Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜୁନ୍ ୪ ସୁଦ୍ଧା କେରଳରେ ପହଞ୍ଚିବ ମୌସୁମୀ ...

  • ବିମାନ ଇନ୍ଧନ ରପ୍ତାନି ଉପରେ ଅସ୍ଥାୟୀ ...

  • ଆନ୍ନାମଲାଇଙ୍କ ବିଜେପିରୁ ଇସ୍ତଫା

  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ...

  • ସୁପ୍ରିମକୋର୍ଟରେ ଶପଥ ନେଲେ ୫ ନୂଆ ...

  • କଳା କୋଟ୍ ସହ ଧଳା ସାର୍ଟ ଲୁକ୍ ପଛର ରାଜ୍ ...

  • ଖୁବଶୀଘ୍ର କେରଳ ଛୁଇଁବ ମୌସୁମୀ

  • ସିବିଏସଇ ୱେବସାଇଟ୍ ଖୋଲୁନି; ବର୍ଷିଲେ ...

  • ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ ...

  • ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ରିୟା ଦେଙ୍କ ନାଁରେ ସଙ୍ଗୀନ ଅଭିଯୋଗ : ଘରେ କାମ କରୁଥିବା ଝିଅକୁ ସ୍ୱାମୀଙ୍କ ସହ ମିଶି ପିଟୁଥିଲେ

ରିୟା ଦେଙ୍କ ନାଁରେ ସଙ୍ଗୀନ ଅଭିଯୋଗ : ଘରେ କାମ କରୁଥିବା ଝିଅକୁ ସ୍ୱାମୀଙ୍କ ସହ ମିଶି ପିଟୁଥିଲେ

2024-07-09 20:57:55
17160
Share:
Facebook
Twitter
E-Mail
WhatsApp
Telegram
ରିୟା ଦେଙ୍କ ନାଁରେ ସଙ୍ଗୀନ ଅଭିଯୋଗ : ଘରେ କାମ କରୁଥିବା ଝିଅକୁ ସ୍ୱାମୀଙ୍କ ସହ ମିଶି ପିଟୁଥିଲେ

ଓଲିଉଡ୍ ଅଭିନେତ୍ରୀ ରିୟା ଦେଙ୍କ ନାଁରେ ଆସିଛି ନାବାଳିକାକୁ ନିର୍ଯାତନା ଦେଉଥିବା ଭଳି ସଙ୍ଗୀନ ଅଭିଯୋଗ ହୋଇଛି । ତାଙ୍କ ପାଖରେ କାମ କରୁଥିବା ଜଣେ ନାବାଳିକାଙ୍କୁ ସେ ନିର୍ଯାତନା ଅସହ୍ୟ ମାଡଗାଳି ଦେଉଥିବା ଚନ୍ଦ୍ରଶେଖରପୁର ଥାନାରେ ଥଭିଯୋଗ ହୋଇଛି । ଖାଲି ମାଡ ନୁହେଁ ରିୟାଙ୍କ ସ୍ୱାମୀ ବିୟର ବୋତଲରେ ନାବାଳିକାର ମୁଣ୍ଡକୁ ପିଟିଥିବା ମଧ୍ୟ ଅଭିଯୋଗ ହୋଇଛି । ଏନେଇ ଚାଇଲ୍ଡ ଲାଇନ୍ ପକ୍ଷରୁ ଥାନାରେ ଅଭିଯୋଗ ପରେ ପୁଲିସ୍ ଜିରୋ ଏତଲା ଗ୍ରହଣ କରିଛି । ଉକ୍ତ ମାମଲା କଟକକୁ ହସ୍ତାନ୍ତର କରାଯିବ ବୋଲି ଜଣାପଡ଼ିଛି ।  

