Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଉଷା ମଙ୍ଗେଶକରଙ୍କୁ ମିଳିବ ‘ଭାରତ ରତ୍ନ ...

  • ୧୫୪ ବର୍ଷ ପରେ ଗୁଜରାଟରେ ଦେଖାଦେଲା ...

  • ନବଜାତ ଶିଶୁ ମୁହଁରେ ନିଶ !

  • ବିବାହ ପାଇଁ ଚୋରି କରି ଗିରଫ ହେଲେ ...

  • ୭ ଟଙ୍କା ଲଟେରୀରେ ଭାଗ୍ୟ ଚମକିଗଲା

  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

  • ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ...

  • ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ...

  • ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ...

ଜିଲ୍ଲା ପରିକ୍ରମା
Home ›› ଜିଲ୍ଲା ପରିକ୍ରମା ››ଜଙ୍ଗଲକୁ ଯାଇଥିଲେ, ଯୁବକକୁ ଦଳିଦେଲା ଦନ୍ତା

ଜଙ୍ଗଲକୁ ଯାଇଥିଲେ, ଯୁବକକୁ ଦଳିଦେଲା ଦନ୍ତା

2024-07-06 20:15:04
16565
Share:
Facebook
Twitter
E-Mail
WhatsApp
Telegram
ଜଙ୍ଗଲକୁ ଯାଇଥିଲେ, ଯୁବକକୁ ଦଳିଦେଲା ଦନ୍ତା

ଚଣ୍ଡିଖୋଲ ବୈରୀ ରେଞ୍ଜ ଶାଳପଡ଼ା ପଞ୍ଚାୟତ ଚାରିଗୋଚ୍ଛିଆ ଜଙ୍ଗଲକୁ ଦୁଇ ଯୁବକ ଯାଇଥିବାବେଳେ ହାତୀ ଜଣଙ୍କୁ ଦଳି ମାରିଦେଇଛି । ମୃତ ଯୁବକ ଜଣକ ବନ୍ଧପଲି ଗ୍ରାମ ଆଦିବାସୀ ସାହିର ରବି ବିନ୍ଧାଣୀ(୩୨) । 

ଶନିବାର ଭୋରରୁ ରବି ବିନ୍ଧାଣୀ ଓ ଟୁକୁ ହେମ୍ବ୍ରମ ଚାରିଗୋଚ୍ଛିଆ ଜଙ୍ଗଲକୁ ଯାଇଥିଲେ । ରବି ଆଗରେ ଯାଉଥିବା ବେଳେ ଏକ ଦନ୍ତାହାତୀ ତାଙ୍କୁ ହଠାତ୍ ଟେକି କଚାଡ଼ି ଦେଇଥିଲା । ରବି ତଳେ ପଡ଼ିବା ମାତ୍ରେ ହାତୀଟି ରବିଙ୍କୁ ଦଳି ପକାଇ ଥିଲା । ଘଟଣାସ୍ଥଳରେ ରବିଙ୍କର ମୃତ୍ୟୁ ଘଟିଥିଲା । 

ଆଖିସାମ୍‌ନାରେ ରବିଙ୍କ ମୃତ୍ୟୁ ଦେଖି ଟୁକୁ ଥରହର ହୋଇଉଠିଥିଲା । ତଥାପି ସାହାସ ବାନ୍ଧି ସେଠାରୁ ଜୀବନ ବିକଳରେ ଗାଁ ଆଡ଼କୁ ଦୌଡ଼ି ଆସି ଗ୍ରାମବାସୀଙ୍କୁ ଘଟଣା ସମ୍ପର୍କରେ ଜଣାଇଥିଲେ । ଗ୍ରାମବାସୀ ବୈରୀ ବନ ବିଭାଗ ଓ ପୁଲିସକୁ ଖବର ଦେଇ ଜଙ୍ଗଲକୁ ଭିତରକୁ ଯାଇଥିଲେ । ସେତବେଳକୁ ହାତୀଟି ଜଙ୍ଗଲ ଭିତରକୁ ପଳାଇ ଯାଇଥିଲା । ବନ ବିଭାଗ ରବିଙ୍କ ମୃତଦେହ ଜବତ କରିବା ସହ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦିଆଯିବ ବୋଲି କହିଛନ୍ତି । ପ୍ରଥମ କିସ୍ତି ଅନୁଯାୟୀ ରବିଙ୍କ ପତ୍ନୀ ପ୍ରିୟା ବିନ୍ଧାଣୀଙ୍କୁ ୬୦ ହଜାର ଟଙ୍କା ଦିଆଯାଇଛି । 

କିନ୍ତୁ ପୁଅକୁ ହରାଇ ରବିଙ୍କ ପତ୍ନୀ ଓ ପରିବାର ସମ୍ପୂର୍ଣ୍ଣ ଭାଙ୍ଗି ପଡିଛନ୍ତି । ରବି କାହିଁକି ଜଙ୍ଗଲକୁ ଯାଇଥିଲେ ଜଣାପଡିନାହିଁ । ତଥାପି ଜୀବନଜୀବିକା ପାଇଁ ସେ ଟୁକୁ ସହିତ ପ୍ରାୟତଃ ଜଙ୍ଗଲୀ ଜିନିଷ ସଂଗ୍ରହ କରିବାକୁ ଯାଆନ୍ତି । ଛତୁ ଆଣିବାକୁ ସେ ଭୋର୍‌ରୁ ଯାଇଥିବା ପରିବାର ଲୋକେ କହୁଛନ୍ତି । ତଥାପି ବନବିଭାଗ ତଦନ୍ତ କରୁଛି । 


