Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, December 12, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କେଶ ଝଡିବା ରୋକିବ ଏହି ମାସ୍କ

  • ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ...

  • ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର ...

  • ହଜାର ଫୁଟ ଗଭୀରକୁ ଖସିଲା ଟ୍ରକ୍‌, ୧୭ ...

  • ୬ ରାଜ୍ୟରେ ବଢ଼ିଲା ଏସଆଇଆର ସମୟସୀମା

  • ଥାଇଲାଣ୍ଡରୁ ଗିରଫ ହେଲେ ଲୁଥ୍ରା ବ୍ରଦର୍ସ

  • ବକ୍ସ ଅଫିସରେ "ଧୁରନ୍ଧର" ଧମାଲ : ୬ଦିନରେ ...

  • ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା

  • ବିମାନ ଉଡାଣ ସଂଖ୍ୟା ବୃଦ୍ଧି କରିବ ...

  • ମୋଦି-ରାହୁଲଙ୍କ ମଧ୍ୟରେ ୮୮ ମିନିଟ୍ ବୈଠକ, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କୁଲଗାମରେ ଏନ୍‌କାଉଣ୍ଟର: ୫ ଆତଙ୍କବାଦୀ ନିହତ, ୨ ଯବାନ ସହିଦ

କୁଲଗାମରେ ଏନ୍‌କାଉଣ୍ଟର: ୫ ଆତଙ୍କବାଦୀ ନିହତ, ୨ ଯବାନ ସହିଦ

2024-07-07 09:13:59
16105
Share:
Facebook
Twitter
E-Mail
WhatsApp
Telegram
କୁଲଗାମରେ ଏନ୍‌କାଉଣ୍ଟର: ୫ ଆତଙ୍କବାଦୀ ନିହତ, ୨ ଯବାନ ସହିଦ

ନୂଆଦିଲ୍ଲୀ: ଜମ୍ମୁ କଶ୍ମୀରର କୁଲଗାମରେ ୨ଟି ପୃଥକ ଏନ୍‌କାଉଣ୍ଟର ୫ ଆତଙ୍କବାଦୀ ନିହତ ହୋଇଛନ୍ତି। ସେହିପରି ୨ ସେନା ଯବାନ ମଧ୍ୟ ସହିଦ ହୋଇଥିବା ସୂଚନା ମିଳିଛି।କୁଲଗାମ ଜିଲ୍ଲାର ଚିନିଗାମ ଓ ମୋଦରଗାମରେ ଏନ୍‌କାଉଣ୍ଟର ହୋଇଛି। ଆତଙ୍କବାଦୀ ଲୁଚିଥିବାର ଖବର ପାଇବା ପରେ ସେନା ପକ୍ଷରୁ ଅପରେଶନ ଆରମ୍ଭ ହୋଇଥିଲା। ଏହି ସମୟରେ ସେନା ଏବଂ ଆତଙ୍କୀଙ୍କ ମଧ୍ୟରେ ଗୁଳିମାଡ଼ ହୋଇଥିଲା। ଏଥିରେ ଦୁଇ ଜଣ ଯବାନ ସହିଦ ହୋଇଛନ୍ତି। ମୋଦରଗାମରେ ଏନ୍‌କାଉଣ୍ଟର ବେଳେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଗୁଳିମାଡରେ ଲାନ୍ସ ନାୟକ ପ୍ରଦୀପ ନୈନ ସହିଦ ହୋଇଛନ୍ତି। ସେହିପରି ଅନ୍ୟ ଏକ ଏନ୍‌କାଉଣ୍ଟରେ ଫ୍ରିସଲ କୁଲଗାମରେ ଜାରି ରହିଛି। ଏଠାରେ ହବିଲଦାର ରାଜ କୁମାର ସହିଦ ହୋଇଛନ୍ତି।ସେନାର ପ୍ରଥମ ଅଭିଯାନ ଆରମ୍ଭ ହେବାର କିଛି ଘଣ୍ଟା ପରେ କୁଲଗାମର ଚିନିଗାମ ଗାଁରେ ଗୁଳିମାଡ଼ ଆରମ୍ଭ ହୋଇଥିଲା। ଲଶ୍କର ଗ୍ରୁପ ଏଠାରେ ଲୁଚି ରହିଥିବା ନେଇ ସେନାକୁ ଗୁଇନ୍ଦା ସୂଚନା ମିଳିଥିଲା। ଏହାପରେ ସୁରକ୍ଷାକର୍ମୀମାନେ ଘଟଣାସ୍ଥଳରେ ପହଞ୍ଚି ସର୍ଚ୍ଚ ଅପରେସନ୍‌ ଆରମ୍ଭ କରିଥିଲେ। ଏହି ସମୟରେ ଆତଙ୍କବାଦୀମାନେ ସେନା ଉପରକୁ ଗୁଳିମାଡ଼ କରିଥିଲେ। ସେନା ପକ୍ଷରୁ ମଧ୍ୟ ପାଲଟା ଗୁଳିମାଡ଼ କରାଯାଇଥିଲା। ଏଥିରେ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।ସେପଟେ ପାଞ୍ଚ ସାଥୀଙ୍କ ମୃତ୍ୟୁକୁ ନେଇ ରାଗି ଯାଇଛନ୍ତି ଆତଙ୍କବାଦୀ। ଜମ୍ମୁ କଶ୍ମୀରର ରଜୌରୀରେ ଥିବା ଏକ ସେନା କ୍ୟାମ୍ପ ଉପରେ ଆତଙ୍କବାଦୀମାନେ ଗୁଳିମାଡ଼ କରିଛନ୍ତି। ଏଥିରେ ଜଣେ ଯବାନ ଆହତ ହୋଇଛନ୍ତି।

