Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ...

  • ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ

  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ...

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ...

  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ...

  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ ...

  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ...

  • ତରଭୁଜ ନମୁନାରେ ମୂଷା ମରା ବିଷ

  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ...

ଜିଲ୍ଲା ପରିକ୍ରମା
Home ›› ଜିଲ୍ଲା ପରିକ୍ରମା ››କାଶୀ ବିଶ୍ୱନାଥ ଯାଉଥିବାବେଳେ ତୀର୍ଥଯାତ୍ରୀ ବସ୍‌କୁ ଧକ୍କା ଦେଲା ଟ୍ରକ୍‌, ୧୦ ଗୁରୁତର

କାଶୀ ବିଶ୍ୱନାଥ ଯାଉଥିବାବେଳେ ତୀର୍ଥଯାତ୍ରୀ ବସ୍‌କୁ ଧକ୍କା ଦେଲା ଟ୍ରକ୍‌, ୧୦ ଗୁରୁତର

2024-07-06 20:11:59
16129
Share:
Facebook
Twitter
E-Mail
WhatsApp
Telegram
କାଶୀ ବିଶ୍ୱନାଥ ଯାଉଥିବାବେଳେ ତୀର୍ଥଯାତ୍ରୀ ବସ୍‌କୁ ଧକ୍କା ଦେଲା ଟ୍ରକ୍‌, ୧୦ ଗୁରୁତର

ଭଦ୍ରକ ୧୬ ନଂ ଜାତୀୟ ରାଜପଥରେ ଚିଙ୍ଗୁଡି଼ପୁର ଛକ ନିକଟରେ ଏକ ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୦ ଯାତ୍ରୀ ଗୁରୁତର ହୋଇଛନ୍ତି । ଦୁର୍ଘଟଣାରେ ଟ୍ରକ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି । ବସ୍‌ଟି ପୁରୀରୁ କାଶୀ ଅଭିମୁଖେ ଯାଉଥିବାବେଳେ ବସ୍‌କୁ ଟ୍ରକ୍ ଧକ୍କା ଦେଇଥିଲା ବୋଲି ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି ।    

ସୂଚନା ଅନୁଯାୟୀ, ଆନ୍ଧ୍ରପ୍ରଦେଶର ଅଙ୍ଗାରୁ ଜିଲ୍ଲାରୁ ୮୦ ଜଣ ତୀର୍ଥଯାତ୍ରୀ ୨ଟି ବସରେ ୪ ଧାମ ଯାତ୍ରାରେ ବାହାରିଥିଲେ । ସେମାନେ ପୁରୀ ଜଗନ୍ନାଥ ଧାମ ଦର୍ଶନ କରିବା ପରେ କାଶୀ ବିଶ୍ୱନାଥ ଧାମ ବାହାରିଥିଲେ । ଗୋଟିଏ ବସ ପାଣିକୋଇଲି ନିକଟରେ ଆସୁଥିବାବେଳେ ଅନ୍ୟ ବସଟି ଭଦ୍ରକ ଚିଙ୍ଗୁଡ଼ିପୁର ନିକଟରେ ପହଞ୍ଚିଥିଲା । କିନ୍ତୁ ଶୁକ୍ରବାର ରାତିରେ ଗୋଟିଏ ବସକୁ ଏକ ଟ୍ରକ୍ ଧକ୍କା ଦେଇଥିଲା । ଫଳରେ ବସ ପଛରେ ବସିଥିବା ୧୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଗୁରୁତର ହୋଇପଡ଼ିଥିଲେ । 

ଅଧିକ ରାତିରେ ଘଟଣା ଘଟିଥିବାରୁ ଉଦ୍ଧାର କାର୍ଯ୍ୟ ହୋଇପାରିନଥିଲା । ପଛରେ ଆସୁଥିବା ବସ ପହଞ୍ଚିବା ପରେ ସେଥିରେ ଥିବା ଯାତ୍ରୀ ଉଦ୍ଧାର କାର୍ଯ୍ୟରେ ସହଯୋଗ କରିଥିଲେ । ଭୋରୁ ସ୍ଥାନୀୟ ଲୋକେ ପହଞ୍ଚି ଯାତ୍ରୀଙ୍କୁ ମେଡିକାଲ ପଠାଇଥିଲେ । 

ଅନ୍ୟପଟେ ଧକ୍କା ଦେଇଥିବା ଟ୍ରକ୍ ଡ୍ରାଇଭରର ମୃତ୍ୟୁ ଘଟିଛି । ମୃତ ଡ୍ରାଇଭରଙ୍କ ପରିଚୟ ମିଳିପାରିନି । ଗାଡ଼ି ନମ୍ବର ଆଧାରରେ ମାଲିକ ସହ ଯୋଗାଯୋଗ ଚାଲିଥିବା ପୁଲିସ କହିଛି । 


Powered by Froala Editor

Tags bus

Related articles Odisha News Lens 4.1

  • ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ
    ଦେଶ-ଦେଶାନ୍ତର

    ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ

    14361
    May 09, 2026
  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ
    ଦେଶ-ଦେଶାନ୍ତର

    ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ

    15123
    May 08, 2026
  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...
    ଦେଶ-ଦେଶାନ୍ତର

    ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...

    14171
    May 07, 2026
  • ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ...
    ଦେଶ-ଦେଶାନ୍ତର

    ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ...

    15472
    May 09, 2026
  • ତରଭୁଜ ନମୁନାରେ ମୂଷା ମରା ବିଷ
    ଦେଶ-ଦେଶାନ୍ତର

    ତରଭୁଜ ନମୁନାରେ ମୂଷା ମରା ବିଷ

    14404
    May 08, 2026
  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    16102
    May 07, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ
    ବିଶେଷ

    ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15610
    May 09, 2026
  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

    14779
    May 09, 2026
  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ
    ଦେଶ-ଦେଶାନ୍ତର

    ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ

    14411
    May 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15610
    May 09, 2026
  • ଦେଶ-ଦେଶାନ୍ତର

    ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    16102
    May 07, 2026
  • ଦେଶ-ଦେଶାନ୍ତର

    ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    14027
    May 08, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17465
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17514
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17874
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16347
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15610
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14425
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15423
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15170
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13971
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15388
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15127
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15619
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13941
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ

    14361
    May 09, 2026
  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

    14779
    May 09, 2026
  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    14027
    May 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In