Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ...

  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର ...

  • ପରଲୋକରେ ଅଭିନେତା ନାନା ପାଟେକର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ...

  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ...

ବିଶେଷ
Home ›› ବିଶେଷ ›› ନଖ ଜଣାଇବ କୋଲେଷ୍ଟେରୋଲ୍ ଲକ୍ଷଣ, କେମିତି ଜାଣନ୍ତୁ....

ନଖ ଜଣାଇବ କୋଲେଷ୍ଟେରୋଲ୍ ଲକ୍ଷଣ, କେମିତି ଜାଣନ୍ତୁ....

2024-07-09 03:41:53
14999
Share:
Facebook
Twitter
E-Mail
WhatsApp
Telegram
 ନଖ ଜଣାଇବ କୋଲେଷ୍ଟେରୋଲ୍  ଲକ୍ଷଣ, କେମିତି ଜାଣନ୍ତୁ....

ଉଚ୍ଚ କୋଲେଷ୍ଟେରୋଲ୍ ଶରୀରର ଖୁବ୍ କ୍ଷତି କରିଥାଏ। ଯାହା ଉଚ୍ଚ ରକ୍ତଚାପ, ହୃଦଘାତ, ଷ୍ଟ୍ରୋକ୍ ଭଳି ମାରାତ୍ମକ ରୋଗର କାରଣ ପାଲଟିଥାଏ। ଏହି କାରଣରୁ ଡାକ୍ତର ସର୍ବଦା କୋଲେଷ୍ଟେରୋଲ୍ ନିୟନ୍ତ୍ରଣରେ ରଖିବାକୁ ଡାକ୍ତର ପରାମର୍ଶ ଦେଇଥାଆନ୍ତି। ତେବେ ଶରୀରର କେତେକ ଅଂଶରୁ ଶରୀରରେ କୋଲେଷ୍ଟେରୋଲ୍ ବୃଦ୍ଧି ହୋଇଥିବାର ସଙ୍କେତ ଦେଇଥାଏ। ନଖରେ ଆସୁଥିବା ଅନେକ ପରିବର୍ତ୍ତନ କୋଲେଷ୍ଟେରୋଲ୍ ବୃଦ୍ଧି ହେବାର ସଙ୍କେତ ଦେଇଥାଏ।
ନଖ ହଳଦିଆ ପଡିବା ଲକ୍ଷଣ ଉଚ୍ଚ କୋଲେଷ୍ଟେରୋଲ୍ ସହ ଜଡିତ। କୋଲେଷ୍ଟେରୋଲ୍ ଜମାଟ୍ ବାନ୍ଧିବା କାରଣରୁୁ ରକ୍ତ ସଞ୍ଚାଳନ ସଠିକ୍ ଭାବେ ହୋଇ ପାରିନଥାଏ। ଫଳରେ ନଖର ରଙ୍ଗ ବଦଳିଥାଏ।