Powered by Froala Editor

Tags Encounter

Related articles Odisha News Lens 4.1

  • ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର କିଙ୍ଗ୍‌ ଖାନ୍‌
    ମନୋରଞ୍ଜନ

    ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର କିଙ୍ଗ୍‌ ଖାନ୍‌

    14996
    Dec 11, 2025
  • ବକ୍ସ ଅଫିସରେ
    ମନୋରଞ୍ଜନ

    ବକ୍ସ ଅଫିସରେ "ଧୁରନ୍ଧର" ଧମାଲ : ୬ଦିନରେ ୧୮୦କୋଟି ପାର୍

    14604
    Dec 11, 2025
  • ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ଭୂମିକାରେ ଆସିବେ ତମନ୍ନା
    ମନୋରଞ୍ଜନ

    ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ଭୂମିକାରେ ଆସିବେ ତମନ୍ନା

    15374
    Dec 11, 2025
  • ମୋଦି-ରାହୁଲଙ୍କ ମଧ୍ୟରେ ୮୮ ମିନିଟ୍ ବୈଠକ, କଣ ହେଲା ଆଲୋଚନା ଜାଣନ୍ତୁ....
    ଦେଶ-ଦେଶାନ୍ତର

    ମୋଦି-ରାହୁଲଙ୍କ ମଧ୍ୟରେ ୮୮ ମିନିଟ୍ ବୈଠକ, କଣ ହେଲା ଆଲୋଚନା ଜାଣନ୍ତୁ....

    15246
    Dec 11, 2025
  •  ବିମାନ ଉଡାଣ ସଂଖ୍ୟା ବୃଦ୍ଧି କରିବ ସ୍ପାଇସ୍ ଜେଟ୍‌
    ଦେଶ-ଦେଶାନ୍ତର

    ବିମାନ ଉଡାଣ ସଂଖ୍ୟା ବୃଦ୍ଧି କରିବ ସ୍ପାଇସ୍ ଜେଟ୍‌

    13728
    Dec 11, 2025
  • ୬ ରାଜ୍ୟରେ ବଢ଼ିଲା ଏସଆଇଆର ସମୟସୀମା
    ଦେଶ-ଦେଶାନ୍ତର

    ୬ ରାଜ୍ୟରେ ବଢ଼ିଲା ଏସଆଇଆର ସମୟସୀମା

    13540
    Dec 11, 2025
  • ହଜାର ଫୁଟ ଗଭୀରକୁ ଖସିଲା ଟ୍ରକ୍‌, ୧୭ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ହଜାର ଫୁଟ ଗଭୀରକୁ ଖସିଲା ଟ୍ରକ୍‌, ୧୭ ଶ୍ରମିକ ମୃତ

    14624
    Dec 11, 2025
  • ଥାଇଲାଣ୍ଡରୁ ଗିରଫ ହେଲେ ଲୁଥ୍ରା ବ୍ରଦର୍ସ
    ଦେଶ-ଦେଶାନ୍ତର

    ଥାଇଲାଣ୍ଡରୁ ଗିରଫ ହେଲେ ଲୁଥ୍ରା ବ୍ରଦର୍ସ

    14676
    Dec 11, 2025
  • କେଶ ଝଡିବା ରୋକିବ ଏହି ମାସ୍କ
    ବିଶେଷ

    କେଶ ଝଡିବା ରୋକିବ ଏହି ମାସ୍କ

    15272
    Dec 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୋଦି-ରାହୁଲଙ୍କ ମଧ୍ୟରେ ୮୮ ମିନିଟ୍ ବୈଠକ, କଣ ହେଲା ଆଲୋଚନା ଜାଣନ୍ତୁ....

