Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, October 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଜ ରାଜନୈତିକ ଯାତ୍ରାର ଅନୁଭୂତି ବଖାଣି ...

  • RBI ରେପୋ ରେଟ୍‌କୁ 25 ବେସିସ୍ ପଏଣ୍ଟ ବୃଦ୍ଧି ...

  • ଏୟାର ମାର୍ଶାଲ ଆଶୁତୋଷ ଦୀକ୍ଷିତଙ୍କୁ ...

  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ...

  • ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ...

  • ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ...

  • ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

  • ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ...

  • ସୁପ୍ରିମକୋର୍ଟରେ ନୂତନ ବିଚାରପତି ...

  • କୁନୋରେ ୫ ଚିତା ଛୁଆଙ୍କ ଜନ୍ମ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଅସ୍ଥାୟୀ ଭାବେ ବନ୍ଦ ହେଲା ଚାରିଧାମ ଯାତ୍ରା

ଅସ୍ଥାୟୀ ଭାବେ ବନ୍ଦ ହେଲା ଚାରିଧାମ ଯାତ୍ରା

2024-07-07 20:02:45
15972
Share:
Facebook
Twitter
E-Mail
WhatsApp
Telegram
ଅସ୍ଥାୟୀ ଭାବେ ବନ୍ଦ ହେଲା ଚାରିଧାମ ଯାତ୍ରା

ରବିବାର ଚାରିଧାମ ଯାତ୍ରାକୁ ଅସ୍ଥାୟୀ ଭାବେ ବନ୍ଦ କରି ଦିଆଯାଇଛି।  ଉତ୍ତରାଖଣ୍ଡର ଗଢ଼ବାଲ ଅଞ୍ଚଳ‌ରେ ପ୍ରବଳ ବର୍ଷାର ଚେତାବନୀ ପରେ ଯାତ୍ରାକୁ ସ୍ଥଗିତ ରଖାଯାଇଛି । ବଡ଼ ଅଘଟଣ ଘଟିବା ଆଶଙ୍କା ଥିବାରୁ ପ୍ରଶାସନ ଏହି ନିଷ୍ପତ୍ତି ନେଇଛି ।

ଉତ୍ତରାଖଣ୍ଡରେ ଭିନ୍ନଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେତୁ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ହୋଇ ବଦ୍ରିନାଥ ଯିବାକୁ ଥିବା ଜାତୀୟ ରାଜପଥରେ ପାହାଡରୁ ପଥର ଖସିବା ହେତୁ ରାସ୍ତା ବନ୍ଦ ହୋଇଯାଇଛି। ସେହିପରି ଆସାମ ଏବଂ ଅରୁଣାଚଳ ପ୍ରଦେଶରେ କିଛିଦିନ ତଳେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାରୁ ପ୍ରାୟ ଚାରି ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି। ଏଥିସହ ଏକାଧିକ ସ୍ଥାନରେ ଭୂସ୍ଖଳନ କାରଣରୁ ଯୋଗାଯୋଗ ବିଛିନ୍ନ ହୋଇଯାଇଛି।

ଏସବୁକୁ ଦୃଷ୍ଟିରେ ରଖାଯାଇ ତୀର୍ଥଯାତ୍ରୀମାନଙ୍କୁ ଅନୁରୋଧ କରାଯାଇଛି କି ଜୁଲାଇ ୮ତାରିଖରେ ଋଷିକେଶ ଠାରୁ ଆଗକୁ ୪ଧାମ ଯାତ୍ରା କରିବାକୁ ଯୋଜନା ରଖିଥିଲେ ତାହାକୁ ବାତିଲ କରି ଦିଅନ୍ତୁ। ଯେଉଁମାନେ ତୀର୍ଥଯାତ୍ରା ପାଇଁ ଆଗକୁ ବଢ଼ିଯ‌ାଇଛନ୍ତି ସେମାନେ ପାଣିପାଗ ଶୁଖିଲା ହେବା ପର୍ଯ୍ୟନ୍ତ ଅପେକ୍ଷା କରନ୍ତୁ।

Powered by Froala Editor

Tags dham

Related articles Odisha News Lens 4.1

  • ଏୟାର ମାର୍ଶାଲ ଆଶୁତୋଷ ଦୀକ୍ଷିତଙ୍କୁ ବାୟୁସେନା ମୁଖ୍ୟ ଭାବେ ନିଯୁକ୍ତ କଲେ କେନ୍ଦ୍ର ...
    ଦେଶ-ଦେଶାନ୍ତର

    ଏୟାର ମାର୍ଶାଲ ଆଶୁତୋଷ ଦୀକ୍ଷିତଙ୍କୁ ବାୟୁସେନା ମୁଖ୍ୟ ଭାବେ ନିଯୁକ୍ତ କଲେ କେନ୍ଦ୍ର ...

