍ଡାର ଯାଞ୍ଚ କମିଟି ଆଗରେ ଚାବି ଉପସ୍ଥାନ କରିବେ । ଚାବି ଉପସ୍ଥାନ ହେଲା ପରେ ରତ୍ନଭଣ୍ଡାର କେବେ ଖୋଲାଯିବ ସେହିଦିନ ହିଁ ନିଷ୍ପତ୍ତି ନିଆଯିବ । ତେବେ ଡୁପ୍ଲିକେଟ ଚାବିରେ ଯଦି ନଖୋଲେ ତେବେ ତାଲା ଭଙ୍ଗାଯିବ । ବହୁ ଦଶନ୍ଧି ଧରି ଉକ୍ତ ତାଲା ଖୋଲାଯାଇନାହିଁ । ଡୁପ୍ଲିକେଟ ଚାବିରେ ଯଦି ନଖୋଲେ ତେବେ ତାଲା ଭଙ୍ଗାଯିବ । ତାଲା ଭଙ୍ଗାଯାଇ ରତ୍ନଭଣ୍ଡାର ଖୋଲାଯିବ ବୋଲି ଜଷ୍ଟିସ ରଥ କହିଛନ୍ତି ।ଏଥିସହ ତାଲା କିଭଳି ଭଙ୍ଗାଯିବ ସେନେଇ ଏସଓପି ପ୍ରସ୍ତୁତ ହେବ । ପ୍ରସ୍ତୁତ ଏସଓପି ରାଜ୍ୟ ସରକାରଙ୍କ ଠାରେ ଉପସ୍ଥାପନ କରାଯିବ ବୋଲି ସେ କହିଛନ୍ତି ।

 ଅନ୍ୟପକ୍ଷରେ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ଯେରତ୍ନଭଣ୍ଡାର ଯାଞ୍ଚ କମିଟି ଏକ ସ୍ୱତନ୍ତ୍ର ବଡି। କେବେ ରତ୍ନଭଣ୍ଡାର ଖୋଲିବ, ମୋଡାଲିଟି କଣ ରହିବ ସେ ନିଷ୍ପତ୍ତି କମିଟି ନେବ। ସେମାନେ ଯେଉଁ ନିର୍ଦ୍ଦେଶାବଳୀ ପ୍ରସ୍ତୁତ କରିବେ ସରକାର ତାହାକୁ ମାନିବେ।

ନୂତନ ଭାବରେ ଗଠନ କରାଯାଇଥିବା ରତ୍ନଭଣ୍ଡାର ଯାଞ୍ଚ କମିଟିର ବୈଠକ ଆଜି ଦିନ ୧୧ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ୟ୍ୟାଳୟଠାରେ ବସିଥିଲା ।  ପୂର୍ବତନ ଜଷ୍ଟିସ ବିଶ୍ୱର ନାଥ ରଥଙ୍କ ଅଧ୍ୟକ୍ଷତାରେ ୧୬ ଜଣିଆ ଟିମ୍ ସଦସ୍ୟ ରତ୍ନଭଣ୍ଡାର ଖୋଲିବା ନେଇ ବିସ୍ତୃତ ଆଲୋଚନା କରିଥିଲେ। ତେଣୁ କମିଟି ଯାହା ନିଷ୍ପତ୍ତି ନେବ ତାହା ସରକାରଙ୍କ ପାଇଁ ଗ୍ରହଣୀୟ ବୋଲି କହିଛନ୍ତି ଆଇନ ମନ୍ତ୍ରୀ।

ପ୍ରକାଶ ଯେ ବିଜେଡି ସରକାର ଅମଳରେ ରତ୍ନ ଭଣ୍ଡାର ଯାଞ୍ଚ ନିମନ୍ତେ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ଅରଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠିତ ହୋଇଥିଲା। ମାତ୍ର ନୂତନ ସରକାର ଏହି କମିଟିକୁ ଭାଙ୍ଗି ଦେବା ସହ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି । ଏହି କମିଟି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ୱାରା ହେବାକୁ ଥିବା ରତ୍ନଭଣ୍ଡାରର ଗଣନା ଆଦିର ତଦାରଖ କରିବେ ।

Powered by Froala Editor

Tags Ratna bhandar

Related articles Odisha News Lens 4.1

  • ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ଯେତେ ଭ୍ୟୁ ସେତେ ଆୟ
    ଦେଶ-ଦେଶାନ୍ତର

    ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ଯେତେ ଭ୍ୟୁ ସେତେ ଆୟ

    15347
    Aug 22, 2026
  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...
    ଦେଶ-ଦେଶାନ୍ତର

    ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...

    15578
    Aug 22, 2026
  •  ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍
    ଦେଶ-ଦେଶାନ୍ତର

    ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍

    15512
    Aug 22, 2026
  • ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ
    ମନୋରଞ୍ଜନ

    ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ

    13595
    Aug 22, 2026
  • ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ଲାଇସେନ୍ସ ରଦ୍ଦ
    ଦେଶ-ଦେଶାନ୍ତର

    ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ଲାଇସେନ୍ସ ରଦ୍ଦ

    14667
    Aug 22, 2026
  • ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ଫେରାର
    ଦେଶ-ଦେଶାନ୍ତର

    ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ଫେରାର

    14135
    Aug 22, 2026
  • ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ଶିଶୁର ଜୀବନ ଚାଲିଗଲା
    ଦେଶ-ଦେଶାନ୍ତର

    ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ଶିଶୁର ଜୀବନ ଚାଲିଗଲା

    13598
    Aug 22, 2026
  • ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ଜୀବନ ଚାଲିଗଲା
    ଦେଶ-ଦେଶାନ୍ତର

    ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ଜୀବନ ଚାଲିଗଲା

    15463
    Aug 22, 2026
  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ:  ୨ ମୃତ, ୯ ଆହତ
    ଦେଶ-ଦେଶାନ୍ତର

    ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ୯ ଆହତ

    15130
    Aug 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ଯେତେ ଭ୍ୟୁ ସେତେ ଆୟ

    15347
    Aug 22, 2026
  • ଦେଶ-ଦେଶାନ୍ତର

    ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ନାୟକ

    15578
    Aug 22, 2026
  • ମନୋରଞ୍ଜନ

    ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ

    13595
    Aug 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17048
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17676
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17718
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18115
    Sep 06, 2023

ବିଶେଷ

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15405
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16023
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13945
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14968
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14741
    Aug 10, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15967
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14002
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14267
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14392
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ଲାଇସେନ୍ସ ରଦ୍ଦ

    14667
    Aug 22, 2026
  • ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ

    13595
    Aug 22, 2026
  • ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ଫେରାର

    14135
    Aug 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In