Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ...

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ...

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ ...

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ...

  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ...

Home ›› ››ଘର ଭିତରକୁ ପଶିଗଲା ଟ୍ରକ୍‌, କାନ୍ଥ ପଡ଼ି ମହିଳା ମୃତ

ଘର ଭିତରକୁ ପଶିଗଲା ଟ୍ରକ୍‌, କାନ୍ଥ ପଡ଼ି ମହିଳା ମୃତ

2024-07-06 20:11:13
15235
Share:
Facebook
Twitter
E-Mail
WhatsApp
Telegram
ଘର ଭିତରକୁ ପଶିଗଲା ଟ୍ରକ୍‌, କାନ୍ଥ ପଡ଼ି ମହିଳା ମୃତ

ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରରେ ଭାରସାମ୍ୟ ହରାଇ ଏକ ଟ୍ରକ୍ ଜଣଙ୍କ ଘରେ ପଶିଯିବାରୁ ମହିଳାଙ୍କ ମୃତ୍ୟୁ ଘଟିଛି । ରାଇରଙ୍ଗପୁର ଟାଉନ୍ ଆଦର୍ଶ ଥାନା ଅନ୍ତର୍ଗତ ଦାଣ୍ଡବୋଷ ଗ୍ରାମ ଛକ ନିକଟରେ ଶନିବାର ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତ ମହିଳା ହେଲେ କମଳା ପାତ୍ର (୫୮) ।

ସୂଚନାଯୋଗ୍ୟ, ଆଦର୍ଶ ଥାନା ଅଞ୍ଚଳ ଦେଇ ରାଞ୍ôଚ-ବିଜୟୱାଡ଼ା ୨୨୦ନମ୍ବର ଜାତୀୟ ରାଜପଥ ଯାଇଛି । ଏହି ରାସ୍ତାରେ ଦୈନିକ ଶତାଧିକ ମାଲବାହୀ ଭାରୀଯାନ ଚଳାଚଳ କରୁଛି । ଶନିବାର ଭୋର୍ ପ୍ରାୟ ୪ଟାରେ ଟାଟାରୁ ଲୁହାପଥର ଖାଲି କରି ଏହି ଟ୍ରକ୍ ଦ୍ରୁତଗତିରେ ଫେରୁଥିଲା । କିନ୍ତୁ ଡ୍ରାଇଭର ଗାଡ଼ି ଉପରୁ ନିୟନ୍ତ୍ରଣ ହରାଇବାରୁ ରାସ୍ତାକଡ଼ରେ ଥିବା କମଳାଙ୍କ ଘର ଭିତରକୁ ପଶି ଯାଇଥିଲା । ଟ୍ରକ୍ ଧକ୍କାରେ ଘର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଭିତରେ ଚାପି ହୋଇଯାଇଥିଲେ କମଳା । କମଳାଙ୍କ ସହ ପରିବାରର ୬ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାବେଳେ ସେଠାରେ ଡାକ୍ତର କମଳାଙ୍କୁ ମୃତ ଘୋଷଣା କରିଥିଲେ । 

 ଏଭଳି ଅଭାବନୀୟ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା । ମୃତକଙ୍କ ଆତ୍ମୀୟ ଏବଂ ସ୍ଥାନୀୟ ବାସିନ୍ଦା କ୍ଷତିପୂରଣ ଦାବିରେ ଦୀର୍ଘ ୬ଘଣ୍ଟା ରାସ୍ତା ଅବରୋଧ କରିଥିଲେ । ପୁଲିସ୍‌, ମାଜିଷ୍ଟ୍ରେଟ୍ ଦାୟିତ୍ୱରେ ଥିବା ତହସିଲ୍‌ଦାର ପହଞ୍ôଚ ବୁଝାସୁଝା କରିବା ପରେ ପରିସ୍ଥିତି ନିୟନ୍ତ୍ରଣକୁ ଆସିଥିଲା । 

ଏହି ଘଟଣା ପରେ ରାସ୍ତାକଡରେ ଥିବା ପରିବାରଙ୍କ ମନରେ ଛନକା ପଶିଛି । ରାତିରେ ପାଟ୍ରୋଲିଂ ହେଉନଥିବାରୁ ଦୁର୍ଘଟଣା ଘଟୁଛି । ଏପରିକି ଭାରୀଯାନ ଚଲାଉଥିବା ଡ୍ରାଇଭରଙ୍କ ଚେକିଂ ହେଉନଥିବାରୁ ମଦ୍ୟପ ଚାଳକ ଏଭଳି ଘଟଣାମାନ ଘଟାଉଛନ୍ତି । ଯେଉଁଥିପାଇଁ ଏଭଳି ଦୁର୍ଘଟଣା ହେଉଛି ବୋଲି କୁହାଯାଉଛି । 

Powered by Froala Editor

Tags truck

Related articles Odisha News Lens 4.1

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା
    ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15589
    Jun 23, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା
    ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14714
    Jun 22, 2026
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...
    ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...

    14704
    Jun 22, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    13872
    Jun 23, 2026
  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା
    ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13520
    Jun 23, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ
    ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    14933
    Jun 23, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13809
    Jun 23, 2026
  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ
    ଦେଶ-ଦେଶାନ୍ତର

    ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    14964
    Jun 22, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ
    ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14893
    Jun 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14893
    Jun 22, 2026
  • ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13809
    Jun 23, 2026
  • ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14714
    Jun 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16937
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17556
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17606
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18003
    Sep 06, 2023

ବିଶେଷ

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14826
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14696
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15595
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14457
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15778
    Jun 18, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13779
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14870
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15485
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15235
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    13872
    Jun 23, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    14933
    Jun 23, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14893
    Jun 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In