    15547
    Oct 07, 2026
  • ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ବିପଦ, ବେଲବନ ଆଶ୍ରମକୁ ଚାଲି ଗଲେ
    ଦେଶ-ଦେଶାନ୍ତର

    ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ବିପଦ, ବେଲବନ ଆଶ୍ରମକୁ ଚାଲି ଗଲେ

    13673
    Oct 06, 2026
  • ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ଫାନ୍ସିସ ହାଲ୍‌ଜେନ
    ଦେଶ-ଦେଶାନ୍ତର

    ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ଫାନ୍ସିସ ହାଲ୍‌ଜେନ

    14253
    Oct 06, 2026
  • ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି

    14909
    Oct 06, 2026
  • କୁନୋରେ ୫ ଚିତା ଛୁଆଙ୍କ ଜନ୍ମ
    ଦେଶ-ଦେଶାନ୍ତର

    କୁନୋରେ ୫ ଚିତା ଛୁଆଙ୍କ ଜନ୍ମ

    15165
    Oct 06, 2026
  • ନିଜ ରାଜନୈତିକ ଯାତ୍ରାର ଅନୁଭୂତି ବଖାଣି ମୋଦି କହିଲେ ଏହା
    ଦେଶ-ଦେଶାନ୍ତର

    ନିଜ ରାଜନୈତିକ ଯାତ୍ରାର ଅନୁଭୂତି ବଖାଣି ମୋଦି କହିଲେ ଏହା

    14753
    Oct 07, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି
    ବାଣିଜ୍ୟ

    ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15057
    Oct 06, 2026
  • RBI ରେପୋ ରେଟ୍‌କୁ 25 ବେସିସ୍ ପଏଣ୍ଟ ବୃଦ୍ଧି କରିଛି
    ଦେଶ-ଦେଶାନ୍ତର

    RBI ରେପୋ ରେଟ୍‌କୁ 25 ବେସିସ୍ ପଏଣ୍ଟ ବୃଦ୍ଧି କରିଛି

    15076
    Oct 07, 2026
  • ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼
    ମନୋରଞ୍ଜନ

    ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

    14830
    Oct 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ଫାନ୍ସିସ ହାଲ୍‌ଜେନ

    14253
    Oct 06, 2026
  • ଦେଶ-ଦେଶାନ୍ତର

    RBI ରେପୋ ରେଟ୍‌କୁ 25 ବେସିସ୍ ପଏଣ୍ଟ ବୃଦ୍ଧି କରିଛି

    15076
    Oct 07, 2026
  • ବାଣିଜ୍ୟ

    ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15057
    Oct 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17158
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17849
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17809
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18225
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14286
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14488
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15502
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14176
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15912
    Sep 23, 2026

ବାଣିଜ୍ୟ

ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

ଶିଳ୍ପ-ପ୍ରାସଙ୍ଗିକ ଦକ୍ଷତା ଏବଂ ଅର୍ଥପୂର୍ଣ୍ଣ ସୁଯୋଗ ଓଡ଼ିଶା ଏବଂ ଛତିଶଗଡ଼ରେ ଯୁବକମାନଙ୍କୁ ଉଜ୍ଜ୍ୱଳ ଭବିଷ୍ୟତ ନିର୍ମାଣ କରିବାରେ ସାହାଯ୍ୟ କରୁଛି

ଭୁବନେଶ୍ୱର, ଅକ୍ଟୋବର ୬: ଗ୍ରାମାଞ୍ଚଳର ଯୁବକମାନ ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14010
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15390
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15055
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14404
    Sep 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

    14830
    Oct 06, 2026
  • ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ଫାନ୍ସିସ ହାଲ୍‌ଜେନ

    14253
    Oct 06, 2026
  • ନିଜ ରାଜନୈତିକ ଯାତ୍ରାର ଅନୁଭୂତି ବଖାଣି ମୋଦି କହିଲେ ଏହା

    14753
    Oct 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In