Powered by Froala Editor

Tags hati

Related articles Odisha News Lens 4.1

  • ୭ ଟଙ୍କା ଲଟେରୀରେ ଭାଗ୍ୟ ଚମକିଗଲା
    ଦେଶ-ଦେଶାନ୍ତର

    ୭ ଟଙ୍କା ଲଟେରୀରେ ଭାଗ୍ୟ ଚମକିଗଲା

    15166
    Oct 25, 2026
  • ୧୫୪ ବର୍ଷ ପରେ ଗୁଜରାଟରେ ଦେଖାଦେଲା  ସ୍ୟାଣ୍ଡ ସ୍ନେକ୍
    ଦେଶ-ଦେଶାନ୍ତର

    ୧୫୪ ବର୍ଷ ପରେ ଗୁଜରାଟରେ ଦେଖାଦେଲା ସ୍ୟାଣ୍ଡ ସ୍ନେକ୍

    13705
    Oct 25, 2026
  • ନବଜାତ ଶିଶୁ ମୁହଁରେ ନିଶ !
    ଦେଶ-ଦେଶାନ୍ତର

    ନବଜାତ ଶିଶୁ ମୁହଁରେ ନିଶ !

    14065
    Oct 25, 2026
  • ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଗିରଫ
    ଦେଶ-ଦେଶାନ୍ତର

    ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଗିରଫ

    15534
    Oct 24, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ
    ବିଶେଷ

    ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14421
    Oct 25, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର
    ବାଣିଜ୍ୟ

    ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    13861
    Oct 25, 2026
  • ବିବାହ ପାଇଁ ଚୋରି କରି ଗିରଫ ହେଲେ ପ୍ରେମୀଯୁଗଳ
    ଦେଶ-ଦେଶାନ୍ତର

    ବିବାହ ପାଇଁ ଚୋରି କରି ଗିରଫ ହେଲେ ପ୍ରେମୀଯୁଗଳ

    14885
    Oct 25, 2026
  • ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ନେଲେ ଅମିତାଭ, ପ୍ରଶଂସକଙ୍କୁ କହିଲେ ଏହା...
    ଦେଶ-ଦେଶାନ୍ତର

    ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ନେଲେ ଅମିତାଭ, ପ୍ରଶଂସକଙ୍କୁ କହିଲେ ଏହା...

    14375
    Oct 24, 2026
  • ଉଷା ମଙ୍ଗେଶକରଙ୍କୁ ମିଳିବ ‘ଭାରତ ରତ୍ନ ଡକ୍ଟର ଭୂପେନ ହଜାରିକା ଜାତୀୟ ପୁରସ୍କାର’
    ଦେଶ-ଦେଶାନ୍ତର

    ଉଷା ମଙ୍ଗେଶକରଙ୍କୁ ମିଳିବ ‘ଭାରତ ରତ୍ନ ଡକ୍ଟର ଭୂପେନ ହଜାରିକା ଜାତୀୟ ପୁରସ୍କାର’

    13572
    Oct 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ଜେଲରେ

    13897
    Oct 24, 2026
  • ଦେଶ-ଦେଶାନ୍ତର

    ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ନେଲେ ଅମିତାଭ, ପ୍ରଶଂସକଙ୍କୁ କହିଲେ ଏହା...

    14375
    Oct 24, 2026
  • ଦେଶ-ଦେଶାନ୍ତର

    ଉଷା ମଙ୍ଗେଶକରଙ୍କୁ ମିଳିବ ‘ଭାରତ ରତ୍ନ ଡକ୍ଟର ଭୂପେନ ହଜାରିକା ଜାତୀୟ ପୁରସ୍କାର’

    13572
    Oct 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17214
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17911
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17854
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18278
    Sep 06, 2023

ବିଶେଷ

  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14421
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15356
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15695
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15066
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15531
    Oct 16, 2026

ବାଣିଜ୍ୟ

ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

ଦୀପାବଳିର ଠିକ୍ ପୂର୍ବରୁ ସୁନା ଦରରେ ଦ୍ରୁତ ହ୍ରାସ ଦେଖିବାକୁ ମିଳିଛି । ଚଳିତ ସପ୍ତାହରେ ଅନ୍ତର୍ଜାତୀୟ ବଜାରରେ ସୁନା ଦର ପାଖାପାଖି ୪% ଖସିଛି । ଏହି ୪ ମାସରେ ସୁନାର ଏହା ସର୍ବବୃହତ୍ ହ୍ରାସ । ଅଶୋଧିତ ତୈଳ ଦରରେ ବୃଦ୍ଧି, ଦରଦାମ ଚିନ୍ତା ଏବଂ କଡ଼ା ମୁଦ୍ରାନୀତି ଆଶଙ୍କା ଯୋଗୁ ସୁନା ଆଉନ୍ସ ପିଛା ୪,୦୦୦ ଡଲାର ପର୍ଯ୍ ...

  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    14921
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14621
    Oct 23, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    15237
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14421
    Oct 21, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୭ ଟଙ୍କା ଲଟେରୀରେ ଭାଗ୍ୟ ଚମକିଗଲା

    15166
    Oct 25, 2026
  • ବିବାହ ପାଇଁ ଚୋରି କରି ଗିରଫ ହେଲେ ପ୍ରେମୀଯୁଗଳ

    14885
    Oct 25, 2026
  • ନବଜାତ ଶିଶୁ ମୁହଁରେ ନିଶ !

    14065
    Oct 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In