Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ...

  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ...

  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ...

  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ...

  • ପେଟ୍ରୋଲ ଏବଂ ଡିଜେଲ ପରେ CNG ମହଙ୍ଗା

  • ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ...

  • ଡିଜିଟାଲ ଆରେଷ୍ଟ କରି ଲୁଟିନେଲେ ୨୪ କୋଟି

  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ...

  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ...

  • ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ...

ରାଜ୍ୟ
Home ›› ରାଜ୍ୟ ››ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ: ରତ୍ନଭଣ୍ଡାର ଖୋଲାଯିବା ନେଇ ହେବ ଆଲୋଚନା

ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ: ରତ୍ନଭଣ୍ଡାର ଖୋଲାଯିବା ନେଇ ହେବ ଆଲୋଚନା

2024-07-10 05:17:09
15590
Share:
Facebook
Twitter
E-Mail
WhatsApp
Telegram
ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ: ରତ୍ନଭଣ୍ଡାର ଖୋଲାଯିବା ନେଇ ହେବ ଆଲୋଚନା

ପୁରୀ: ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ। ଏହି ବୈଠକରେ ରତ୍ନଭଣ୍ଡାର ଖୋଲାଯିବା ନେଇ ବିସ୍ତୃତ ଆଲୋଚନା କରାଯିବ। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଦିନ ୧୧ଟାରେ ପୁରୀ ନୀଳାଦ୍ରୀ ଭକ୍ତ ନିବାସରେ ଏହି ବୈଠକ ଅନୁଷ୍ଠିତ ହେବ। ମଙ୍ଗଳବାର ଜଷ୍ଟିସ୍ ବିଶ୍ଵନାଥ ରଥଙ୍କ ଅଧ୍ୟକ୍ଷତାରେ ତଦାରଖ କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ୧୪ ତାରିଖରେ ରତ୍ନ ଭଣ୍ଡାର ଖୋଲିବାକୁ ତଦାରଖ କମିଟି ପ୍ରସ୍ତାବ ରଖିଛି। ସରକାରଙ୍କ ଅନୁମତି ମିଳିବା ପରେ ରତ୍ନଭଣ୍ଡାର ଖୋଲାଯିବ। ଚାବିରେ ରତ୍ନଭଣ୍ଡାର ତାଲା ନ ଖୋଲିଲେ, ତାଲା ଭାଙ୍ଗି ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି ବି ହୋଇଛି। ସେପଟେ ରତ୍ନଭଣ୍ଡାର ଖୋଳିବା ନେଇ ଆଇନ ମନ୍ତ୍ରୀ ନିଜ ପ୍ରତିକ୍ରିୟା ରେ କହିଛନ୍ତି ତଦାରଖ କମିଟି ପରିଚାଳନା କମିଟିକୁ ପ୍ରସ୍ତାବ ପଠାଇଛି। କମିଟି ସରକାରଙ୍କୁ ଜଣାଇବା ପରେ ନିଷ୍ପତ୍ତି ନିଆଯିବ।

Powered by Froala Editor

Tags Ratna bhandar

Related articles Odisha News Lens 4.1

  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ
    ଦେଶ-ଦେଶାନ୍ତର

    ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13417
    May 26, 2026
  •  ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ
    ଦେଶ-ଦେଶାନ୍ତର

    ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ

    14884
    May 25, 2026
  • ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ସମ୍ମାନ, ରାଷ୍ଟ୍ରପତିଙ୍କଠୁ ଆଓ୍ୱାର୍ଡ ...
    ଦେଶ-ଦେଶାନ୍ତର

    ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ସମ୍ମାନ, ରାଷ୍ଟ୍ରପତିଙ୍କଠୁ ଆଓ୍ୱାର୍ଡ ...

    13752
    May 26, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ
    ବିଶେଷ

    ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14609
    May 27, 2026
  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ
    ଦେଶ-ଦେଶାନ୍ତର

    ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ

    14670
    May 26, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି
    ବିଶେଷ

    ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14553
    May 26, 2026
  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ମମତା
    ଦେଶ-ଦେଶାନ୍ତର

    କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ମମତା

    13550
    May 26, 2026
  • ଡିଜିଟାଲ ଆରେଷ୍ଟ କରି ଲୁଟିନେଲେ ୨୪ କୋଟି
    ଅପରାଧ

    ଡିଜିଟାଲ ଆରେଷ୍ଟ କରି ଲୁଟିନେଲେ ୨୪ କୋଟି

    15438
    May 26, 2026
  • ପେଟ୍ରୋଲ ଏବଂ ଡିଜେଲ ପରେ CNG ମହଙ୍ଗା
    ଦେଶ-ଦେଶାନ୍ତର

    ପେଟ୍ରୋଲ ଏବଂ ଡିଜେଲ ପରେ CNG ମହଙ୍ଗା

    14480
    May 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ସମ୍ମାନ, ରାଷ୍ଟ୍ରପତିଙ୍କଠୁ ଆଓ୍ୱାର୍ଡ ଗ୍ରହଣ କଲେ ହେମା ମାଳିନୀ

    13752
    May 26, 2026
  • ବିଶେଷ

    ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14553
    May 26, 2026
  • ବିଶେଷ

    ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14609
    May 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16882
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17504
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17549
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17931
    Sep 06, 2023

ବିଶେଷ

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14609
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14553
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15735
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    15026
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14436
    May 20, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15424
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15165
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15655
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13992
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ

    13673
    May 25, 2026
  • ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ

    14884
    May 25, 2026
  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ

    14670
    May 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In