Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ...

  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ...

  • 'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ...

  • ବାପା ବିଜୟ ଶର୍ମାଙ୍କୁ ମଧ୍ୟ ...

  • ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ...

  • ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ...

  • ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ...

  • ଜେଲ୍‌ ଯିବେ ରାଜପାଲ ଯାଦବ

  • ଦେଢ ବର୍ଷର ଶିଶୁକୁ କଚାଡି ମାରିଥିବା ...

  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ ...

ରାଜ୍ୟ
Home ›› ରାଜ୍ୟ ››ବିଜେଡିର ନୂଆ ମୁଖପାତ୍ର ମଣ୍ଡଳୀ : ଜାଣନ୍ତୁ...କାହାକୁ ମିଳିଲା କେଉଁ ଦାୟିତ୍ୱ

ବିଜେଡିର ନୂଆ ମୁଖପାତ୍ର ମଣ୍ଡଳୀ : ଜାଣନ୍ତୁ...କାହାକୁ ମିଳିଲା କେଉଁ ଦାୟିତ୍ୱ

2024-07-07 20:04:40
14531
Share:
Facebook
Twitter
E-Mail
WhatsApp
Telegram
ବିଜେଡିର ନୂଆ ମୁଖପାତ୍ର ମଣ୍ଡଳୀ : ଜାଣନ୍ତୁ...କାହାକୁ ମିଳିଲା କେଉଁ ଦାୟିତ୍ୱ

ପବିତ୍ର ରଥଯାତ୍ରାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳରେ ବଡ଼ ପରିବର୍ତ୍ତନ କରିଛନ୍ତି । ବିଜେଡିର ବଡ଼ ପଦାଧିକାରୀ କମିଟିରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳିଛି । ଏଥିରେ ରାଜ୍ୟସ୍ତରୀୟ ସମସ୍ତ ଦଳୀୟ ପଦାଧିକାରୀଙ୍କୁ ହଟାଇ ଦିଆଯାଇଛି। ହେଲେ ଜିଲାସ୍ତରୀୟ କମିଟି ଓ କର୍ମକର୍ତ୍ତା ଅପରିବର୍ତ୍ତିତ ରହିଛନ୍ତି। ରାଜ୍ୟ ଓ ଜାତୀୟସ୍ତରୀୟ ନୂଆ ମୁଖପାତ୍ର ମଣ୍ଡଳୀ ଗଠନ କରାଯାଇଛି। ଦଳ ପକ୍ଷରୁ ଜାରି ବିଜ୍ଞପ୍ତିରେ ଡ. ସଂତୃପ୍ତ ମିଶ୍ରଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ଭାବେ ନିଯୁକ୍ତ କରିଥିବା ପ୍ରକାଶ ପାଇଛି।

ସୁକାନ୍ତ କୁମାର ପଣ୍ଡା ନବୀନ ପଟ୍ଟନାୟକଙ୍କର ଜନସମ୍ପର୍କ ଅଧିକାରୀ ଭାବରେ ଦାୟିତ୍ୱ ପ୍ରଦାନ କରାଯାଇଛି । ତେବେ ଦଳର ଜାତୀୟ ମୁଖପାତ୍ର ଭାବରେ ୫ ଜଣଙ୍କ ନାଁ ଘୋଷଣା କରିଛି ବିଜେଡି । ଡା. ସଂତୃପ୍ତ ମିଶ୍ର, କଳିକେଶ ନାରାୟଣ ସିଂହଦେଓ, ଡା. ଅମର ପଟ୍ଟନାୟକ, ଡ. ସସ୍ମିତ ପାତ୍ର ଏବଂ ପ୍ରଦୀପ କୁମାର ମାଝୀ ଜାତୀୟ ମୁଖପାତ୍ର ଦାୟିତ୍ୱରେ ରହିଛନ୍ତି ।