ପୁଲିସ ସୂଚନା ମୁତାବକ, ନାବାଳିକାଙ୍କ ଘର ସାଲେପୁରରେ । ତାଙ୍କ ଘର ପାଖର ଜଣେ ମହିଳାଙ୍କୁ ସେ କାମ ବୁଝିବା ପାଇଁ କହିଥିଲେ । ମହିଳା ଜଣକ ଭୁବନେଶ୍ୱରରେ ରହୁଥିଲେ । ସେ ନାବାଳିକାଙ୍କୁ ଆଣି ରିୟାଙ୍କ କଟକ ସ୍ଥିତ ଘରେ ସହାୟିକା ଭାବେ କାମରେ ରଖିଥିଲେ । ମାସକୁ ୮ ହଜାର ଟଙ୍କା ଦେବେ ବୋଲି କହିଥିଲେ । 

ହେଲେ ଟଙ୍କା ଦେବାତ ଦୂରର କଥା । ଓଲଟା ଛୋଟ ଭୁଲ୍ ପାଇଁ ରିୟା ଓ ତାଙ୍କ ସ୍ୱାମୀ ତାଙ୍କୁ ନିସ୍ତୁକ ମାଡ଼ ମାରୁଥିଲେ । ନାବାଳିକା ଜଣକ ପରିବାର କଥା ଭାବି ଚୁପଚାପ ସବୁ ସହୁଥିଲେ । ହେଲେ ୨ଦିନ ତଳେ ନିର୍ଯାତନା ଥଧିକ ହୋଇଥିଲା । ନାବାଳିକାକୁ ରିୟା ଶହେ ଥର ଉଠ୍‌ବସ୍ କରାଇବା ସହ ସହ ଅଶ୍ଳୀଳ ଭାଷାରେ ଗାଳି କରିଥିଲେ । ନିଶାସକ୍ତ ଥବସ୍ଥାରେ ରିୟାଙ୍କ ସ୍ୱାମୀ ମଧ୍ୟ ତାଙ୍କ ମୁଣ୍ଡକୁ ବିୟର ବୋତଲରେ ବାଡ଼େଇଥିଲେ । 

ପଶୁ ଭଳି ନିର୍ଯାତନା ସହିନପାରି ରିୟାଙ୍କ ପରିବାର ଶୋଇଥିବା ସମୟରେ ସେ ଘର ଛାଡ଼ି ଭୁବନେଶ୍ୱରରେ ରହୁଥିବା ମହିଳାଙ୍କ ଘରକୁ ଆସିଥିଲେ । ବାହାରେ ବସି ନାବାଳିକା ଜଣଙ୍କ କାନ୍ଦୁଥିବାବେଳେ ଜଣେ ମହିଳା ଚାଇଲ୍ଡ ଲାଇନ୍‌କୁ ଖବର ଦେଇଥିଲେ । ଚାଇଲ୍ଡ ଲାଇନ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ନାବାଳିକାକୁ ଉଦ୍ଧାର କରିଛନ୍ତି । ରିୟା ଓ ତାଙ୍କ ପରିବାର ନାଁରେ ମାମଲା ରୁଜୁ ହୋଇଛି । ଏ ଘଟଣା ଜଣାପଡିବା ପରେ ଓଲିଉଡରେ କଥା ନିଆ ଭଳି ବ୍ୟାପିଛି । 

ରିୟା ଦେ ଜଣେ ଜଣାଶୁଣା ଅଭିନେତ୍ରୀ । ବହୁ ଫିଲ୍ମ ସହିତ ରିୟାଲିଟି ସୋ ମଧ୍ୟ କରନ୍ତି । ତାଙ୍କ ବିରୋଧରେ ଏଭଳି ସଙ୍ଗୀନ ଅଭିଯୋଗ ଆସିବା ପରେ ସବୁଠି ଚର୍ଚ୍ଚା ଜୋର ଧରିଛି । 


Powered by Froala Editor

Tags riya

Related articles Odisha News Lens 4.1

  • ସୁପ୍ରିମକୋର୍ଟରେ ଶପଥ ନେଲେ ୫ ନୂଆ ବିଚାରପତି
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ଶପଥ ନେଲେ ୫ ନୂଆ ବିଚାରପତି