ନଖ ମୋଟା ହେବା ମଧ୍ୟ କୋଲେଷ୍ଟେରୋଲ୍ ସହ ଜଡିତ। କୋଲେଷ୍ଟେରୋଲ୍ ବୃଦ୍ଧି ହେବାର ଏହା ସଙ୍କେତ ଦେଇଥାଏ।
ନଖରେ ଛୋଟ ଛୋଟ ଧଳା ଦାଗ ଅଧିକ ଦିନ ଧରି ଦେଖାଯିବା ମଧ୍ୟ କୋଲେଷ୍ଟେରୋଲ୍ ବୃଦ୍ଧିର ସଙ୍କେତ ଦେଇଥାଏ।
ନଖ ଦୀର୍ଘ ଦିନ ଧରି ବିଳମ୍ବରେ ବଢିଲେ ଉଚ୍ଚ କୋଲେଷ୍ଟେରୋଲ୍ ହେବାର ସଙ୍କେତ ଦେଇଥାଏ। ରକ୍ତ ସଞ୍ଚାଳନ ସଠିକ୍ ଭାବେ ନହେବା ଦ୍ୱାରା ନଖ ବୃଦ୍ଧି ସଠିକ୍ ଭାବେ ହୋଇପାରିନଥାଏ।
କେତେକ ସମୟରେ ଉଚ୍ଚ କୋଲେଷ୍ଟେରୋଲ୍ କାରଣରୁ ନଖ ଅଧିକ ଦୁର୍ବଳ ହୋଇଯାଏ। ଫଳରେ ସହଜରେ ଭାଙ୍ଗି ଯାଇଥାଏ। ଏହା ଶରୀରରେ କୋଲେଷ୍ଟେରୋଲ୍ ବୃଦ୍ଧି ହେବାର ସଙ୍କେତ ଦେଇଥାଏ।
କ’ଣ କରିବେ..
ନିଜ ଖାଦ୍ୟରେ ଫାଇବର ଥିବା ଖାଦ୍ୟ ଯେପରି ବିଭିନ୍ନ ଫଳ, ପନିପରିବା ଆଦି ସାମିଲ କରନ୍ତୁ। ଏହା କୋଲେଷ୍ଟେରୋଲ୍ ନିୟନ୍ତ୍ରଣରେ ସହାୟକ ହୋଇଥାଏ।
ନିୟମିତ କିଛି ସମୟ ବ୍ୟାୟାମ କରନ୍ତୁ। ନିୟମିତ ବ୍ୟାୟାମ କରିବା ଦ୍ୱାରା ରକ୍ତ ସଞ୍ଚାଳନ ସଠିକ୍ ଭାବେ ହୋଇଥାଏ। କୋଲେଷ୍ଟେରୋଲ୍ ନିୟନ୍ତ୍ରଣ ହୋଇ ରହିଥାଏ।
ନିଶା ଦ୍ରବ୍ୟ ଆଦୌ ସେବନ କରନ୍ତୁ ନାହିଁ।
ନଖକୁ ସର୍ବଦା ପରିଷ୍କାର ରଖନ୍ତୁ। ଏହାଦ୍ୱାରା କୋଲେଷ୍ଟୋରୋଲ୍ ଲକ୍ଷଣ ସହଜରେ ଜାଣି ହୋଇଥାଏ।
ନିୟମିତ ଭାବେ କୋଲେଷ୍ଟେରୋଲ୍ ସ୍ତର ପରୀକ୍ଷା କରନ୍ତୁ। ଲକ୍ଷଣ ଦେଖାଯିବା ପରେ ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ।

Powered by Froala Editor

Tags Cholesterol

Related articles Odisha News Lens 4.1

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...
    ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...

    15468
    Oct 09, 2026
  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ
    ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14518
    Oct 08, 2026
  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15339
    Oct 08, 2026
  • ପରଲୋକରେ ଅଭିନେତା ନାନା ପାଟେକର
    ଦେଶ-ଦେଶାନ୍ତର

    ପରଲୋକରେ ଅଭିନେତା ନାନା ପାଟେକର

    15058
    Oct 08, 2026
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର
    ଦେଶ-ଦେଶାନ୍ତର

    ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    14963
    Oct 08, 2026
  • ଚେକିଂ  ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ
    ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13768
    Oct 08, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର
    ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13707
    Oct 09, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    13800
    Oct 09, 2026
  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ
    ଦେଶ-ଦେଶାନ୍ତର

    କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ

    15077
    Oct 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ

    15077
    Oct 08, 2026
  • ଦେଶ-ଦେଶାନ୍ତର

    ପରଲୋକରେ ଅଭିନେତା ନାନା ପାଟେକର

    15058
    Oct 08, 2026
  • ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13707
    Oct 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17163
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17854
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17811
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18229
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14431
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14537
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15548
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14221
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15958
    Sep 23, 2026

ବାଣିଜ୍ୟ

ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

ଡଲାର ତୁଳନାରେ ଟଙ୍କାର ବିନିମୟ ଦୁର୍ବଳ ହୋଇଚାଲିଛି । ଟଙ୍କା ମୂଲ୍ୟ ୯୭ ସ୍ତର ଛୁଇଁଛି । କାରବାର ସମୟରେ ବୁଧବାର ଟଙ୍କାର ମୂଲ୍ୟ ୯୭.୧୫୧ ସ୍ତର ଛୁଇଁଥିଲା । ଦିନ ମଧ୍ୟରେ ଟଙ୍କା ପ୍ରଥମେ ୯୬.୮୩ ସ୍ତରକୁ ଖସିଥିଲା । ଫଳରେ ଟଙ୍କା ଏସିଆର ସବୁଠାରୁ ଦୁର୍ବଳ ପ୍ରଦର୍ଶନକାରୀ ମୁଦ୍ରା ପାଲଟିଛି । କାରବାର ଶେଷ ବେଳକୁ ଟଙ୍କା ...

  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14673
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15396
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14013
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15394
    Oct 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13768
    Oct 08, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    13800
    Oct 09, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13707
    Oct 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In