୧୪ ଜଣ ବିଜୁ ଜନତା ଦଳର ରାଜ୍ୟସ୍ତରୀୟ ମୁଖପାତ୍ର ତାଲିକାରେ ସ୍ଥାନ ପାଇଛନ୍ତି । ଏହି ତାଲିକାରେ ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲ୍ଲିକ, ଦେବୀ ପ୍ରସାଦ ମିଶ୍ର, ପ୍ରତାପ କୁମାର ଦେବ, ଡା. ଅରୁଣ ସାହୁ, ଦିବ୍ୟଶଙ୍କର ମିଶ୍ର ପ୍ରମୁଖ ସାମିଲ ହୋଇଛନ୍ତି । ଏହାବ୍ୟତୀତ ଦେବୀ ରଞ୍ଜନ ତ୍ରିପାଠୀ, ଶ୍ରୀମୟୀ ମିଶ୍ର, ଲେଖାଶ୍ରୀ ସାମନ୍ତସିଂହାର, ସୁଦାମ ମାର୍ଣ୍ଡି, ସୁଲତା ଦେଓ, ରମେଶ ଚନ୍ଦ୍ର ମାଝୀ, ଭୃଗୁ ବକ୍ସିପାତ୍ର ଏବଂ ଡା. ଲେନିନ ମହାନ୍ତି ମଧ୍ୟ ଏହି ରାଜ୍ୟସ୍ତରୀୟ ମୁଖ୍ୟପାତ୍ର ତାଲିକାରେ ସାମିଲ ରହିଛନ୍ତି ।

ବରିଷ୍ଠ ନେତା ପ୍ରତାପ କୁମାର ଜେନାଙ୍କୁ ବରିଷ୍ଠ ରାଜ୍ୟଗଣମାଧ୍ୟମ ସଂଯୋଜକ ଭାବରେ ନିଯୁକ୍ତି ମିଳିଛି । ସ୍ୱୟମ ପ୍ରକାଶ ମହାପାତ୍ର ସୋସିଆଲ ମିଡିଆ କୋ-ଅର୍ଡନେଟର ଭାବରେ ଦାୟିତ୍ୱ ପାଇଛନ୍ତି । ଲେନିନ ମହାନ୍ତି ଏବଂ ପ୍ରିୟବ୍ରତ ମାଝୀଙ୍କୁ ଗଣମାଧ୍ୟମ ସଂଯୋଜକ ଭାବରେ ଗୁରୁଦାୟିତ୍ୱ ପ୍ରଦାନ କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ ।

Powered by Froala Editor

Tags bjd

Related articles Odisha News Lens 4.1

  • ଦେଢ ବର୍ଷର ଶିଶୁକୁ କଚାଡି ମାରିଥିବା ଅଭିଯୁକ୍ତକୁ ଫାଶୀ
    ଅପରାଧ

    ଦେଢ ବର୍ଷର ଶିଶୁକୁ କଚାଡି ମାରିଥିବା ଅଭିଯୁକ୍ତକୁ ଫାଶୀ

    14559
    Jul 10, 2026
  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ...
    ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ...

    15211
    Jul 11, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?
    ବିଶେଷ

    ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14456
    Jul 10, 2026
  • ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
    ଦେଶ-ଦେଶାନ୍ତର

    ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ

    13829
    Jul 11, 2026
  • ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ଆତ୍ମହତ୍ୟା କଲେ ଅଷ୍ଟମ ଛାତ୍ରୀ
    ଦେଶ-ଦେଶାନ୍ତର

    ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ଆତ୍ମହତ୍ୟା କଲେ ଅଷ୍ଟମ ଛାତ୍ରୀ

    14163
    Jul 11, 2026
  • ଜେଲ୍‌ ଯିବେ ରାଜପାଲ ଯାଦବ
    ଦେଶ-ଦେଶାନ୍ତର

    ଜେଲ୍‌ ଯିବେ ରାଜପାଲ ଯାଦବ

    14878
    Jul 10, 2026
  • ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !
    ଦେଶ-ଦେଶାନ୍ତର

    ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !

    14892
    Jul 11, 2026
  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ
    ଦେଶ-ଦେଶାନ୍ତର

    ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ

    15095
    Jul 11, 2026
  • ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ହେବା ବାଧ୍ୟତାମୂଳକ ନୁହେଁ
    ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ହେବା ବାଧ୍ୟତାମୂଳକ ନୁହେଁ

    13446
    Jul 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14456
    Jul 10, 2026
  • ଅପରାଧ

    ଦେଢ ବର୍ଷର ଶିଶୁକୁ କଚାଡି ମାରିଥିବା ଅଭିଯୁକ୍ତକୁ ଫାଶୀ

    14559
    Jul 10, 2026
  • ଦେଶ-ଦେଶାନ୍ତର

    ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ

    13829
    Jul 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17583
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17637
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18036
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14456
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15520
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15625
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15430
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15297
    Jul 03, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15840
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15709
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13816
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14932
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ

    13829
    Jul 11, 2026
  • ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ଆତ୍ମହତ୍ୟା କଲେ ଅଷ୍ଟମ ଛାତ୍ରୀ

    14163
    Jul 11, 2026
  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ

    15095
    Jul 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In