    14585
    Jun 02, 2026
  • ବିମାନ ଇନ୍ଧନ ରପ୍ତାନି ଉପରେ ଅସ୍ଥାୟୀ ନିଷେଧ ଘୋଷଣା କଲେ ପୁଟିନ୍
    ଦେଶ-ଦେଶାନ୍ତର

    ବିମାନ ଇନ୍ଧନ ରପ୍ତାନି ଉପରେ ଅସ୍ଥାୟୀ ନିଷେଧ ଘୋଷଣା କଲେ ପୁଟିନ୍

    15462
    Jun 02, 2026
  •  ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ

    14353
    Jun 01, 2026
  • କଳା କୋଟ୍ ସହ ଧଳା ସାର୍ଟ ଲୁକ୍ ପଛର ରାଜ୍ କହିଲେ ଥାଲାପତି
    ଦେଶ-ଦେଶାନ୍ତର

    କଳା କୋଟ୍ ସହ ଧଳା ସାର୍ଟ ଲୁକ୍ ପଛର ରାଜ୍ କହିଲେ ଥାଲାପତି

    15511
    Jun 02, 2026
  • ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବିସ୍ତାର, ୩୫ ଜଣ ନୂତନ ମନ୍ତ୍ରୀ ...
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବିସ୍ତାର, ୩୫ ଜଣ ନୂତନ ମନ୍ତ୍ରୀ ...

    14241
    Jun 01, 2026
  • ଆନ୍ନାମଲାଇଙ୍କ ବିଜେପିରୁ ଇସ୍ତଫା
    ଦେଶ-ଦେଶାନ୍ତର

    ଆନ୍ନାମଲାଇଙ୍କ ବିଜେପିରୁ ଇସ୍ତଫା

    14006
    Jun 02, 2026
  • ସିବିଏସଇ ୱେବସାଇଟ୍  ଖୋଲୁନି; ବର୍ଷିଲେ ଛାତ୍ରଛାତ୍ରୀ
    ଦେଶ-ଦେଶାନ୍ତର

    ସିବିଏସଇ ୱେବସାଇଟ୍ ଖୋଲୁନି; ବର୍ଷିଲେ ଛାତ୍ରଛାତ୍ରୀ

    14051
    Jun 02, 2026
  • ଜୁନ୍ ୪ ସୁଦ୍ଧା କେରଳରେ ପହଞ୍ଚିବ ମୌସୁମୀ ବାୟୁ
    ଦେଶ-ଦେଶାନ୍ତର

    ଜୁନ୍ ୪ ସୁଦ୍ଧା କେରଳରେ ପହଞ୍ଚିବ ମୌସୁମୀ ବାୟୁ

    13285
    Jun 02, 2026
  • ଖୁବଶୀଘ୍ର କେରଳ ଛୁଇଁବ ମୌସୁମୀ
    ଦେଶ-ଦେଶାନ୍ତର

    ଖୁବଶୀଘ୍ର କେରଳ ଛୁଇଁବ ମୌସୁମୀ

    14176
    Jun 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14252
    Jun 02, 2026
  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ଶପଥ ନେଲେ ୫ ନୂଆ ବିଚାରପତି

    14585
    Jun 02, 2026
  • ଦେଶ-ଦେଶାନ୍ତର

    କଳା କୋଟ୍ ସହ ଧଳା ସାର୍ଟ ଲୁକ୍ ପଛର ରାଜ୍ କହିଲେ ଥାଲାପତି

    15511
    Jun 02, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16899
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17519
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17569
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17956
    Sep 06, 2023

ବିଶେଷ

  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14252
    Jun 02, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    15020
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    15134
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14837
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15405
    May 27, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15445
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15191
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15672
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14012
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆନ୍ନାମଲାଇଙ୍କ ବିଜେପିରୁ ଇସ୍ତଫା

    14006
    Jun 02, 2026
  • କଳା କୋଟ୍ ସହ ଧଳା ସାର୍ଟ ଲୁକ୍ ପଛର ରାଜ୍ କହିଲେ ଥାଲାପତି

    15511
    Jun 02, 2026
  • ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ

    14353
    Jun 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In