    15246
    Dec 11, 2025
  • ମନୋରଞ୍ଜନ

    ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ଭୂମିକାରେ ଆସିବେ ତମନ୍ନା

    15374
    Dec 11, 2025
  • ଦେଶ-ଦେଶାନ୍ତର

    ଥାଇଲାଣ୍ଡରୁ ଗିରଫ ହେଲେ ଲୁଥ୍ରା ବ୍ରଦର୍ସ

    14676
    Dec 11, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17156
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17246
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17590
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16064
    Apr 03, 2021

ବିଶେଷ

  • କେଶ ଝଡିବା ରୋକିବ ଏହି ମାସ୍କ

    15272
    Dec 12, 2025
  • ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା

    15100
    Dec 11, 2025
  • କାର୍ଯ୍ୟରତ ବ୍ୟକ୍ତି କିପରି ହୃଦରୋଗକୁ କରିବେ ନିୟନ୍ତ୍ରଣ ଜାଣନ୍ତୁ......

    16051
    Dec 09, 2025
  • ଧୂପକାଠି ଧୂଆଁ କରିଥାଏ ଏହି କ୍ଷତି....

    13903
    Dec 09, 2025
  • ଚିନି ସ୍ୱାସ୍ଥ୍ୟ ପାଇଁ କାହିଁକି କ୍ଷତିକାରକ ହୋଇଥାଏ ଜାଣନ୍ତୁ...

    15962
    Dec 08, 2025

ବାଣିଜ୍ୟ

ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ

ଟାଟା ମୋଟର୍ସ ସିଏରାର ୨୪ ପ୍ରକାର ମଡେଲ ଲଞ୍ଚ ହୋଇଛି । ଟାଟା ସିଏରାର ଏକ୍ସ-ଶୋରୁମ୍ ମୂଲ୍ୟ ୧୧.୪୯ ଲକ୍ଷରୁ ଆରମ୍ଭ ହୋଇ ୧୮.୪୯ ଲକ୍ଷ ପର୍ଯ୍ୟନ୍ତ ରହିଛି। ଟାଟା ସିଏରା ୫-ସିଟ୍ ବିଶିଷ୍ଟ ମଡେଲ ଭାରତୀୟ ବଜାରରେ ଲଞ୍ଚ୍ ହୋଇଥିଲା। ଲଞ୍ଚ୍ ସମୟରେ କେବଳ ସିଏରାର ମୂଳ ମଡେଲର ମୂଲ୍ୟ ପ୍ରକାଶ କରାଯାଇଥିଲା। ଏବେ ୨୪ ପ୍ରକାର ମଡ ...

  • ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ସହଭାଗିତା ସହିତ ବୈଶ୍ୱିକ ଗତିଶୀଳତା ଜରିଆରେ ଆନ୍ତଃପିଢିଗତ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ଆଗକୁ ବଢାଉଛି

    15135
    Dec 08, 2025
  • ଏସଏସ୍‌ଆଇ ପକ୍ଷରୁ ୧୫୦ ଯୁବ ଆଥ୍‌ଲେଟଙ୍କ ପାଇଁ କଳିଙ୍ଗ ଷ୍ଟାଡିୟମ୍‌ରେ ପ୍ରଥମ ବୋନ୍‌ ମିନେରାଲ ଡେନ୍‌ସିଟି କ୍ୟାମ୍ପ ଆୟୋଜିତ

    14233
    Dec 06, 2025
  • ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

    14919
    Nov 20, 2025
  • ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

    15154
    Nov 15, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୬ ରାଜ୍ୟରେ ବଢ଼ିଲା ଏସଆଇଆର ସମୟସୀମା

    13540
    Dec 11, 2025
  • ବିମାନ ଉଡାଣ ସଂଖ୍ୟା ବୃଦ୍ଧି କରିବ ସ୍ପାଇସ୍ ଜେଟ୍‌

    13728
    Dec 11, 2025
  • ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର କିଙ୍ଗ୍‌ ଖାନ୍‌

    14996
    Dec 11, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In